Browsing Tag

rourakela news

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ କମ୍ୟୁନିଷ୍ଟ ପାର୍ଟି ରାଉରକେଲା ଆଞ୍ଚଳିକ କମିଟିର ସମ୍ମିଳନୀ ହରିବନ୍ଧୁ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଇସ୍ପାତ କାରଖାନାରେ ଖାଲି ପଡ଼ିଥିବା ପଦବୀ ପୁରଣ, ରାଉରକେଲା ମ୍ୟୁନିସିପାଲିଟି କର୍ପୋରେସନରେ ହୋଇଥିବା ଦୁର୍ନୀତିରେ ତଦନ୍ତ,
Read More...

ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଭାଗିରଥି ମହାପାତ୍ରଙ୍କ ୫୦ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପ୍ରାତଃ ସମୟରେ କଟକର ମହାନଦୀ ଗଡଗଡିଆ ଘାଟଠାରେ ସରଳା ଦେବୀ ଭାଗିରଥି ମହାପାତ୍ର ଟ୍ରଷ୍ଟ ତରଫରୁ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ଉତ୍କଳ ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ସାଧାରଣ ସମ୍ପାଦକ, କଟକ ମ୍ୟୁନିସିପାଲଟିର ପ୍ରଥମ ନିର୍ବାଚିତ ଅଧ୍ୟକ୍ଷ ତଥା
Read More...

ଶ୍ରଦ୍ଧାରେ ବିଶ୍ଵ ସ୍ତନ୍ୟପାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରଦ୍ଧା ଆନୁକୁଲ୍ୟରେ ବିଶ୍ଵ ସ୍ତନ୍ୟପାନ ଦିବସ କାର୍ଯ୍ୟକାରୀ ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ଅଧ୍ୟକ୍ଷତା ଓ ସଂଯୋଜନାରେ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆଇ. ଜି.ଏଚ.ର ପ୍ରାକ୍ତନ ଉପ ନିର୍ଦ୍ଦେଶକ ତଥା ବିଶିଷ୍ଟ ଶିଶୁ ବିଶେଷଜ୍ଞ ଡା
Read More...

ସରସ୍ଵତୀ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଏକଦିବସୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସୁରେନ୍ଦ୍ର କୁମାର ଶତପଥୀଙ୍କ ଆବାହକତ୍ଵ, ଗୁରୁମା ସନ୍ଧ୍ୟାରାଣୀ ସାମନ୍ତ ଓ ପୁଷ୍ପାଞ୍ଜଳି
Read More...

ସେକ୍ଟର ୧୯ ଥାନାରେ ଆମ ପୋଲିସର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୯ ଥାନାରେ ଆମ ପୁଲିସର ବୈଠକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ପୁଲିସର ଆବାହକ ଡ଼ଃ ସୁମନ ଦତ୍ତଙ୍କ ଆବାହକତ୍ଵ ଓ ଥାନା ପ୍ରଭାରୀ ରଞ୍ଜନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର
Read More...

ବିଜେପି ବରିଷ୍ଠ ନେତା ନୃସିଂହ ଜେନାଙ୍କ ବିୟୋଗରେ ବିଜେପି ଓ ଅନ୍ୟାନ୍ୟ ଅନୁଷ୍ଠାନରେ ଶୋକର ଛାୟା

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପିର ବରିଷ୍ଠ ନେତା ନୃସିଂହ ଚରଣ ଜେନାଙ୍କ ୬୨ ବର୍ଷ ବୟସରେ ଗତ କାଲି ରାଉରକେଲା ଆପୋଲୋ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସ ଆମ୍ବୁଲାନ୍ସରେ ଯାତ୍ରା କରିବା ସମୟରେ ସେ ରାସ୍ତାରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଏହି ଖବର ପାଇବା ମାତ୍ରେ ବିଜେପି ମହଲରେ
Read More...

ରାଉରକେଲା କଲେଜରେ ସମ୍ବଲପୁରୀ ଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାଠାରେ ସମ୍ବଲପୁରୀ ଦିନ ମହାସମାରୋହରେ ପାଳିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ରବିନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତା ଓ ପ୍ରଶାସନିକ ଅଧିକାରୀ ରଶ୍ମୀରଂଜନ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି
Read More...

ମହମ୍ମଦ ରଫିଙ୍କୁ ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବର ସଙ୍ଗୀତ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ ସହରର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବ୍" ର ପ୍ରତିଭା ସମ୍ପନ୍ନ କଳାକାରମାନେ ସେକ୍ଟର ୨୦ ସ୍ଥିତ ରାଉରକେଲା କ୍ଲବ୍ ଠାରେ ଆୟୋଜିତ ଏକ ସଙ୍ଗୀତ ସନ୍ଧ୍ୟାରେ ବଲିଉଡର ବିଗତ ଦିନର ପ୍ରଖ୍ୟାତ ପ୍ରଛଦପଟ
Read More...

ଏକତ୍ରର ଏକକ ନାଟକ ଆସନ୍ତା ୨ ଓ ୩ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ୨୬ଟି ନାଟ୍ୟ ଅନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ଦ୍ୱିଦିବସୀୟ ଏକକ ନାଟକ ଉତ୍ସବ ଆସନ୍ତା ୨ ଓ ୩ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହେବ ବୋଲି ସେକ୍ଟର ୬ ସ୍ଥିତ ଇସ୍ପାତ ସରୋବରଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ
Read More...

ଆଦର୍ଶ ପାଠାଗାରର ନବନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ ଉତ୍ସବ

ରାଧାକାନ୍ତ ମିଶ୍ର ସଭାପତି ଓ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆ ସାଧାରଣ ସମ୍ପାଦକ ଦାୟିତ୍ଵ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର କର୍ମକର୍ତ୍ତାଙ୍କ ନିର୍ବାଚନରେ ନବ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ ଉତ୍ସବ ପାଠାଗାର ପରିସରରେ ଅନୁଷ୍ଠିତ
Read More...