କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀର ମୃତ୍ୟୁ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଝିରିପାଣି ଅଞ୍ଚଳରେ ପ୍ରେମିକଙ୍କ ଘର ବାହାରେ ଦେହରେ କିରୋସିନ୍ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ଯୁବତୀ ବୁଧବାର ଦିନ ଇସ୍ପାତ ଜେନେରାଲ୍ ହସ୍ପିଟାଲ (ଆଇଜିଏଚ୍)ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଅଗଷ୍ଟ ୧୪!-->…
Read More...
Read More...