ସଦଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମୋତ୍ସବ ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବରେଣ୍ୟ ଆଧ୍ୟାତ୍ମିକ ଗୁରୁ ତଥା ସନ୍ଥ ପରମ ପୂଜ୍ୟ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମ ମହୋତ୍ସବ ସ୍ଥାନୀୟ ଆର୍ଟ ଅଫ୍ ଲିଭିଂ ପରିବାର ଦ୍ଵାରା ମହାସମାରୋହରେ ପାଳିତ ହୋଇଯାଇଛି । ଗୁରୁଦେବଙ୍କ ଜନ୍ମୋତ୍ସବ ପାଳନ ଉପଲକ୍ଷେ ଦିବସ ବ୍ୟାପୀ ବିଭିନ୍ନ!-->…
Read More...
Read More...