Browsing Tag

rourakela news

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ଦ୍ୱିତୀୟ ସ୍ଥାପନା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ଦ୍ୱିତୀୟ ସ୍ଥାପନା ଦିବସ ହୋଟେଲ୍ ସେଣ୍ଟ୍ରାଲ ପାର୍କଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରୋଟାରୀଆନ ଗଣେଶ୍ବର ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଓ ଉପସଭାପତି ରୋଟାରୀଆନ ଡଃ ମୀନତି ପଣ୍ଡାଙ୍କ ସଂଯୋଜନାରେ…
Read More...

ବାସନ୍ତୀ କଲୋନୀ ଏବିସି ଦୁର୍ଗାପୂଜା କମିଟି ଗଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ଏବିସି ବ୍ଲକ ଦୁର୍ଗାପୂଜା ପରିଚାଳନା ସମିତିର ଆସନ୍ତା ଦୁଇ ବର୍ଷ (୨୦୨୩-୨୫)ପାଇଁ କମିଟିର ପୁନର୍ଗଠନ କରାଯାଇଛି । ବରିଷ୍ଠ କର୍ମକର୍ତ୍ତା ଶୈବାଳ ସେନ୍‌ଙ୍କ ଅଧ୍ୟକ୍ଷତା ଓ ସ୍ୱପନ ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ଏକ ବୈଠକରେ ପୁରାତନ…
Read More...

ଷଷ୍ଠତମ ଜାତୀୟ ଶାସ୍ତ୍ରୀୟ ସଂଗୀତ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ଜୟଦେବ କଳାବିକାଶ କେନ୍ଦ୍ର ପକ୍ଷରୁ ଷଷ୍ଠତମ ଜାତୀୟ ଶାସ୍ତ୍ରୀୟ ସଂଗୀତ ସମାରୋହ ଜଗଦା ବାଟମଙ୍ଗଳା ସ୍ଥିତ ଶକ୍ତି ପୀଠଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶରତ କୁମାର ବିଶ୍ୱାଳ, ସାଧାରଣ ସଂପାଦକ ପ୍ରଦୀପ କୁମାର ପଣ୍ଡା ଓ…
Read More...

ସଚ୍ଚିଦାନନ୍ଦଙ୍କ ବିୟୋଗରେ ହମିରପୁର ଉନ୍ନୟନ ପରିଷଦର ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦର ବରିଷ୍ଠ ସଦସ୍ୟ ଆଇନଜୀବୀ ସଚ୍ଚିଦାନନ୍ଦ ପରିଡାଙ୍କ ଅକାଳ ବିୟୋଗରେ ଉନ୍ନୟନ ପରିଷଦ ତରଫରୁ ଶୋକ ପ୍ରକାଶ କରାଯାଇଛି । ଶ୍ରୀ ପରିଡା ହମିରପୁରର ରାମକୃଷ୍ଣ ବିହାରରେ ପରିବାର ସହ ରହୁଛନ୍ତି । ଗତ ରାତିରେ ପ୍ରାୟ ୧୨ଟା ପାଖାପାଖି ହଠାତ…
Read More...

ସମ୍ପର୍କର ସେତୁ ବାନ୍ଧିବାରେ ନାରୀର ଭୂମିକା ଅତୁଳନୀୟ

ଇସ୍ପାତ ସାହିତ୍ୟ ସଂସଦରେ ନାରୀ କବି ସମ୍ମିଳନୀ ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ନାରୀ କବି ସମ୍ମିଳନୀ, ପୁସ୍ତକ ଉନ୍ମୋଚନ, ସମ୍ବର୍ଦ୍ଧନା ପର୍ବ ଏବଂ ନାରୀ କବିମାନଙ୍କ ଦ୍ଵାରା କବିତା ପାଠ ପ୍ରଭୃତି କାର୍ଯ୍ୟକ୍ରମ…
Read More...

ରାଜ୍ୟସ୍ତରୀୟ ଓକା ଆଇଡଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସଙ୍ଗୀତ ମୂର୍ଚ୍ଛନା ଓ ଓଡିଶା ସଂସ୍କୃତି କଳା ଏକାଡେମୀ ଓକା ପକ୍ଷରୁ ଓକା ଆଇଡଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ମହୋତ୍ସବ ସମ୍ବଲପୁର ଜିଲ୍ଲାର ଓଡିଶା ସାଂସ୍କୃତିକ ସମାଜ ହଲରେ ଅନୁଷ୍ଠିତ ହୋଇଯାଇଛି…
Read More...

ରାଉରକେଲା ଓଡ଼ିଆ ଅଧ୍ୟାପକ-ଅଧ୍ୟାପିକା ସମ୍ମିଳନୀର ୩ୟ ଅଧିବେଶନ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର-୪ସ୍ଥିତ ରାଉରକେଲା ମହାବିଦ୍ୟାଳୟର ସଭା ଗୃହ ମଧ୍ୟରେ ରାଉରକେଲାର ଓଡ଼ିଆ ଅଧ୍ୟାପକ-ଅଧ୍ୟାପିକା ସମ୍ମିଳନୀର ତୃତୀୟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି…
Read More...

ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ପାଳିତ

ଗଙ୍ଗାଧର ବିଶ୍ୱ ଚେତନାର ପୂଜାରୀ ଥିଲେ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସଂଭ୍ରାନ୍ତ କଳା-ସଂସ୍କୃତି ଅନୁଷ୍ଠାନ ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସଂସଦର ମେହେର ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସାଧାରଣ…
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିନ୍ଦ୍ରା ଫାଇନାନ୍ସ ଓ ଦେଓଗାଁ ସ୍ଥିତ ଗାନ୍ଧୀ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଚନ୍ଦ୍ରିକା ପଟ୍ଟନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା…
Read More...

ଆଇନ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ପ୍ରାଥମିକ ଚିକିତ୍ସା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟର ଯୁବ ରେଡକ୍ରସ ୟୁନିଟ ଓ ଶ୍ରୀ ମାତାଜୀ ସହଜ ଯୋଗ-ଆଜିର ମହାଯୋଗ ଅନୁଷ୍ଠାନ ର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ପ୍ରାଥମିକ ଚିକିତ୍ସା ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣରେ ଅଧ୍ୟାପିକା ତଥା…
Read More...