ରାଉରକେଲାରେ ଉତ୍କଳ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହିକ୍ରମରେ କୋଏଲନଗର ସ୍ଥିତ ରାଉରକେଲା ଇସ୍ପାତ କାରଖାନାର ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ୮୭ତମ ଉତ୍କଳ ଦିବସ ସଂଘ କାର୍ୟାଳୟଠାରେ ପାଳିତ ହୋଇଯାଇଛି । ସଂଘର ସଭାପତି ଅଭୟ କୁମାର ଦାସଙ୍କ ସଭପତିତ୍ୱ ଓ!-->…
Read More...
Read More...