Browsing Tag

rourakela news

ଦୀପିକା ଇସ୍ପାତ ଶିକ୍ଷା ସଦନରେ ଗଙ୍ଗାଧରଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୮ ଦୀପିକା ଇସ୍ପାତ ଶିକ୍ଷା ସଦନ ଓ ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ସଦନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ସଦନର ପ୍ରଧାନ ଶିକ୍ଷକ ଶିଶିର…
Read More...

ଆସନ୍ତା ୫ରେ ମାନବିକତାର ଗୁରୁଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ସ୍ବେଚ୍ଛାସେବୀ ଅନୁଷ୍ଠାନ 'ମାନବିକତା' ପରିବାର ରାଉରକେଲା ଓ ଏହାର ଆଖପାଖ ଅଞ୍ଚଳରେ ତାର ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ଜାରି ରଖିଥିବା ବେଳେ ଆଗାମୀ ୫ତାରିଖ ଦିନ ଗୁରୁଦିବସକୁ ମହାସମାରୋହରେ ପାଳନ କରିବାକୁ ସ୍ଥିର କରିଛି ।…
Read More...

ବାର୍ଷିକ ଗ୍ରାମାଞ୍ଚଳ ହକି ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକର ଗାଇବିରା କଇଁସାର ଅଷ୍ଟ୍ରୋଟ୍ରଫ ପଡିଆଠାରେ ଚାଲିଥିବା ବାର୍ଷିକ ଗ୍ରାମାଞ୍ଚଳ ହକି ପ୍ରତିଯୋଗିତା ସଫଳତା ପୂର୍ବକ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ମୁଖ୍ୟ ବାଲିଶଙ୍କରା କର ଜିଲ୍ଲା ପରିଷଦ ସଭ୍ୟ ବିନୋଦ କୁମାର କୁଜୁରଙ୍କ ଆବାହକତ୍ୱରେ…
Read More...

ରୋଟାରୀ କ୍ଲବର ଖାଦ୍ୟ, ବସ୍ତ୍ର ଓ ଆର୍ଥିକ ସହାୟତା ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ରେଲୱେ କଲୋନୀ ନିକଟସ୍ଥ ଶାନ୍ତି ଭବନଠାରେ ପ୍ରାୟ ୧୩୫ ଜଣ ଅନ୍ତେବାସୀଙ୍କୁ ଖାଦ୍ୟ ଓ ବସ୍ତ୍ର ବଣ୍ଟନ କରାଯାଇଥିଲା । ରୋଟାରୀଆନ ସଂଧ୍ୟା ସାହୁ ଓ ରୋଟାରୀଆନ ଚମ୍ପାବତୀ ଅମାତଙ୍କ ପିଲାମାନଙ୍କ ଜନ୍ମ ଦିନ…
Read More...

ବାସନ୍ତୀ ପାଠାଗାରର ନୂତନ କର୍ମକର୍ତ୍ତା ମନୋନୀତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ୨୦୨୩ରୁ ୨୦୨୫ ପର୍ଯ୍ୟନ୍ତ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଛି । ପାଠାଗାରର ସ୍ୱର୍ଗତ ସଭାପତି ପ୍ରଫେସର ଜେକେ ରାଓଙ୍କ ବିୟୋଗରେ ତଥା ଆଗାମୀ କାର୍ଯ୍ୟକ୍ରମ ଗୁଡିକୁ ଅଧିକ କ୍ରିୟାଶୀଳ କରିବା ପାଇଁ…
Read More...

ଭାରତରେ ସାଇବର ଅପରାଧ ଉପରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ “ଭାରତରେ ସାଇବର ଅପରାଧ” ବିଷୟରେ ଏକ ଆଲୋଚନାଚକ୍ରର ଆୟୋଜନ କରଯାଇଥିଲା । ଅଧ୍ୟାପିକା ଡଃ ସଂପାଦିକା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ…
Read More...

ପବିତ୍ର ରକ୍ଷା ବନ୍ଧନ ଉତ୍ସବରେ ପତାଞ୍ଜଳି ଯୋଗର ଭଉଣୀମାନେ ଭାଇଙ୍କ ଶୁଭ ମନାସି ହାତରେ ରାକ୍ଷୀ ବାନ୍ଧିଲେ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ସେକ୍ଟର-୨୦ କମ୍ୟୁନିଟି ଯୋଗ କେନ୍ଦ୍ର ପରିସରରେ ପାଳନ କରାଯାଇଥିଲା । ଏହି ଅବସରରେ ଏହି ଉତ୍ସବକୁ ରାଜ୍ୟ ସହ ପ୍ରଭାରୀ ଅକୃର ମାର୍ଥା ବୈଦିକ ମନ୍ତ୍ର…
Read More...

ରଘୁନାଥପାଲ୍ଲୀ ମହିଳା ବିଜୁ ଜନତା ଦଳ ପକ୍ଷରୁ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳା ବିଜୁ ଜନତା ଦଳ ପକ୍ଷରୁ ପବିତ୍ର ରକ୍ଷାବନ୍ଧନ କାର୍ଯ୍ୟକ୍ରମ ମହିଳା ସଭାନେତ୍ରୀ ଇନ୍ଦିରା ନାୟକଙ୍କ ନେତୃତ୍ୱରେ ରାଉରକେଲା ଭଞ୍ଜଭବନ ପରିସରରେ ହତ୍ସୋଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲିର ବିଧାୟକ ସୁବ୍ରତ ତରାଇଙ୍କ…
Read More...

ଶ୍ରଦ୍ଧାରେ ରକ୍ଷାବନ୍ଧନ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରଦ୍ଧାର ସ୍ଵତନ୍ତ୍ର ପିଲା (ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀ), ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କମିଟି ସଭ୍ୟମାନଙ୍କ ମିଳିତ ସହଯୋଗରେ ମହାଆଡମ୍ବରରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଥିଲା । ଦୀର୍ଘ ମାସକ ପୂର୍ବରୁ ଶ୍ରଦ୍ଧାର ଏହି ଦିବ୍ୟାଙ୍ଗ…
Read More...

ବୈଶାଖୀ ସାହିତ୍ୟ ସଂସଦର ମେହେର ଜୟନ୍ତୀ ଓ ବର୍ଷା କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଲୋନୀ ସ୍ଥିତ ମଧୁସୂଦନ ପାଠାଗାର ପରିସରରେ ବୈଶାଖୀ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶହେ ବାଆଷଠି ଜନ୍ମ ଜୟନ୍ତୀ ପାଳନ ତଥା ବର୍ଷା କବିତା ଆସର କବି ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...