Browsing Tag

rourakela news

ମାନବିକତା ପରିବାର ପକ୍ଷରୁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜ ପ୍ରତି ଦାୟିତ୍ୱ ଓ କର୍ତ୍ତବ୍ୟକୁ ସଫଳ ସମ୍ପାଦନା କରିଥିବା ବରିଷ୍ଠ ନାଗରିକଙ୍କୁ ସମ୍ମାନ ପ୍ରଦାନ କରିଛି ମାନବିକତା ପରିବାର । ଆଜି ସାରା ବିଶ୍ୱରେ ବରିଷ୍ଠ ନାଗରିକ ଦିବସ ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ପାଳିତ ହେଉଛି । ଏ ସମାଜ…
Read More...

ରାଜ୍ୟସ୍ତରୀୟ ବଡି ବିଲଡିଂ ପ୍ରତିଯୋଗିତା ଆସନ୍ତା ୨୭ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସମର୍ପଣ ଓ ଓଡିଶା ବଡି ବିଲଡିଂ ଆଣ୍ଡ ଫିଟ୍‌ନେସ୍‌ ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ବଡି ବିଲଡିଂ ପ୍ରତିଯୋଗିତା ଆସନ୍ତା ୨୭ ତାରିଖ ଦିନ ଭଂଜଭବନଠାରେ ଅନୁଷ୍ଠିତ ହେବ ବୋଲି ରାଉରକେଲା କ୍ଲବରେ ଆୟୋଜିତ ଏକ ସାମ୍ବାଦିକ…
Read More...

ଏସ୍‌ବିଆଇରେ ସ୍ୱାସ୍ଥ୍ୟ ସଚେତନତା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଆମ୍ରି ହସ୍ପିଟାଲ, ଭୁବନେଶ୍ୱର ଆନୁକୂଲ୍ୟରେ ଷ୍ଟେଟ ବ୍ୟାଙ୍କର ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ନେଇ ଏସ୍‌ବିଆଇ ରାଉରକେଲା ଟାଉନସିପ୍‌ ଶାଖାରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ସଚେତନତା ଶିବିର ଆର୍‌ବିଓ (ଏସ୍‌ବିଆଇ) ରାଉରକେଲାଙ୍କ ପ୍ରତ୍ୟକ୍ଷ…
Read More...

ୟୁରୋପିଆନ ପ୍ରତିନିଧି ଦଳଙ୍କ ରାଉରକେଲା ପରିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ୟୁରୋପିଆନ ପ୍ରତିନିଧି ଦଳ (ଜର୍ମାନୀ ଓ ଅଷ୍ଟ୍ରିଆ)ର ରାଷ୍ଟ୍ରଦୂତ ସେଠାକାର ସଂସ୍କୃତି ଓ ଶିକ୍ଷାର ଭାବ ବିନିମୟ ଉଦ୍ଦେଶ୍ୟରେ ରାଉରକେଲାଠାରେ ପହଞ୍ଚି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ପରିପେକ୍ଷୀରେ ସେଣ୍ଟ୍ରାଲ ପାର୍କଠାରେ ରୋଟାରୀ କ୍ଲବ…
Read More...

ବାସନ୍ତୀ ପାଠାଗାରରେ ୭୭ତମ ସ୍ୱାଧୀନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରା ଜାତୀୟ ପତାକା ଉତ୍ତୋଳନ କରି ସ୍ୱାଧୀନତା ଦିବସର ତାପ୍ତର୍ଯ୍ୟ ବିଷୟରେ ଏକ ସଂକ୍ଷିପ୍ତ ଭାଷଣ ଦେବା ସଙ୍ଗେ ସଙ୍ଗେ ପାଠାଗାରରେ ଏହି ମାସରେ ସ୍କିଲ ଡେଭଲପମେଣ୍ଟ ଏବଂ କମ୍ପୁଟର ଶିକ୍ଷା ଦେବାର ବ୍ୟବସ୍ଥା…
Read More...

ଆଦର୍ଶ ପାଠାଗାରର କାବ୍ୟସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ସ୍ବାଧୀନତା ଦିବସ ଉପଲକ୍ଷେ କାବ୍ୟସଂଧ୍ୟା ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ…
Read More...

ସ୍ୱାଧୀନତା ହିଁ ମାନବର ସର୍ବୋଚ୍ଚ ସମ୍ମାନ ଓ ଅଧିକାର : ଅକୃର ମାର୍ଥା

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ପତାଞ୍ଜଳି ଯୋଗ ପରିବାର ତରଫରୁ ରାଉରକେଲା ସେକ୍ଟର -୪ କମ୍ୟୁନିଟ ସେଣ୍ଟର୍ ଯୋଗ କେନ୍ଦ୍ର ପ୍ରାଙ୍ଗଣରେ ଏବଂ କମ୍ୟୁନିଟ ସେଣ୍ଟରର ମିଳିତ ସହଯୋଗରେ ୭୭ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ରାଜ୍ୟ ସହପ୍ରଭାରୀ ଅକୃର ମାର୍ଥା ଜାତୀୟ ପତାକା…
Read More...

ଜ୍ଞାନ ବିକାଶ କେନ୍ଦ୍ରର ମାସିକ ସାହିତ୍ୟ ଆସର ଓ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଜେଲ ରୋଡ ସ୍ଥିତ ପଦ୍ମାବତୀ ମେମୋରୀଆଲ୍ ହଲଠାରେ ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ରର ମାସିକ ସାହିତ୍ୟ ଆସର ସହିତ ଏକ ସମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସାଧାରଣ ସଂପାଦକ ଡଃ ସୁବାସ ଚନ୍ଦ୍ର ଲେଙ୍କାଙ୍କ ଆବାହକତ୍ୱ ତଥା ସଭାପତି…
Read More...

ବାଜପେୟୀଙ୍କ ପୁଣ୍ୟ ତିଥିରେ ବିଜେପିର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ତଥା ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠାତା ଓ ପ୍ରଥମ ରାଷ୍ଟ୍ରୀୟ ସଭାପତି ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ଅବସରରେ ଭରତୀୟ ଜନତା ପାର୍ଟି ପାନପୋଷ ସାଂଗଠାନିକ ଜିଲ୍ଲା ତରଫରୁ ଜିଲ୍ଲା ସଭାନେତ୍ରୀ ଲତିକା…
Read More...

ଇସ୍ପାତ ସାହିତ୍ୟ ସଂସଦରେ ସ୍ୱାଧୀନତା ଦିବସ ପାଳନ ଓ ଦେଶାତ୍ମବୋଧକ କବିତା ପାଠ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ତଥା ଦେଶାତ୍ମବୋଧକ କବିତା ପାଠର ଆୟୋଜନ କରାଯାଇଥିଲା । ସାଧାରଣ ସମ୍ପାଦକ ନୃସିଂହ ଚରଣ ବିଶ୍ବାଳଙ୍କ ଆବାହକତ୍ବ…
Read More...