Browsing Tag

rourakela news

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ରାଜଗାଙ୍ଗପୁର ଲ୍ୟାମ୍ପସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ଜଣାପଡିଛି । ସୂଚନା ଅନୁସାରେ ପରୀକ୍ଷିତଙ୍କ ରାଜଗାଙ୍ଗପୁର ଉଭାଟୁପଦା ସ୍ଥିତ ପୈତୃକ ଘରେ ଅବକାରୀ ବିଭାଗ ଚଢାଉ
Read More...

କବି ରାଜୀବ ପାଣିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲା ସ୍ୱସ୍ତି ସାହିତ୍ୟ ସଂସଦ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟ କବି ରାଜୀବ ପାଣିଙ୍କ ୫୯ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ସ୍ୱସ୍ତି ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ତାଙ୍କ ବାସଭବନରେ ପହଁଚି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଖାଲି ରାଉରକେଲା କାହିଁକି ସମଗ୍ର ରାଜ୍ୟରେ କବି
Read More...

ଇସ୍ପାତ ମାର୍କେଟରେ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସେଣ୍ଟ୍ରାଲ ମାର୍କେଟଠାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମାର୍କେଟ କମିଟିର ସଭାପତି ଶଙ୍କର ଜେନାଙ୍କ ସଭାପତିତ୍ତତ୍ୱ ଓ ସାଧାରଣ ସଂପାଦକ ମୁରଲିଧର ମିଶ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସେକ୍ଟର ୧୯ ଥାନାର
Read More...

ସ୍ୱରବ୍ରହ୍ମ ସଂଗୀତ ଏକାଡେମୀ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଝିରପାଣିଠାରେ ସ୍ୱରବ୍ରହ୍ମ ସଂଗୀତ ଏକାଡେମୀ ତରଫରୁ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶାତ୍ମବୋଧ ସଂଗୀତ ସଂନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁ ଶ୍ରୀ ନରସିଂହ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି
Read More...

ଝାଡଖଣ୍ଡ ଉତ୍କଳୀୟ ଓ ମୂଳବାସୀ ସାଂସ୍କୃତିକ ପରିଷଦର ଦ୍ୱିତୀୟ ବାର୍ଷିକୀ ଉପଲକ୍ଷେ ଆଭାସୀ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଝାଡଖଣ୍ଡ ଉତ୍କଳୀୟ ଓ ମୂଳବାସୀ ସାଂସ୍କୃତିକ ପରିଷଦର ଦ୍ୱିତୀୟ ବାର୍ଷିକୀ ଉପଲକ୍ଷେ ଆଭାସୀ ଆଲୋଚନା ଚକ୍ରରେ ଓଡିଶା ଓ ଝାଡଖଣ୍ଡର ଅନେକ ବୁଦ୍ଧିଜୀବୀ ଯୋଗଦେଇ ଅନୁଷ୍ଠାନ ଓ ଓଡିଆ ଭାଷାର ସ୍ଥିତି, ସୁରକ୍ଷା, ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ଉପରେ
Read More...

ରାଉରକେଲା ଆଇନ ମହାବିଦ୍ୟାଳୟରେ ଆଭାସୀ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟରେ ଭାରତରେ ଅପରାଧିକ ବିଚାର ପ୍ରକ୍ରିୟା-ପୁନର୍ବାର ଗଠନ, ବ୍ୟାଖ୍ୟାନ ଓ ନୂତନ ରୂପରେଖ ସଂପର୍କରେ ଏକ ଆଭାସୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ ଅଧ୍ୟକ୍ଷତା ଓ
Read More...

ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଶକ୍ତିନଗର ଛକଠାରେ ପାଳନ କରାଯାଇଛି । ମଂଚର ସାଧାରଣ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଆସନ୍ତା ଫେବୃୟାରୀ ୧ରୁ ୭ ପର୍ଯ୍ୟନ୍ତ ସୂର୍ଯ୍ୟ ନମସ୍କାର

ରାଉରକେଲା, (ସସ୍ମିତା ପ୍ରଧାନ) : ଦେଶରେ 'ଆଜାଦୀ କା ଅମୃତ ମହୋତ୍ସବ'ରେ ୭୫ କୋଟି ସୂର୍ଯ୍ୟ ନମସ୍କାର ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ସୂର୍ଯ୍ୟ ନମସ୍କାର ଆୟୋଜନ ସମିତି ଓଡିଶା ପଶ୍ଚିମ ପ୍ରାନ୍ତରୁ ତରଫରୁ ଆସନ୍ତା ଫେବୃୟାରୀ ୧ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ
Read More...

ରେଳବାଇ ପୋଲିସ ପକ୍ଷରୁ ଦୁଇ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ : ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ରେଳବାଇ ଥାନା ପୋଲିସ ପକ୍ଷରୁ ଦୁଇ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଥାନା ଅଧିକାରୀଙ୍କ ସୂଚନା ମୁତାବକ କୋରାପୁଟର ମୁନିଗୁଡ଼ାରୁ ଦିନେଶ ରାମ ଓ ରଘୁନାଥ ହାଁସଦା ନାମକ
Read More...

ଡିସୌଜା ସ୍କୁଲରେ ଦ୍ୱିଦିବସୀୟ ଟୀକାକରଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀକ୍ଲବ ରାଉରକେଲା ସିଟି ଓ ସେକ୍ଟର ୨ସ୍ଥିତ ଡିସୌଜା ସ୍କୁଲର ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପନ୍ଦରରୁ ଅଠର ବର୍ଷ ବର୍ଗଙ୍କ ମଧ୍ୟରେ ନବମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ
Read More...