Browsing Tag

rourakela news

ଆରୋଗ୍ୟର ନିଃଶୁକ୍ଲ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ସ୍ଥିତ ଆରୋଗ୍ୟ ଜନସେବା କେନ୍ଦ୍ରଠାରେ ନିଃଶୁକ୍ଲ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସୂଚନା ଯୋଗ୍ୟ ଯେ, ମାସର ପ୍ରତ୍ୟେକ ରବିବାର ଦିନ ଏହି ଶିବିର ଅନୁଷ୍ଠିତ ହୋଇଥାଏ । ଗରିବ ଲୋକ ଓ ବରିଷ୍ଠ ନାଗରିକମାନେ ଏହାର ସୁବିଧା ନେଇଥାନ୍ତି
Read More...

ମ୍ୟୁଜିକ ସର୍କଲରେ ବିଜୟା ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମ୍ୟୁଜିକ ସର୍କଲଠାରେ ବିଜୟା ଉତ୍ସବ ସରକାରୀ ନୀତି ନିୟମ ଅନୁସାରେ ପାଳିତ ହୋଇଯାଇଛି । ଇଂ ପ୍ରତାପ କୁମାର ରାୟଙ୍କ ସଭାପତିତ୍ୱ ଓ ପ୍ରଫେସର ଭବେଶ ଚନ୍ଦ୍ର ସାହୁଙ୍କ ଆବାହକତ୍ବ ତଥା ସଂଯୋଜନାରେ ଆୟୋଜିତ ଏହି
Read More...

ହୃଷିକେଶ ରାୟ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ କ୍ୟାମ୍ପ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ହୃଷିକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତରଫରୁ ବାଗବୁଡି ବସ୍ତିରେ ଚାଲିଥିବା ସପ୍ତାହବ୍ୟାପୀ ଏନ୍‌ଏସ୍‌ଏସ୍‌ (ଜାତୀୟ ସେବା ଶିବିର)କ୍ୟାମ୍ପ ସଂପନ୍ନ ହୋଇଛି । ଅଧ୍ୟକ୍ଷ ପ୍ରଫେସର ଭବେଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ
Read More...

ହମିରପୁର ଉନ୍ନୟନ ପରିଷଦର ବଡଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ତରଫରୁ ଗତକାଲି ବଡଦିନ ଓ ନବବର୍ଷ ପାଳନ କରାଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତଙ୍କ ସଭାପତିତ୍ବ ଓ ନିରଞ୍ଜନ ଦାଶଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଆଇଜିଏଚ୍‌ର ବରିଷ୍ଠ ଡାକ୍ତର ଲକ୍ଷ୍ମୀ ନାରାୟଣ ବିଶ୍ବାଳ ମୁଖ୍ୟ
Read More...

ହୃଷିକେଶ ରାୟ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ କ୍ୟାମ୍ପ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ହୃଷିକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତରଫରୁ ବାଗବୁଡି ବସ୍ତିରେ ଚାଲିଥିବା ସପ୍ତାହବ୍ୟାପୀ ଏନ୍‌ଏସ୍‌ଏସ୍‌ (ଜାତୀୟ ସେବା ଶିବିର)କ୍ୟାମ୍ପ ସଂପନ୍ନ ହୋଇଛି । ଅଧ୍ୟକ୍ଷ ପ୍ରଫେସର ଭବେଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ
Read More...

ରାମକୃଷ୍ଣଙ୍କ ବିୟୋଗରେ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଶାସକରୁ ରାଜନେତା ପାଲଟିଥିବା ବର୍ଷିୟାନ ନେତା, ପୂର୍ବତନ ମନ୍ତ୍ରୀ, ଓଡିଶା ବିଧାନସଭାରେ ବିରୋଧୀ ଦଳର ପୂର୍ବତନ ନେତା, ଗଂଜାମ ମାଟିର ସୁଯୋଗ୍ୟ ସନ୍ତାନ ରାମକୃଷ୍ଣ ପଟ୍ଟନାୟକଙ୍କ ଆଜି ସକାଳେ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଜଣେ
Read More...

ପଲ୍ଲୀକବି ନନ୍ଦକିଶୋର ବଳଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସାହିତ୍ୟ ଖଟି ତରଫରୁ ଇସ୍ପାତ ମାର୍କେଟଠାରେ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ୧୪୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଆବାହକ କବି ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡଃ ସୁମନ ଦତ୍ତ ମୁଖ୍ୟ
Read More...

ଶ୍ରୀଅରବିନ୍ଦ ପାଠଚକ୍ର ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ର ଗୀତାରାଣୀ ବେହେରାଙ୍କ ଆବାହକତ୍ୱରେ ଶ୍ରୀଅରବିନ୍ଦ ପାଠଚକ୍ର ଶୁଭାରମ୍ଭ କରାଯାଇଛି । ବିଶ୍ବନାଥ ଆଇଚଙ୍କ ସଂଯୋଜନାରେ ଆୟୋଜିତ ଏହି ପାଠଚକ୍ରରେ ଶିକ୍ଷାବିତ୍ ଭବେଶ ଚନ୍ଦ୍ର ସାହୁ, ଡାକ୍ତର ପ୍ରଶାନ୍ତ ପାତ୍ର ଓ ଗୋଦାବରୀଶ ପରିହାରୀ
Read More...

‘କନସଲ ଭାବେ ନେପୋଲିୟନ୍‌ଙ୍କ ସଂସ୍କାର ମୂଳକ ପଦକ୍ଷେପ’ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜର ଇତିହାସ ବିଭାଗ ପକ୍ଷରୁ 'କନସଲ ଭାବରେ ନେପୋଲିୟନଙ୍କ ସଂସ୍କାରମୂଳକ ପଦକ୍ଷେପ' ସଂପର୍କରେ ଆଲୋଚନାଚକ୍ର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ବିଭାଗୀୟ ମୁଖ୍ୟ ପ୍ରଫେସର ସୁଜାତା ପ୍ରଧାନଙ୍କ
Read More...

ସ୍କାଉଟ୍ ଆଣ୍ଡ ଗାଇଡ୍‌ର ଜାତୀୟ ସଂହତି ଶିବିରର ଉଦ୍‌ଯାପନୀ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶିକ୍ଷା ଜିଲ୍ଲାର ଭାରତ ସ୍କାଉଟ୍ ଆଣ୍ଡ ଗାଇଡ୍‌ର ଜାତୀୟ ସଂହତି ଶିବିରର ତୃତୀୟ ଦିନ ବା ଉଦ୍‌ଯାପନୀ ଦିବସରେ ଜିଲ୍ଲା ସ୍କାଉଟ୍ କମିଶନର ବ୍ରଜେନ୍ଦ୍ର ଦାଶଙ୍କ ସଭପତିତ୍ୱ ଓ ଜିଲ୍ଲା ସଂପାଦକ ସନ୍ତୋଷ କୁମାର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...