ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ରାଉରକେଲା, (ସସ୍ମିତା ପ୍ରଧାନ) : ବୃହତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ଅଂଶଗ୍ରହଣ କରାଯାଇଥିଲା । ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଗେଟ୍ ନମ୍ବର ୧ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ଶହେରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା ।!-->…
Read More...
Read More...