Browsing Tag

rourakela news

ମ୍ୟୁନିସିପାଲ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଓ ସମର ଶିକ୍ଷାର୍ଥୀବାହିନୀ ଦ୍ଵାରା ନବମ ଆନ୍ତର୍ଜାତିକ ଯୋଗ ଦିବସ ଅଧ୍ୟକ୍ଷ ପରେଶ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଡ଼ଃ ଦିବ୍ୟକାନ୍ତି ବିଲୁଙ୍ଗଙ୍କ ସଂଯୋଜନାରେ…
Read More...

ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘରେ ଆନ୍ତର୍ଜାତିକ ଯୋଗ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଅବସର ଭବନଠାରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଉପସଭାପତି ସୁବାସ ଦାସ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରି ଯୋଗ କିପରି ମଣିଷ…
Read More...

ବାସନ୍ତୀ ପାଠାଗାରର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଠାଗାର ପରିସରରେ ପାଳିତ ହୋଇଯାଇଛି । ଯୋଗଗୁରୁ ତଥା ପାଠାଗାରର ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଗୁରୁ…
Read More...

‘ଜାତୀୟ ସେବା ଯୋଜନା’ ସଂଯୁକ୍ତ ଶାଖା ତରଫରୁ ୯ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ସ୍ଥିତ ରାଉରକେଲା କଲେଜର 'ଜାତୀୟ ସେବା ଯୋଜନା'ର ସଂଯୁକ୍ତ ଶାଖା ତରଫରୁ ପ୍ରୋଗ୍ରାମ ଅଫିସର ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ '୯ମ ଆନ୍ତର୍ଜାତୀୟ ଯୋଗ ଦିବସ' ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର…
Read More...

ନେହେରୁପାଲ୍ଲୀରେ ଲାଗିବ ସୋଲାର ଲାଇଟ ପୋଷ୍ଟ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପାଲ୍ଲୀ, ଆଜାଦବସ୍ତି ଓ ମିଶ୍ର ଖଟାଲ ପାଇଁ ସୋଲାର ଲାଇଟର ବ୍ୟବସ୍ଥା ଆର୍‌ଏସ୍‌ପି ତରଫରୁ କରାଯାଉଛି । ଏହି କ୍ରମରେ ନେହେରୁପାଲ୍ଲୀଠାରେ ଖନନ କାର୍ଯ୍ୟ ଆରମ୍ଭ କରାଯାଇଛି । ଏଥିରେ ଅତିଥି ଭାବେ ସାମ୍ବାଦିକ ତଥା କବି କୁଞ୍ଜବିହାରୀ ରାଉତ…
Read More...

ଶାରଳା ପରିବାର ପକ୍ଷରୁ ରଥଯାତ୍ରା ଅବସରରେ କାନିକା ପ୍ରସାଦ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଵେଚ୍ଛାସେବୀ ସଂଗଠନ ଶାରଳା ପରିବାର ପକ୍ଷରୁ ସେକ୍ଟର -୨୦ ଡି ବ୍ଲକ ଶ୍ରୀ ଶ୍ରୀ ସୋମନାଥ ମନ୍ଦିର ପ୍ରାଙ୍ଗଣରେ ପବିତ୍ର ରଥଯାତ୍ରା ଅବସରରେ ସଂଗଠନର ସାଧାରଣ ସମ୍ପାଦକ ରମେଶ ଚନ୍ଦ୍ର ସେଠୀଙ୍କ ତତ୍ଵାବଧାନରେ ଶାରଳା ପରିବାରର ସମସ୍ତ ସଭ୍ୟ ଓ ସଭ୍ୟାମାନେ…
Read More...

ବିବେକାନନ୍ଦ କେନ୍ଦ୍ର କନ୍ୟା କୁମାରୀ ତରଫରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ବିବେକାନନ୍ଦ କେନ୍ଦ୍ର କନ୍ୟା କୁମାରୀ ତରଫରୁ ଆନ୍ତର୍ଜାତିକ ଯୋଗ ଦିବସ ରେଲୱେ କଲୋନୀ ସ୍ଥିତ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକ ତଥା ଯୋଗଗୁରୁ ରାମକୃଷ୍ଣ ଗୌଡଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନ ଓ…
Read More...

ହମିରପୁରରେ ଜନ ଶୁଣାଣି କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ବାସିନ୍ଦାମାନେ ଆର୍‌ଏସ୍‌ପି, ମ୍ୟୁନିସିପାଲଟି ବା ପଞ୍ଚାୟତରେ ସାମିଲ ହୋଇନଥିବା ଯୋଗୁଁ କୌଣସି ମୌଳିକ ସୁବିଧା ପାଇବାରୁ ବଂଚିତ ହେଉଥିଲେ । ଏହାକୁ ନେଇ ଅଂଚଳବାସୀଙ୍କ ମନରେ ଦୀର୍ଘ ଦିନ ଧରି ଅସନ୍ତୋଷ ଲାଗି ରହିଥିଲା । ବାରମ୍ବାର ଦାବୀ ଫଳରେ…
Read More...

ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଆସନ୍ତା ୨୩ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସମର୍ପଣ ଆସନ୍ତା ୨୩ରେ ୫୦ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କରିବ ବୋଲି ସରୋବରଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସମର୍ପଣ ରସଭାପତି ଝୁନୁ ନାୟକ ଏ ସଂପର୍କରେ ସୂଚନା ପ୍ରଦାନ କରି କହିଲେ ଯେ, ଆସନ୍ତା…
Read More...

ଭାରତ ବିକାଶ ପରିଷଦ ଶାଖା ତରଫରୁ ରଜ ମହୋତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ବିକାଶ ପରିଷଦ ବାରବାଟି ଶାଖା ତରଫରୁ ଲିଙ୍କ୍ ଚକ୍ଷୁ ଚିକିତ୍ସାଳୟ ଏବଂ ଗବେଷଣା ପ୍ରତିଷ୍ଠାନ, ଲିଙ୍କ୍ ରୋଡ଼ କଟକର ସଭାଗୃହରେ ରଜ ମହୋତ୍ସବ ପାଳିତ ହୋଇଯାଇଅଛି । ଉକ୍ତ ଚକ୍ଷୁ ଚିକିତ୍ସାଳୟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ରୋଟାରିୟାନ ଆଲୋକ…
Read More...