୧୧୫ତମ ସାମୁହିକ ଜନ୍ମ ଦିବସ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ୧୧୫ତମ ସାମୁହିକ ଜନ୍ମ ଦିବସ ସେକ୍ଟର ୮ ସ୍ଥିତ ଆଶାର ଆଲୋକ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷାର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵ, ସଭାପତି କଳ୍ପନା ଶତପଥୀଙ୍କ ସଭାପତିତ୍ୱ ଓ ସମ୍ପାଦିକା!-->…
Read More...
Read More...