Browsing Tag

rourakela news

ଉତ୍କଳ ସାଂସ୍କୃତିକ ପରିଷଦର ବୋଇତବନ୍ଦାଣ ପାଇଁ ପ୍ରସ୍ତୁତ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦର ଆନୁକୂଲ୍ୟରେ ୩୧ତମ ବୋଇତବନ୍ଦାଣ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସେକ୍ଟର ୨ କମ୍ୟୁନିଟି ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ କରୋନାକୁ ଦୃଷ୍ଟିରେ ରଖି ବୋଇତବନ୍ଦାଣ ଉତ୍ସବକୁ ପ୍ରତିକାତ୍ମକ ଭାବେ ଓ ନିରାଡମ୍ବର ରୂପେ
Read More...

‘ଦୀପାବଳିର ଦୀପଟିଏ ସହିଦଙ୍କ ପାଇଁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହାପି ମୋମେନ୍ଟସ୍ ଇଣ୍ଡିଆ ଓ ସେକ୍ଟର ୧୬ ଡିଏଭି ପବ୍ଲିକ୍ ସ୍କୁଲର ମିଳିତ ଆନୁକୂଲ୍ୟରେ 'ଦୀପାବଳିର ଦୀପଟିଏ ସହିଦଙ୍କ ପାଇଁ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଯଶବିନ୍ଦର କୌରଙ୍କ ଅଧ୍ୟକ୍ଷତା ଓ ହାପି ମୋମେନ୍ଟସ୍ ଇଣ୍ଡିଆର
Read More...

ସାଂପ୍ରତିକ ସ୍ଥିତିରେ ଆଇନ ଶିକ୍ଷାର ଉପାଦେୟତା ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟରେ ଚାଲିଥିବା ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ରରେ ଦ୍ୱିତୀୟ ଦିନରେ ସାଂପ୍ରତିକ ସ୍ଥିତିରେ ଆଇନ ଶିକ୍ଷାର ଉପାଦେୟତା ଉପରେ ଆଲୋଚନା ଅନୁଷ୍ଠିତ ହୋଇଥିଲା । ଅଧ୍ୟାପିକା ପ୍ରଜ୍ଞା ପରମିତା ପଣ୍ଡାଙ୍କ ସଂଯୋଜନା ଓ ଆଇନ
Read More...

ଭଗବତୀ ଚରଣ ପାଣିଗ୍ରାହୀ ଓ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ସ୍ମୃତିସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ କଲଚରାଲ ଏକାଡେମୀଠାରେ ପ୍ରଗତିବାଦୀ ଚିନ୍ତାଧାରାର ପ୍ରବକ୍ତା ତଥା କର୍ଣ୍ଣଧାର ଭଗବତୀ ଚରଣ ପାଣିଗ୍ରାହୀ ଓ ସାମ୍ୟବାଦୀ ଚିନ୍ତନର ଜଣେ ଆଗଧାଡିର ସ୍ରଷ୍ଟା କୃଷ୍ଣଚନ୍ଦ୍ର ମିଶ୍ରଙ୍କ
Read More...

ଛେଣ୍ଡ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ ଭଞ୍ଜ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଲୋନୀରେ ସକ୍ରିୟ ଥିବା ୧୬ଟି ସାସ୍କୃତିକ-ସାମାଜିକ ଅନୁଷ୍ଠାନକୁ ନେଇ ଗଠିତ ଛେଣ୍ଡ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜୟନ୍ତୀ ଗୋପବଂଧୁ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ମହାସମାରୋହରେ ପାଳିତ ହୋଇଯାଇଛି । ଡଃ ଗିରିଜା
Read More...

ରାଉରକେଲା ଆଇନ ମହାବିଦ୍ୟାଳୟର ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ଆରମ୍ଭ

ପରିବେଶ ସୁରକ୍ଷାରେ ବିଚାର ବିଭାଗର ଭୂମିକା ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ତରଫରୁ ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଜି ପ୍ରଥମ ଦିବସରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ
Read More...

ପତାଞ୍ଜଳି ପ୍ରଶିକ୍ଷଣ କେନ୍ଦ୍ରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ପାଠାଗାରସ୍ଥିତ ପତାଞ୍ଜଳି ଯୋଗ ପ୍ରଶିକ୍ଷଣ କେନ୍ଦ୍ରର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ.ରାଓଙ୍କ ସଭପତିତ୍ୱ, ଯୋଗଗୁରୁ ତଥା ପାଠାଗାରର ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ମଂଚ ସଂଯୋଜନାରେ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ସଫେଇ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱଚ୍ଛତା ଓ ପରିବେଶକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ଅନୁଷ୍ଠାନ ତରଫରୁ ସେକ୍ଟର ୨୦ ବୈକୁଣ୍ଠ ଘାଟ ପରିସରକୁ ପରିଷ୍କାର କରାଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଦେବେନ୍ଦ୍ର ସେଠୀ ଓ ସାଧାରଣ ସଂପାଦକ ପ୍ରଦୀପ କୁମାର
Read More...

ସ୍ୱରବ୍ରହ୍ମର ତୃତୀୟ ସଂଗୀତ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱରବ୍ରହ୍ମ ମ୍ୟୁଜିକ ଏକାଡେମୀ ତରଫରୁ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠାନର ତୃତୀୟ ସଂଗୀତ ସନ୍ଧ୍ୟାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁ ନରସିଂହ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆୟୋଜିତ ଏହି
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ନିଜସ୍ୱ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ.ରାଓଙ୍କ ସଭପତିତ୍ୱ ଓ ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର
Read More...