Browsing Tag

rourakela news

ଚିନ୍ମୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଫର୍ଟିଲାଇଜର ସ୍ଥିତ ଚିନ୍ମୟ ପବ୍ଲିକ ସ୍କୁଲର ୨୪ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସିଂ ଙ୍କ ଅଧ୍ୟକ୍ଷତା ଓ ଶିକ୍ଷୟିତ୍ରୀ ସଂଯୁକ୍ତା ତନ୍ତୀଙ୍କ ସଂଯୋଜନାରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ
Read More...

ସାମ୍ପ୍ରତିକ ଓଡ଼ିଆ ଗଳ୍ପର ଆବେଦନ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ପାଠାଗାର ଓ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ବିର୍ସାମୁଣ୍ଡା ନଗର ଶାଖା, ରାଉରକେଲାର ମିଳିତ ଆନୁକୂଲ୍ୟରେ ଆୟୋଜିତ ମାସିକ ସାହିତ୍ୟ ଆସର ଓ ଆଲୋଚ୍ୟ ବିଷୟ 'ସାଂପ୍ରତିକ ଓଡ଼ିଆ ଗଳ୍ପର ଆବେଦନ' ସମ୍ପର୍କରେ ଆଲୋଚନାଚକ୍ର ପାଠାଗାର ପରିସରରେ ଅନୁଷ୍ଠିତ
Read More...

ଶ୍ରମଶକ୍ତି ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ : ୩୫ ୟୁନିଟ୍ ରକ୍ତ ସଂଗ୍ରହ

ରାଉରକେଲା, (ସସ୍ମିତା ପ୍ରଧାନ) : ବୀରମିତ୍ରପୁର ଶ୍ରମଶକ୍ତି ମହାବିଦ୍ୟାଳୟର ରେଡକ୍ରସ ଶାଖା ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପିକା ସୁପ୍ରଭା ଧଳଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଇଣ୍ଡୋ ଇଂଲିଶ ସ୍କୁଲର ବିଜ୍ଞାନ ମେଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ରା ଡାହାର ରୋଡ ସ୍ଥିତ ଇଣ୍ଡୋ ଇଂଲିଶ ସ୍କୁଲ ଠାରେ ବାର୍ଷିକ ବିଜ୍ଞାନ ମେଳା କଳ୍ପନା ଚାୱଲା ମାଇନ୍ସ କ୍ଲବ ଦ୍ଵାରା ଡିସକଭରୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରାକ୍ତନ ଅଧ୍ୟକ୍ଷା ମଞ୍ଜୁ ମୁଖାର୍ଜୀ, ଅଧ୍ୟକ୍ଷ ଡ. କେ. ବିଶ୍ୱନାଥ ଓ ସମ୍ପାଦକ
Read More...

ରାଉରକେଲାରେ ‘ଶ୍ରୀ ସତ୍ୟସାଇ ରନ୍ ଆଣ୍ଡ୍ ରାଇଡ୍’ର ଭବ୍ୟ ଆୟୋଜନ

-​ ୨୮୦୦ ପ୍ରତିଯୋଗୀଙ୍କ ମଧ୍ୟରେ ଦେଖାଦେଲା ପ୍ରବଳ ଉତ୍ସାହ ଓଉଦ୍ଦୀପନା ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତାବ୍ଦୀ ଅବସରରେ 'ଫିଟ୍ ଇଣ୍ଡିଆ ମୁଭମେଣ୍ଟ'ବିଧାୟକ ଦୁର୍ଗା ତାନ୍ତୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପତାକା ହଲାଇ ଶୁଭାରମ୍ଭ ରାଉରକେଲା, (ସସ୍ମିତା ପ୍ରଧାନ):
Read More...

ସର୍ବ ଭାରତୀୟ ବହୁଭାଷୀ ନାଟକ ମହୋତ୍ସବର ଦ୍ୱିତୀୟ ସଂଧ୍ୟା, ମନ ମୋହିଲା “କୁହୁଡି “

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ପନ୍ଦନ, ରାଉରକେଲା ଆୟୋଜିତ ୩୬ତମ ସର୍ବ ଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ମହୋତ୍ସବର ଦ୍ୱିତୀୟ ସଂଧ୍ୟାରେ ଭୁବନେଶ୍ୱରସ୍ଥିତ ବିଦ୍ୟାକନକ ସୃଜନାନୁଷ୍ଠାନ ମଂଚସ୍ଥ କରିଥିଲା ଓଡିଆ ନାଟକ "କୁହୁଡି" । ସାଂପ୍ରତିକ ସମାଜର ସମସ୍ୟାକୁ ସୁନ୍ଦର ଭାବରେ ଉପସ୍ଥାପିତ
Read More...

ଦ୍ୱିତୀୟ ବାର୍ଷିକ ତ୍ରୀଦିବସୀୟ ପୋଲିସ୍ କ୍ରୀଡା ମହୋତ୍ସବ୨୦୨୫ ରାଉରକେଲା ରିଜର୍ଭ ପୋଲିସ୍ ପଡିଆରେ ଉଦଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଉରକେଲା ରିଜର୍ଭ ପୋଲିସ୍ ପଡିଆରେ ଚାଲିଥିବା ତ୍ରୀଦିବସୀୟ ପୋଲିସ୍ କ୍ରୀଡା ମହୋତ୍ସବ-୨୦୨୫ ଉଦଯାପିତ ହୋଇଯାଇଛି । ଦୁଇଟି ବୟସ ବର୍ଗରେ ଆୟୋଜିତ ତ୍ରୀଦିବସୀୟ କ୍ରୀଡା ମହୋତ୍ସବକୁ ଆଜି ଉଦଯାପିତ କରିଥିଲେ ମୁଖ୍ୟ ଅତିଥି ପଶ୍ଚିମାଞ୍ଚଳ ଆରକ୍ଷୀ
Read More...

ଡିଏଭି ସ୍କୁଲରେ ବିଜ୍ଞାନ ଓ କଳା ପ୍ରଦର୍ଶନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସେକ୍ଟର ୧୬ ସ୍ଥିତ ଡ଼ିଏଭି ସ୍କୁଲ ରେ ଆୟୋଜିତ ଚିତ୍ରକଳା କ୍ରାପ୍ଟ, ସମାଜ ବିଜ୍ଞାନ, ବିଜ୍ଞାନ, ସାହିତ୍ୟ ଓ ଗଣିତ ପ୍ରଦର୍ଶନୀକୁ ବିଶିଷ୍ଟ ଚିତ୍ରାଶିଳ୍ପୀ ତଥା ସାନ୍ତାଳୀ ଭାଷା ସାହିତ୍ୟ ଗବେଷକ ରମେଶଚନ୍ଦ୍ର ପାତ୍ର ଦୀପ ପ୍ରଜ୍ୱଳନ କରି ଉଦଘାଟନ
Read More...

ଅବୈଧ ନକଲି ଲଟେରୀର ପର୍ଦ୍ଦାଫାସ : ରାଉରକେଲା ପୋଲିସ୍ ଦ୍ୱାରା ୪ ଅଭିଯୁକ୍ତ ଗିରଫ ସହ ୨୫,୩୭,୨୬୦ ଟଙ୍କା ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅବୈଧ ଲଟେରୀ କାର୍ଯ୍ୟ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ରାଉରକେଲା ପୋଲିସ ଆଜି ଡିସେମ୍ବର ୨୦ ତାରିଖରେ ରାଉରକେଲା ସହର ସୀମା ମଧ୍ୟରେ କାର୍ଯ୍ୟ କରୁଥିବା ଏକ ନକଲି ଲଟେରୀ ରାକେଟର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଥିବା ୪ ଜଣ
Read More...

୪୨ ତମ ଶିଶୁ ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ,(ଓଷ୍ଟା) ରାଉରକେଲା ସିଟି ଜୋନ ତରଫରୁ ୪୨ତମ ଶିଶୁ ମହୋତ୍ସବ ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ସଭାପତି ତଥା ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ନାୟକଙ୍କ ସଭାପତିତ୍ୱ ଓ
Read More...