Browsing Tag

rourakela news

ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାରର ସତସଙ୍ଗ ଦକ୍ଷିଣ ରାଉରକେଲାରେ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦକ୍ଷିଣ ରାଉରକେଲାର ସେକ୍ଟର-୨୨ର ପରିସରରେ ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ସମିତିର ସତସଙ୍ଗ ରାଜ୍ୟ ସହ ପ୍ରଭାରୀ ଅକ୍ରୁର ମାର୍ଥାଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶ୍ରୀ ମାର୍ଥା ଆନୁଷ୍ଠାନିକ ଭାବେ ଦୀପ ପ୍ରଜ୍ୱଳନ କରି…
Read More...

ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଡ୍ଗ ଭବନଠାରେ ରାଉରକେଲା ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅନ୍ତର୍ଯ୍ୟାମୀ ସାହୁଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ମଧୁସୂଦନ ବଳଙ୍କ…
Read More...

ଆସନ୍ତା ୩ରେ ରାଉରକେଲା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମାର୍ଚ୍ଚ ୩ ତାରିଖ ଦିନ ସଂଧ୍ୟା ବେଳେ ସେକ୍ଟର ୧୭ ପଡିଆଠାରେ ଅଷ୍ଟମ ରାଉରକେଲା ଦିବସ ପାଳନ କରାଯିବ ବୋଲି ଜଣାପଡ଼ିଛି । ଏନେଇ ସେକ୍ଟର ୪ ସ୍ଥିତ ପୂର୍ତ୍ତ ବିଭାଗର ଡାକବଙ୍ଗଳାଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବଣାଇର ସାମ୍ବାଦିକ ତପନ ମଲ୍ଲିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ଅନଲାଇନ ମାଧ୍ୟମରେ ଦିଆଯାଇଥିବା ସହାୟତା ରାଶିର ପ୍ରମାଣ ପତ୍ରକୁ ଆଜି ସୁନ୍ଦରଗଡ…
Read More...

ରାଉରକେଲା ମହାବିଦ୍ୟାଳୟରେ ‘ବର୍ଜ୍ୟବସ୍ତୁ ପ୍ରବନ୍ଧନ ପ୍ରଶିକ୍ଷଣ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ, ପାନୀୟ ଓ ସ୍ୱଚ୍ଛତା ବିଭାଗ ତରଫରୁ ଏବଂ ଅଧ୍ୟାପକ ଅଜିତ ବେକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ 'ବର୍ଜ୍ୟବସ୍ତୁ ପ୍ରବନ୍ଧନ' ଉପରେ ଏକ 'ପ୍ରଶିକ୍ଷଣ ଓ ଜାଗରୁକତା କର୍ମଶାଳା' ଅନୁଷ୍ଠିତ ହୋଇଯାଇଛି ।…
Read More...

‘ପରିଚୟ’ ଅନୁଷ୍ଠାନ ତରଫରୁ ଯୁବ କଳାକାର ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୭ ମଧୁମଣ୍ଡପ ଠାରେ 'ପରିଚୟ' ଅନୁଷ୍ଠାନ ତରଫରୁ ଏକ ଯୁବ କଳାକାର ସମାବେଶ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ପଞ୍ଚାନନ ପାତ୍ରଙ୍କ ଆବାହକତ୍ୱ ଓ ନାଟ୍ୟ ନିର୍ଦ୍ଦେଶକ ଡ. ସମର ମୁଦାଲିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ବିଶ୍ୱ ମାତୃଭାଷା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ପ୍ରାୟ ସାହିତ୍ୟାନୁଷ୍ଠାନଗୁଡିକ ଆମ୍ବାଗାନ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିଠାରେ ମିଳିତ ହୋଇ ବିଶ୍ୱ ମାତୃଭାଷା ଦିବସ ପାଳନ କରିଥିଲେ । ଏହି ଅବସରରେ ବକ୍ତାମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ, ମାତୃଭାଷା…
Read More...

ହମିରପୁରରେ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀଠାରେ ଶ୍ରୀ ଶ୍ରୀ ହନୁମାନଜୀଙ୍କ ବିଗ୍ରହ ପ୍ରତିଷ୍ଠା ଅନୁଷ୍ଠିତ ହୋଇଅଛି । ଏହି ଉତ୍ସବରେ ସର୍ବଶ୍ରୀ ଉପେନ୍ଦ୍ର ନନ୍ଦ, ନିଗମାନନ୍ଦ ପଣ୍ଡା, ମୀନକେତନ ମିଶ୍ର ଓ ହାଡିବଂଧୁ ମିଶ୍ର ପ୍ରମୁଖ ପୂଜକ ଭାବେ ଓ କର୍ତ୍ତା ଭାବେ ନିରଞ୍ଜନ…
Read More...

ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହେଲା ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ମେଳା ଆରମ୍ଭ ହୋଇଯାଇଛି । ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ୍‌ ରାଜିନ ଏକ୍କା ଓ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ମେଳା ପଡ଼ିଆରେ ଉପସ୍ଥିତ ରହି ବେଦବ୍ୟାସ ମେଳା ଓ…
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ୱ ଓ ଉପସଭାପତି ଡ.…
Read More...