Browsing Tag

rourakela news

ରୋଟାରୀ କ୍ଲବ ଅଫ୍ ଭାଇବ୍ରାଣ୍ଟର ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ଭାଇବ୍ରାଣ୍ଟ ତରଫରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଇଛି । କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ହାଇଟେକ୍ ମେଡିକାଲ୍ କଲେଜର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର ବେଦବ୍ୟାସ ସ୍ଥିତ ଗୁରୁକୁଳ ଆଶ୍ରମରେ ଅନୁଷ୍ଠିତ…
Read More...

ରାଉରକେଲା ଗୁରୁଦ୍ୱାର ରୋଡ୍ ୱାର୍ଡ ନମ୍ବର ୨୫ରେ ପ୍ରାୟ ୫୦ ଘରେ ପାଣି ଜମିଛି

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ମାର୍ଟ ସିଟି ରାଉରକେଲା ସହରର ଥିବା ୨୫ ନମ୍ବର ୱାର୍ଡ ଗୁରୁଦ୍ଵାର ରୋଡରେ ପ୍ରାୟ ୫୦ ଘରେ ବର୍ଷା ପାଣି ଜମି ରହିଥିବା ଅଭିଯୋଗ ହୋଇଛି । ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି)ର ଡ୍ରେନ୍ ପୁନଃ ନିର୍ମାଣ ସମୟରେ ବଡ ବଡ଼ ଡ୍ରେନଗୁଡିକୁ ସଂକୁଚିତ…
Read More...

ଅଟଳ ସ୍ୱଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନାର ସ୍ୱାସ୍ଥ୍ୟ ବିଭାଗ ଓ ସେକ୍ଟର ୨୦ ନେହେରୁପାଲି ସ୍ଥିତ ଏକତା କ୍ଲଷ୍ଟର ମହିଳା ମହାସଂଘର ସହଭାଗିତାରେ ଅଟଳ ସ୍ୱଚ୍ଛତା ଅଭିଯାନ ଗୃପ ମାଧ୍ୟମରେ ନେହେରୁପାଲି ଓ ମିଶ୍ରଖଟାଲ ଠାରେ ସ୍ୱଚ୍ଛତା କାର୍ଯ୍ୟକ୍ରମ କରାଯାଇଥିଲା ।…
Read More...

ସୁନାଫୁଲ ପକ୍ଷରୁ କ୍ରାନ୍ତି ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନାଫୁଲ ସାହିତ୍ୟ ସଂସଦ ପକ୍ଷରୁ କଳିଙ୍ଗବିହାର ଟିସ୍କୋ କଲୋନୀସ୍ଥିତ ସୁନାଫୁଲ ସାହିତ୍ୟ ସଂସଦ ଗୃହ ପରିସରରେ କ୍ରାନ୍ତି ଦିବସ ପାଳନ ଓ କାର୍ଯ୍ୟକାରିଣୀ ବୈଠକ ସଂସଦର ସଭାପତି ମହେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସମ୍ପାଦକ…
Read More...

ସୁର ତରଙ୍ଗର ମାସିକ ସଙ୍ଗୀତ କାର୍ଯ୍ୟକ୍ରମ

ଚଳଚ୍ଚିତ୍ର ଅଭିନେତା ରାଜେଶ୍ ଖାନ୍ନାଙ୍କୁ ସମର୍ପିତ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଜଣାଶୁଣା ସାମାଜିକ ସଂସ୍ଥା ସେୟାର ୱିଙ୍ଗ ସୁର ତରଙ୍ଗ ପକ୍ଷରୁ ମାସିକ ସଙ୍ଗୀତ କାର୍ଯ୍ୟକ୍ରମ ରାଜେଶ୍ ଖାନ୍ନା ସ୍ପେସିଆଲ ସରୋବର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓଡ଼ିଆ…
Read More...

ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ମେହେର ଜୟନ୍ତୀ ପାଳିତ

ଗଙ୍ଗାଧର ମେହେରଙ୍କ ସାହିତ୍ୟର ପଟ୍ଟାନ୍ତର ନାହିଁ ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେକ୍ଟର ସାତ ସ୍ଥିତ କାର୍ଯ୍ୟାଳୟ ଠାରେ ୧୬୫ତମ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସଭାପତି…
Read More...

ଡିଏଭି ସ୍କୁଲରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗରସ୍ଥିତ ଡିଏଭି ପବ୍ଲିକ ସ୍କୁଲ ପ୍ରାଙ୍ଗଣରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କର ୧୬୫ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ବିଦ୍ୟାଳୟର ସହ ସଂଯୋଜକ ବିଜୟ କୁମାର ମିଶ୍ର ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ପ୍ରାରମ୍ଭ କରିଥିଲେ ତଥା ସ୍ଵଭାବ…
Read More...

ସ୍ଵଭାବକବି ଗଙ୍ଗାଧର ମେହେରଙ୍କୁ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ, ରାଉରକେଲା ଆନୁକୂଲ୍ୟରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ସ୍ଵଭାବକବି ଗଙ୍ଗାଧର ମେହେରଙ୍କୁ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ସଭା ସେକ୍ଟର-୧୪ସ୍ଥିତ କମ୍ୟୁନିଟି ସେଣ୍ଟର ସମ୍ମୁଖରେ ଥିବା ସ୍ଵଭାବକବି…
Read More...

ରାଉରକେଲା ଆଦିବାସୀ ସଂଗ୍ରହାଳୟ : ଓଡ଼ିଶାର ସମୃଦ୍ଧ ଆଦିବାସୀ ଐତିହ୍ୟର ଏକ ଅନନ୍ୟ ପ୍ରବେଶ ପଥ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଆଦିବାସୀ ସଂଗ୍ରହାଳୟ ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ପରମ୍ପରା ଏବଂ ଜୀବନଶୈଳୀକୁ ପ୍ରଦର୍ଶିତ କରୁଥିବା ଏକ ଅନନ୍ୟ ଗନ୍ତବ୍ୟସ୍ଥଳ ଭାବରେ ଠିଆ ହୋଇଛି । ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏହି…
Read More...

ଭାରତୀୟ ଆଇନଜୀବୀ ସଂଘ ପକ୍ଷରୁ ଆଇନର ଶାସନ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ନ୍ୟାୟ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ହ୍ରାସ ପାଉଛି, ରାଉରକେଲାରେ ଆଇ.ଏ.ଏଲ୍ ପକ୍ଷରୁ ମାନସ ମନ୍ଥନ ଅଧିବେଶନ ରାଉରକେଲା, (ସସ୍ମିତା ପ୍ରଧାନ) : ଦେଶର ନ୍ୟାୟ ବ୍ୟବସ୍ଥା ଏବଂ ଆଇନର ଶାସନ ଉପରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ରାଉରକେଲାର ସେକ୍ଟର ୨୧ ସ୍ଥିତ ରାଉରକେଲା ଆଇନ…
Read More...