୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଂଟନ
ରାଉରକେଲା, (କେପିଏନ୍ଏସ୍) : ୭୭ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମାଜସେବୀ ପ୍ରସନ୍ନ କୁମାର ତ୍ରିପାଠୀ ଓ ବିପିନ ବିହାରୀ ପଟ୍ଟନାୟକଙ୍କ ତତ୍ୱାବଧାନରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଂଟନ କରାଯାଇଛି । ଆଜି ଜାତୀୟ ଦିବସ ପାଳନ କିମଟିର ଅଧ୍ୟକ୍ଷ ତଥା!-->…
Read More...
Read More...