Browsing Tag

rourakela news

ବିବିଧତା, ସମାନତା ଓ ସମାବେଶ ଆଧାରିତ ଆଲୋଚନାଚକ୍ର ଆସନ୍ତା ୧୮ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ବିବିଧତା, ସମାନତା ଓ ସମାବେଶ ଆଧାରିତ ଆଲୋଚନାଚକ୍ର ଆସନ୍ତା ୧୮ ତାରିଖ ଦିନ ରାଧିକା ରିଜେନ୍ସି ଠାରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ଅନୁଯାୟୀ…
Read More...

ସର୍ବ ଭାରତୀୟ ନୃତ୍ୟ ପ୍ରତିଯୋଗିତାରେ ପ୍ରଥମ ବିଜେତା ହେଲେ ବିକ୍ରମ ଡ୍ୟାନ୍ସ ସ୍କୁଲର ଛାତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଝାରସୁଗୁଡା ଠାରେ ଆୟୋଜିତ ସର୍ବ ଭାରତୀୟ ପିଡିଏସ୍ ନୃତ୍ୟ ପ୍ରତିଯୋଗିତା ୨୦୨୨ର କନିଷ୍ଠ ବିଭାଗରେ ରାଉରକେଲାର କ୍ୟୁଟ୍ ଡେଭିଲ୍ସ ଗୃପ ବିଜେତା ହୋଇ ରାଉରକେଲା ପ୍ରତି ଗର୍ବ ଆଣିଛନ୍ତି । ସୂଚନାଯୋଗ୍ୟ ଯେ, ସମୀର ଅଲ୍ଲୀଙ୍କ ଦ୍ୱାରା ଆୟୋଜିତ ଏହି ସର୍ବଭାରତୀୟ…
Read More...

ରାଉରକେଲା ବିକାଶ ମଞ୍ଚର ଉଦବେଗ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଗତ ଦୁଇ ବର୍ଷ ତଳେ ହକି ବିଶ୍ୱକପ ଭୁବନେଶ୍ୱର ଓ ରାଉରକେଲାରେ ହେବ ବୋଲି ସ୍ଥିର ହୋଇଥିଲା । ସେଥିପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆୟୋଜନ ଜୋର ସୋରରେ ଚାଲିଥିବା ବେଳେ ଅନ୍ୟତମ ସ୍ମାର୍ଟ ସହର ରାଉରକେଲାରେ ତାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ।…
Read More...

ରଶ୍ମି ପ୍ରକାଶନୀ ତରଫରୁ ରଶ୍ମିପ୍ରଭା ପୁସ୍ତକ ଲୋକାର୍ପଣ ଉତ୍ସବ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରଶ୍ମି ପ୍ରକାଶନୀ ତରଫରୁ ତ୍ରୈମାସିକ ପତ୍ରିକା ରଶ୍ମିପ୍ରଭା ପୁସ୍ତକ ଲୋକାର୍ପଣ ଉତ୍ସବ ଓ ଆଲୋଚନାଚକ୍ର ଗୋପବନ୍ଧୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦନା ମଣ୍ଡଳୀର ବରିଷ୍ଠ ସଦସ୍ୟ ଶିକ୍ଷାବିତ୍‌ ରାଧାକାନ୍ତ ମହାରଣାଙ୍କ ସଭାପତିତ୍ୱ…
Read More...

ଧାମରା ସଂଘ ପକ୍ଷରୁ କାନ୍ତକବିଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଛେଣ୍ଡ୍‌ କଲୋନୀରେ ଥିବା ଧାମରା ସଂଘ ପକ୍ଷରୁ କାନ୍ତକବିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସଂଘର ସଭାପତି ପ୍ରଶାନ୍ତ ବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୫ତମ ଜୟନ୍ତୀ ପାଳିତ…
Read More...

ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ୧୭ତମ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ : ସାରଦା ରାଉରକେଲା, (ସସ୍ମିତା ପ୍ରଧାନ) : ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ । ସାମ୍ବାଦିକତା ଓ ସମ୍ବାଦପତ୍ର ନିରପେକ୍ଷ ହେଲେ ସୁସ୍ଥ ସମାଜ ଗଠନ ହୋଇ ପାରିବ ବୋଲି ଅତିଥିମାନେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର…
Read More...

ସ୍କୁଲ କୋଠରୀରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍କୁଲ କୋଠରୀରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ । ସ୍କୁଲ ମାଲିକଙ୍କ ସମେତ ମଦ ମାଫିଆ ଗିରଫ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକ ସ୍ଥିତ ଫୁଲଝରରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଏକ ଘରୋଇ ସ୍କୁଲ କୋଠାରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ…
Read More...

୧୨ ଜଣ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ : ୧୬ ଲକ୍ଷ ଟଙ୍କା ଓ ମୋବାଇଲ୍‌ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ରୋଡ଼ରେ ଥିବା ହୋଟେଲ ରାଉରକଲୋ ପେଲେସ୍‌ରେ ଶନିବାର ସଂଧ୍ୟାରେ ରଘୁନାଥପାଲୀ ଥାନା ପୁଲିସ୍‌ ଚଢାଉ କରି ୧୨ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି । ହୋଟେଲରେ ଜୁଆ ଖେଳ ଚଲାଉଥିବା ମାଷ୍ଟରମାଇଣ୍ଡ ତଥା ହୋଟେଲର ଜଣେ କର୍ମଚାରୀଙ୍କୁ ମଧ୍ୟ ପୁଲିସ୍‌ ଗିରଫ କରିଛି…
Read More...

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର- ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷା ନିକେତନର ପ୍ରଧାନ ଶିକ୍ଷୟିତ୍ରୀ…
Read More...

ମହାମହର୍ଷି ବ୍ୟାସଦେବଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ସ୍ୱାଗତ କଲା ସଚେତନ ନାଗରିକ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ୟାସକ୍ଷେତ୍ର ତଥା ମିନି ତ୍ରିବେଣୀ ସଂଗମ ପାଇଁ ପ୍ରସିଦ୍ଧି ଲାଭ କରିଥିବା ବେଦବ୍ୟାସ ଖାଲି ଇସ୍ପାତନଗରୀ ରାଉରକେଲା କାହିଁକି ସମଗ୍ର ରାଜ୍ୟ ତଥା ଦେଶରେ ଏକ ସୁପରିଚିତ ନାମ । ଶିବରାତ୍ରି ମେଳା ପାଇଁ ବେଦବ୍ୟାସ ପ୍ରସିଦ୍ଧ । ଓଡିଶା ସମେତ ଛତିଶଗଡ,…
Read More...