Browsing Tag

rourakela news

କନକ ମଞ୍ଜରୀ ଇନଷ୍ଟିଚ୍ୟୁଟ ଅଫ ଫାର୍ମାସିଷ୍ଟକାଲ ସାଇନ୍ସର ୧୯୮୮ ମସିହା ବ୍ୟାଚ୍‌ର ବନ୍ଧୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଛେଣ୍ଡ ସ୍ଥିତ କନକ ମଞ୍ଜରୀ ଇନଷ୍ଟିଚ୍ୟୁଟ ଅଫ ଫାର୍ମାସିଷ୍ଟକାଲ ସାଇନ୍ସର ୧୯୮୮ ମସିହା ବ୍ୟାଚ୍‌ର ବନ୍ଧୁ ମିଳନ ଆଲମୁନି ମିଟ୍‌ ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମକୁ ଇନଷ୍ଟିଚ୍ୟୁଟର ଅଧ୍ୟକ୍ଷ ଡ଼. ବିଶ୍ୱ ରଞ୍ଜନ…
Read More...

ପରିଚୟ ଓ ଜନନାଟ୍ୟ ମଂଚର ମିଳିତ ଆନୁକୂଲ୍ୟରେ ଜଗନ ମୋହନ ଲାଲାଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀର ନାଟ୍ୟାନୁଷ୍ଠାନ ପରିଚୟ ଓ ଜନନାଟ୍ୟ ମଂଚର ମିଳିତ ଆନୁକୂଲ୍ୟରେ ପ୍ରଥମ ଓଡିଆ ନାଟକର ସ୍ରଷ୍ଟା ନାଟ୍ୟକାର ଜଗନ ମୋହନ ଲାଲା ଜୟନ୍ତୀ ସେକ୍ଟର ୫ ସ୍ଥିତ କଲଚରାଲ ଏକାଡ଼େମୀ ଠାରେ ପାଳିତ ହୋଇଯାଇଛି । ପଞ୍ଚାନନ ମହାପାତ୍ରଙ୍କ ସଭାପତିତ୍ୱ ତଥା…
Read More...

ଡାକ୍ତର ମହେଶ୍ଵର ସିଂହଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଓ ସ୍ମୃତିସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଜଣାଶୁଣା ଡାକ୍ତର ମହେଶ୍ଵର ସିଂହଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଓ ସ୍ମୃତିସଭା ବାସନ୍ତୀ କଲୋନୀ ସ୍ଥିତ କନ୍ୟକା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇର ପ୍ରାକ୍ତନ ବିଧାୟକ ରାଧାକାନ୍ତ ସେଠୀଙ୍କ ସଭାପତିତ୍ୱ ଓ ଅନିଲ କୁମାର ଦାଶଙ୍କ…
Read More...

ସନରାଇଜର୍ସ କପ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୫ ସ୍ଥିତ ଅଗ୍ରଣୀ କ୍ରୀଡା ଅନୁଷ୍ଠାନ ରାଉରକେଲା ସନରାଇଜର୍ସ କ୍ଲବ ଓ ଉମିଦ୍ ଫାଉଣ୍ଡେସନ ଆନୁକୂଲ୍ୟରେ ପ୍ରଥମ ସନରାଇଜର୍ସ କପ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ ସେକ୍ଟର ୧୭ ସ୍ଥିତ ଟାଟା ପଡିଆ ଠାରେ ଉଦ୍‌ଘାଟନ ହୋଇଯାଇଛି ।…
Read More...

ରାଉରକେଲାରେ ରେଳ ଡିଭିଜନ ଓ ଜିଲ୍ଲା ଘୋଷଣା କରିବାକୁ ସଚେତନ ନାଗରିକ ମଞ୍ଚର ଦାବୀ

ରାଉରକେଲା, (ସସ୍ମିତା ପ୍ରଧାନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ରେଳ ଡିଭିଜନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିବାକୁ ସଚେତନ ନାଗରିକ ମଞ୍ଚ ତରଫରୁ ସ୍ୱଗତ କରାଯାଇଛି । ଏଠାରେ ରେଳ ଡିଭିଜନ ହେଲେ କେବଳ ପଶ୍ଚିମାଞ୍ଚଳ କାହିଁକି, ରାଜ୍ୟର ସାମଗ୍ରୀକ ବିକାଶ ହୋଇପାରିବ ।…
Read More...

ଲଭଜିହାଦ ବିରୁଦ୍ଧରେ କଠୋର ଆଇନ ହେଉ – କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିନକୁ ଦିନ ଦେଶରେ ଲବଜିହାଦ ଘଟଣା ବୃଦ୍ଧି ପାଉଥିବା ବେଳେ ଏହାକୁ ରୋକିବା ନିମନ୍ତେ କଠୋର ଆଇନ ତିଆରି କରିବାକୁ ଦାବୀ କରିଛନ୍ତି ବିଶ୍ୱହିନ୍ଦୁ ପରିଷଦର ବରିଷ୍ଠ ନେତା ଶାନ୍ତନୁ କୁସୁମ । ଏହି ଅବସରରେ ଭିଏଚ୍‌ପି ନେତା ଶ୍ରୀ କୁସୁମ ଏକ ପ୍ରେସ ବିବୃତ୍ତିରେ…
Read More...

ଓଡିଶୀ ହେଉଛି ସର୍ବପ୍ରାଚୀନ ଶାସ୍ତ୍ରୀୟ ନୃତ୍ୟ

ରାଉରକେଲା, (ସସ୍ମିତା ପ୍ରଧାନ) : ଭରତ ମୂନିଙ୍କ ଶାସ୍ତ୍ର ଅନୁଯାୟୀ ଓଡିଶୀ ହେଉଛି ସର୍ବପ୍ରାଚୀନ ଶାସ୍ତ୍ରୀୟ ନୃତ୍ୟ । ଏହି ପରିଚୟ ଆମକୁ ଗର୍ବିତ କରିଛି ବୋଲି ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି । ନଟରାଜ ନୃତ୍ୟ…
Read More...

ଗ୍ଲାମ୍‌ ଅପ୍‌ର ବିଜେତା ହେଲେ ଅଧ୍ୟାପିକା ସସ୍ମିତା ଜେନା

ରାଉରକେଲା, (ସସ୍ମିତା ପ୍ରଧାନ) : ଭଞ୍ଜଭବନ ଠାରେ ଆୟୋଜିତ ଗ୍ଲାମ୍‌ ଅପ୍‌ ପ୍ରତିଯୋଗିତାରେ ଅଧ୍ୟାପିକା ସସ୍ମିତା ଜେନା ବିଜୟୀ ହୋଇଥିବାରୁ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ସୂଚନାଯୋଗ୍ୟ ଯେ, ଏହି ପ୍ରତିଯୋଗିତାରେ ପ୍ରାୟ ୫୦ରୁ ଅଧିକ ପ୍ରତିଯୋଗୀ ଭାଗ…
Read More...

ରାଉରକେଲା ବିକାଶ ମଞ୍ଚ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସମସ୍ତ ରେଳ ଲାଇନ ଓ ଷ୍ଟେସନ ଇଷ୍ଟକୋଷ୍ଟ ରେଳବାଇ ଜୋନ ଅଧୀନରେ ରହୁ ବୋଲି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବୀ କରିଥିବାରୁ ରାଉରକେଲା ବିକାଶ ମଞ୍ଚ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ…
Read More...

ନିଷ୍ଠାର ବାର୍ଷିକୋତ୍ସବ ଆସନ୍ତା ୨୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ "ନିଷ୍ଠା" ତାର ବାର୍ଷିକ ଉତ୍ସବ ଆସନ୍ତା ୨୬ ତାରିଖ ଦିନ ସନ୍ଧ୍ୟାରେ ସ୍ଥାନୀୟ ସିଭିକ ସେଣ୍ଟର ଠାରେ ପାଳନ କରିବା ବୋଲି ସମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏହି ଅବସରରେ ନାଟ୍ୟକାର ପ୍ରଭାକର ପାତ୍ର…
Read More...