Browsing Tag

rourakela news

ରୟାଲ ଚାଲେଞ୍ଜ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବନ୍ଧମୁଣ୍ଡା ରୟାଲ କ୍ଲବ ତରଫରୁ ସେକ୍ଟର ସି ୧୦ ନମ୍ବର ପଡିଆଠାରେ ରୟାଲ ଚାଲେଞ୍ଜ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ବିଜେପି ରାଜ୍ୟ ମୁଖପାତ୍ର ଧୀରେନ ସେନାପତି ମୁଖ୍ୟ ଅତିଥି, ଆଇ ରାଜା, ଯୁବନେତା ରଞ୍ଜନ ନାୟକ ଓ…
Read More...

‘ସତଭାବନା’ ଲାକ୍ଷେଘର ସମାଜର ସାଧାରଣ ସମ୍ପାଦକଙ୍କ ଅକାଳ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ସଂଗଠନ 'ସତଭାବନା' ଲାକ୍ଷେଘର ସମାଜ ରାଉରକେଲାର ସାଧାରଣ ସମ୍ପାଦକ ବିଜୟ କୁମାର ତାଣ୍ଡିଆଙ୍କ ଗତକାଲି ଦେହାନ୍ତ ହୋଇଯାଇଛି । ସେ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଆଇଜିଏଚ୍‌ରେ ଚିକିତ୍ସିତ ହେଉଥିଲେ । ତାଙ୍କର ଦେହ ଅଧିକ ଅସୁସ୍ଥ…
Read More...

ଆର୍ଥିକ ଅନିୟମିତତା ସତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ୍‌ ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍ଥିକ ଅନିୟମିତତା ସତ୍ୱେ କାର୍ଯ୍ୟାନୁଷ୍ଠାନ ହେଉନଥିବାରୁ ସମବାୟ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ପାଇପ ପ୍ଲାଣ୍ଟ କୋ-ଅପରେଟିଭ କ୍ରେଡିଟ୍ ସୋସାଇଟିରେ ଏଭଳି ଘଟଣା ଆଧାରିତ ଖବର ମିଳିଥିବା ବେଳେ ଖିଲାପକାରୀଙ୍କ ବିରୁଦ୍ଧରେ…
Read More...

ଶ୍ରୀରାମ ଚରିତ ମାନସ, ନବାହ୍ନ ପାରାୟଣ ଓ ପ୍ରବଚନ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଏ ବ୍ଲକ ସ୍ଥିତ ଆଖଣ୍ଡଳମଣି ମନ୍ଦିର ପ୍ରାଙ୍ଗଣରେ ଥିବା ଶୃତି ଭବନ ଠାରେ ଶ୍ରୀରାମ ଚରିତ ମାନସ, ନବାହ୍ନ ପାରାୟଣ ଓ ପ୍ରବଚନ ଦୀର୍ଘ ୯ ଦିନ ଧରି ଚାଲିବା ପରେ ଶତାଧିକ ଭକ୍ତଙ୍କ ଉପସ୍ଥିତିରେ ଉଦ୍‌ଯାପିତ ହୋଇଯାଇଛି । ଶେଷରେ ସମସ୍ତ ଭକ୍ତ ସାମୁହିକ…
Read More...

ବିଜ୍ଞାନର ଦ୍ଵାହିଦେଇ ଧାର୍ମିକ ବିଶ୍ୱାସର ପରିହାସ ନିନ୍ଦନୀୟ- କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ସୂର୍ଯ୍ୟପରାଗ ଦିନ ସର୍ବସାଧାରଣରେ ଚିକେନ ବିରିୟାନୀ ଭୋଜିର ଆୟୋଜନ କରି କୋଟି କୋଟି ହିନ୍ଦୁଙ୍କ ଧାର୍ମିକ ବିଶ୍ୱାସକୁ ପରିହାସ କରିବା ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଛନ୍ତି ବିଶ୍ୱହିନ୍ଦୁ ପରିଷଦ ନେତା ଶାନ୍ତନୁ କୁସୁମ । ଏହି ପରିପ୍ରେକ୍ଷୀରେ ଭିଏଚପି ନେତା…
Read More...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ

ରାଉରକେଲା, (କେପିଏନ୍‌ଏସ୍‌) : ଲାଠିକଟା ବ୍ଲକର ୧୩ଟି କ୍ଲଷ୍ଟରକୁ ନେଇ ଜଲଦା ସରକାରୀ ହାଇସ୍କୁଲ ଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଲାଠିକଟା ବ୍ଲକ ଶିକ୍ଷାଧିକାରୀ ଦେବେନ୍ଦ୍ର ସାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ…
Read More...

କଳିଙ୍ଗ ବିହାର ସାଂସ୍କୃତିକ ପରିଷଦର ବୋଇତବନ୍ଦାଣ ଉତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ କଳିଙ୍ଗ ବିହାର ସାଂସ୍କୃତିକ ପରିଷଦର ନବମ ବାର୍ଷିକୋତ୍ସବ ଓ ବୋଇତବନ୍ଦାଣ ଉତ୍ସବ ୨୦୨୨ ଆସନ୍ତା ନଭେମ୍ବର ୭ ତାରିଖ ଦିନ ଛେଣ୍ଡ ସେଣ୍ଟ୍ରାଲ ପାର୍କଠାରେ ଆୟୋଜିତ ହେବ । ଏନେଇ ପରିଷଦର ସଭାଗୃହ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

ଆଦର୍ଶ ପାଠାଗାରରେ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାର ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ କରାଯାଇଛି । ପାଠାଗାରର ସଭାପତି ଅଭୟ କୁମାର ଦାସଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ…
Read More...

‘ବାଟରୁ କିଣିଲି ହାଟ ସଉଦା’ ଓ ‘ଏଇତ ସମୟର ଖେଳ’ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ନାଟ୍ୟାନୁଷ୍ଠାନ ଶ୍ରୀକୃଷ୍ଣ ସାଂସ୍କୃତିକ କଳା ପରିଷଦ ପକ୍ଷରୁ ଦୁଇଟି ନାଟକ ଛେଣ୍ଡ ଭିଏସ୍‌ଏସ୍‌ ମାର୍କେଟଠାରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ପ୍ରତାପ କିଶୋର ବିଶ୍ୱଳଙ୍କ ସଭାପତିତ୍ୱରେ ଓ ସଂପାଦକ ଅଜିତ କୁମାର ସେନାପତିଙ୍କ…
Read More...

ବିଶ୍ୱ ପୋଲିଓ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ପୋଲିଓ ଦିବସ ଉପଲକ୍ଷେ ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ଆମ୍ବାଗାନ ନିକଟସ୍ଥ ଶ୍ରୀଗୁଣ୍ଡିଚା ମନ୍ଦିର ସାମ୍ନାରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅନୁଷ୍ଠାନର ଉପସଭାପତି ରୋଟାରୀଆନ ସଂଧ୍ୟାରାଣୀ ବରାଳଙ୍କ…
Read More...