କେନ୍ଦୁଘାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ୱର୍ଦ୍ଧନା ଉତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ କେନ୍ଦୁଘାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ସମ୍ୱର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି କୁଚେଇତା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ରେ!-->…
Read More...
Read More...