Browsing Tag

rourakela news

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା, (କେପିଏନ୍‌ଏସ୍‌) : ପ୍ରଦେଶ ଯୁବ କଂଗ୍ରେସ କମିଟିର ସଭାପତି ରଞ୍ଜିତ ପାତ୍ର ଓ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଓ ଉଚ୍ଚ ଶିକ୍ଷା ବିଭାଗ
Read More...

ବସୁଧୈବ କୁଟୁମ୍ବକମର ବନମହୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମର ସପ୍ତାହବ୍ୟାପୀ ବନମହୋତ୍ସବ କର୍ଯ୍ୟକ୍ରମ ଅନ୍ତର୍ଗତ ବୃକ୍ଷରୋପଣ ଓ ସଚେତନତା କାର୍ଯ୍ୟକ୍ରମ ସହରର ବିଭିନ୍ନ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ ପଟ୍ଟନାୟକ, ସାଧାରଣ
Read More...

ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୁତିକ ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦ ଓ ବିର୍ସାମୁଣ୍ଡା ସରକାରୀ ଇଚ୍ଚ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର
Read More...

ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୦ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମଙ୍ଗଳବାର ଦିନ ଆଭାସୀ ଯୋଗେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୦ତମ ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର) ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଲଗାଣ ବର୍ଷାର ସଫଳ ମୁକାବିଲା ନିମନ୍ତେ ପ୍ରସ୍ତୁତି ବୈଠକ

ଲୋକଙ୍କ ସମସ୍ୟାର ସମୟୋଚିତ ସମାଧାନକୁ ଗୁରୁତ୍ଵ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମହାନଗର ନିଗମ ଆୟୁକ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ଗତ କିଛି ଦିନ ହେବ ସୁନ୍ଦରଗଡ଼ ସମଗ୍ର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ବର୍ଷାର ପ୍ରକୋପ ଲାଗି ରହିଥିବା ବେଳେ ରାଉରକେଲା ସହର
Read More...

ଆସନ୍ତା ୧୭ ଭାରତବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୧୭ ତାରିଖ ଦିନ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ପ୍ରତିବାଦ ଜଣାଇ ମିଳିତ ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । କଂଗ୍ରେସର ସଭାପତି ଜ୍ଞାନେନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ ଆଜି
Read More...

କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଓ ଓଡ଼ିଆ ପତ୍ର ପତ୍ରିକା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ତିନ ସ୍ଥିତ ବାଜିରାଉତ ଶିକ୍ଷାନିକେତନ ଓ ଓଡ଼ିଆ ଭାଷା ବିକାଶ ମଂଚର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୌଦାମିନୀ ମୁଦୁଲିଙ୍କ ସଭାପତିତ୍ୱରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଓଡ଼ିଇ ପତ୍ର ପତ୍ରିକା ଦିବସ ପାଳିତ
Read More...

ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ଭକ୍ତକବି ମଧୁସୂଦନଙ୍କ ସ୍ମୃତିଚାରଣ ଓ ସାରସ୍ୱତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ଭକ୍ତକବି ମଧୁସୂଦନଙ୍କ ସ୍ମୃତିଚାରଣ ଓ ସାରସ୍ୱତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ‘ଓଡ଼ିଆ ସାହିତ୍ୟରେ ମଧୁସୂଦନ ରାଓ’ ଶୀର୍ଷକ ଆଲୋଚନା ସଂସଦର
Read More...

ଗରିମା ପରିବାରର ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋପବନ୍ଧୁପାଲୀ ଆନନ୍ଦ ଧାମଠାରେ ସହରର ଅନ୍ୟତମ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଗରିମା ପରିବାର ତରଫରୁ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଡ଼ାକ୍ତର ଗୋପାଳଚନ୍ଦ୍ର ରାୟ ଯୋଗଦେଇ ପ୍ରାୟ ୫୦ ଜଣଙ୍କର
Read More...

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ପ୍ରାକ୍ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ରାଉରକେଲା ଶାଖାର ପ୍ରାକ୍ ପ୍ରସ୍ତୁତି ବୈଠକ ରାଷ୍ଟ୍ରୀୟ ପରିଚାଳନା ସମିତି ସଦସ୍ୟ ତଥା ରାଜ୍ୟ ସଂଯୋଜକ ଡାକ୍ତର ବିଶ୍ୱଜିତ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସେକ୍ଟର ୨୦,ଏ/୧ ପ୍ରତିଷ୍ଠାନର କାର୍ଯ୍ୟାଳୟଠାରେ
Read More...