Browsing Tag

rourakela news

ସମାଜସେବୀ ଯୁଗଳ କିଶୋର ମହାକୁଡ଼ଙ୍କ ବିୟୋଗରେ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶାର ବିଶିଷ୍ଟ ସମାଜସେବୀ ଯୁଗଳ କିଶୋର ମହାକୁଡ଼ଙ୍କ ବିୟୋଗରେ ରାଉରକେଲା ଇଂଞ୍ଜିନିୟର୍ସ ଆସୋସିଏସନ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି । ସ୍ୱର୍ଗତ ମହାକୁଡ଼ ସମ୍ବଲପୁରରେ ରହୁଥିଲେ ମଧ୍ୟ ରାଉରକେଲାର ବିକାଶ ପ୍ରତି ତାଙ୍କର ଆନ୍ତରିକତା ତଥା ଉଦ୍ୟମ
Read More...

କୋଏଲନଗର କୀର୍ତ୍ତନ ମଣ୍ଡଳୀ ପକ୍ଷରୁ ପଥଚାରୀଙ୍କୁ ଶୀତଳ ପାନୀୟ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳାମାନଙ୍କ ଦ୍ୱାରା ପରିଚାଳିତ କୋଏଲନଗର କୀର୍ତ୍ତନ ମଣ୍ଡଳୀ ଗତ କିଛି ବର୍ଷ ଧରି ପ୍ରତ୍ୟେକ ମଙ୍ଗଳବାର ନିୟମିତ ଭାବେ ସତସଙ୍ଗ ଓ କୀର୍ତ୍ତନ ଆୟୋଜନ କରୁଛନ୍ତି । ଏହି ପରମ୍ପରାକୁ ଅଗ୍ରସର କରି ଗତ ରବିବାର ଦିନ ମଣ୍ଡଳୀର ସଦସ୍ୟାମାନେ ଏକ ସମାଜସେବାମୂଳକ
Read More...

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ : ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ସୁରକ୍ଷା ଓ ଆର୍ଥିକ ସହାୟତା ଭଳି ୬ ଦଫା ଦାବିରେ ଉତ୍କଳ ସାମ୍ବାଦିକ ସଂଘ ନେତୃତ୍ୱରେ ଆଜି ସୁନ୍ଦରଗଡ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ
Read More...

ରାଉରକେଲା ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜନ୍ମ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ ତମ ଜନ୍ମ ଜୟନ୍ତୀ ଓ ଆଇନଜୀବୀ ଦିବସ ମହାସମାରୋହରେ ଉଦିତ ନଗର ସ୍ଥିତ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ସଦାନନ୍ଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ମଧୁସୂଦନ ଜୟନ୍ତୀ ପାଳିତ

ମଧୁବାବୁ ଥିଲେ ଓଡ଼ିଶାର ସ୍ୱାଭିମାନର ପ୍ରତୀକ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ପ୍ରଦେଶର ଗଠନ ଏବଂ ଓଡ଼ିଆ ଜାତିର ସ୍ୱାଭିମାନ ରକ୍ଷା କ୍ଷେତ୍ରରେ 'ଉତ୍କଳ ଗୌରବ' ମଧୁସୂଦନ ଦାସଙ୍କ ଅବଦାନ ଅତୁଳନୀୟ । ସେ କେବଳ ଜଣେ ବ୍ୟକ୍ତି ନଥିଲେ, ବରଂ ଏକ ସମୃଦ୍ଧ ଓଡ଼ିଶା ଗଠନର ଅନନ୍ୟ
Read More...

ଧୁଳେଶ୍ୱର ବସ୍ତିଆଙ୍କ ପୂଣ୍ୟତିଥି ପାଳନ ଓ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ହିନ୍ଦ ମଜଦୁର ସଭା ସହ ଅନୁବନ୍ଧିତ ଏନ୍‌ଏସ୍‌ପିସିଏଲ୍‌ ଏମ୍ପଲୋଇଜ ଆସୋସିଏସନର ୧୯ତମ ବାର୍ଷିକ ସମ୍ମିଳନୀ ରାଉରକେଲା ମଜଦୁର ସଭା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ରାଉରକେଲା ମଜଦୁର ସଭାର ପ୍ରାକ୍ତନ ସଭାପତି ତଥା
Read More...

ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ମଧୁବାବୁ ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ସଭାପତି ସୁଦାମ ଚନ୍ଦ୍ର ଦାଶଙ୍କ ପୌରୋହିତ୍ୟରେ ଛେଣ୍ଡ କଲୋନୀସ୍ଥିତ ହୃଷିକେଶ ରାୟ ସ୍ନାତକ ମହାବିଦ୍ୟାଳୟ ସଭାଗୃହରେ ମଧୁବାବୁଙ୍କ
Read More...

ଜେଏମ୍‌ଏମ୍ ପକ୍ଷରୁ ସୁନ୍ଦରଗଡ ଜିଲ୍ଲାରେ ସଂଗଠନ ସୁଦୃଢ଼ କରିବା ନେଇ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲାରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ସଂଗଠନକୁ ସୁଦୃଢ କରିବା ନେଇ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ଅଞ୍ଜନୀ ସୋରେନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ପାନପୋଷ ତ୍ରୀଦେବ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ
Read More...

ମିନାକ୍ଷୀ ଧର ଫାଉଣ୍ଡେସନ ତରଫରୁ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ତରଫରୁ ସାଧାରଣଜ୍ଞାନ ପ୍ରତିଯୋଗିତା ଆଜି ସ୍ଥାନୀୟ ଦିଲ୍ଲୀ ପବ୍ଲିକ ସ୍କୁଲରେ ଆୟୋଜିତ ହୋଇଯାଇଛି । ସହରର ବିଭିନ୍ନ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ସାଧାରଣଜ୍ଞାନ ପ୍ରତିଯୋଗିତାରେ ଭାଗ ନେଇ ନିଜର ବୌଦ୍ଧିକ ପ୍ରତିଭାର ପରିଚୟ
Read More...

ସଚେତନ ନାଗରିକ ମଞ୍ଚର ୧୩ ତମ ବାର୍ଷିକ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ତ୍ରୟୋଦଶ ତମ ବାର୍ଷିକ ଉତ୍ସବ ସ୍ଥାନୀୟ ସିଭିକ ସେଣ୍ଟର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ଇଂ ଅଭୟ କୁମାର ଦାସଙ୍କ ଅଧ୍ୟକ୍ଷତା, ସାଧାରଣ ସମ୍ପାଦକ ପି ପି ରାୟଙ୍କ ଆବାହକତ୍ୱ
Read More...