Browsing Tag

rourakela news

ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲେଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସ୍ଥାନୀୟ ବାଲିଯୋଡି ଛକ ନିକଟସ୍ଥ ପୁଣ୍ୟାତ୍ମା ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ପାଳିତ ହୋଇଯାଇଛି ।…
Read More...

ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଉତ୍ସବ ପାଳିତ

ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବିଚାର ଧାରାର ପ୍ରାସଙ୍ଗିକତା ଆଜି ମଧ୍ୟ ରହିଛି ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାହିତ୍ୟ - ସଂସ୍କୃତିକୁ ନେଇ ସଦା ଚଳଚଞ୍ଚଳ ଥିବା ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାରର ସତ୍ୟବାଦୀ କକ୍ଷରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର…
Read More...

କ୍ଲିନ୍ ଆଣ୍ଡ ଗ୍ରୀନ ତରଫରୁ ରେଲୱେ ଷ୍ଟେସନରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ସ୍ୱାଧୀନତାର ଦୁଇ କର୍ଣ୍ଣଧାର ମହାତ୍ମାଗାନ୍ଧୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଦିନକୁ ବେଶ ଶ୍ରଦ୍ଧାର ସହ ଦେଶବ୍ୟାପୀ ପାଳୁଥିବା ଅବସରରେ ପୂର୍ବ ନିର୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ "କ୍ଲିନ ଓ ଗ୍ରୀନ"ର ସଭ୍ୟ ମାନେ ରାଉରକେଲା ରେଳ ଷ୍ଟେସନ…
Read More...

ରାଉରକେଲା ମହାନଗର ପକ୍ଷରୁ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ୦୧ ଅକ୍ଟୋବର ୨୦୨୨ ଶାରଦୀୟ ପୂଜା ଏବଂ ହକି ବିଶ୍ୱ କପ୍‌କୁ ନଜରରେ ରଖି ଶନିବାର ରାଉରକେଲା ମହାନଗର ନିଗମ ସଭାଗୃହରେ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଉରକେଲା ମହାନଗର ନିଗମ ଆୟୁକ୍ତ ଡ. ଶୁଭଙ୍କର ମହାପାତ୍ରଙ୍କ…
Read More...

ପ୍ରାକ୍ତନ ରାଜ୍ୟପାଳ ଡଃ ସୁରେନ୍ଦ୍ରନାଥ ଦ୍ୱିବେଦୀ ଓ ଶ୍ରମିକ ନେତା ବିଦ୍ୟାଧର ବାରିକଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ହିନ୍ଦ୍ ମଜଦୂର ସଭା ସହବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ଓ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡର ମିଳିତ ଆୟୋଜନ କ୍ରମେ ହିନ୍ଦ୍ ମଜଦୂର ସଭାର, ବିଶ୍ରା ରୋଡ, ରାଉରକେଲା କାର୍ଯ୍ୟାଳୟ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,…
Read More...

କବିବର ରାଧାନାଥ ରାୟ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ କଲୋନୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କବିବର ରାଧାନାଥ ରାୟ ଓ ସହିଦ୍‌ ଭଗତ ସିଂଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।…
Read More...

ଓଡିଶା ସିତୋରିଓ ଦୋ କରାଟେ ଆସୋସିଏସନ୍‌ର ବ୍ଲାକ ବେଲ୍ଟ ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସିତୋରିଓ ଦୋ କରାଟେ ଆସୋସିଏସନ୍ ଅଫ୍ ଇଣ୍ଡିଆ ତରଫରୁ ପାଞ୍ଚ ଜଣ ଶିକ୍ଷାର୍ଥୀଙ୍କୁ ବ୍ଲାକ ବେଲ୍ଟ ପ୍ରଦାନ କରାଯାଇଛି । ଆସୋସିଏସନ୍‌ର ସଂପାଦକ ଶିବ ପ୍ରସାଦ ନାଥଙ୍କ ଆବାହକତ୍ୱ ଓ ଇନ୍ଦରଜିତ ସିଂଙ୍କ ସଂଯୋଜନାରେ ସେକ୍ଟର ୧୮ ଜିଟିବି ସ୍କୁଲରେ…
Read More...

ଭାରତର ସ୍ୱାଧୀନତା ଆନ୍ଦୋଳନରେ ଇରମ ମାଟିର ବଳିଦାନ ଇତିହାସରେ ଅଦ୍ୱିତୀୟ

ବାସୁଦେବପୁର ଜନକଲ୍ୟାଣ ପରିଷଦ ଆନୁକୂଲ୍ୟରେ ଇରମ ସହିଦ୍ ଦିବସ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୪୨ ମସିହାରେ ମହାତ୍ମାଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ଉଦବୁଦ୍ଧ ହୋଇ ଅବିଭକ୍ତ ବାଲେଶ୍ୱର ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଖ୍ୟାତ ପଲ୍ଲୀ ଇରମର ମେଳନ ପଡ଼ିଆରେ…
Read More...

କଥା ସମ୍ରାଟ ସୁରେନ୍ଦ୍ର ମହାନ୍ତି ସ୍ମୃତି ନ୍ୟାସର ଆମେ ଓଡିଆ ଆମ ଓଡିଶାର ଦ୍ୱିଦିବସୀୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : କଥା ସମ୍ରାଟ ସୁରେନ୍ଦ୍ର ମହାନ୍ତି ସ୍ମୃତି ନ୍ୟାସର ଆମେ ଓଡିଆ ଆମ ଓଡିଶା ତରଫରୁ ଦୁଇ ଦିନିଆ ସାହିତ୍ୟ ଆଲୋଚନା ସଭା ଇସ୍ପାତନଗରୀର ବିଭିନ୍ନ ଅନୁଷ୍ଠାନମାନଙ୍କରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ପ୍ରାକ୍ତନ ମହିଳା କମିଶନର ପ୍ରାଧ୍ୟାପିକା…
Read More...

ପଲସର୍‌ ଏନ୧୬୦ର ମାର୍କେଟରେ ପ୍ରବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଉଦିତନଗର ସ୍ଥିତ ଆରଏମ ମୋଟର୍ସ ତରଫରୁ ବଜାଜ କମ୍ପାନୀର ପଲସର୍‌ ଏନ୧୬୦ର ଉଦ୍‌ଘାଟନ ହୋଇଯାଇଛି । ଏହି ବାଇକ୍‌ର ବିଶେଷତ୍ୱ ହେଲା ଏହା ଭାରତର ପ୍ରଥମ ୧୬୦ସିସି ବାଇକ, ଯେଉଁଥିରେ ଦ୍ୱେତ ଚାନେଲ, ଆଣ୍ଟି ବ୍ରେକିଂ ସିଷ୍ଟମ ଉପଲବ୍ଧ । ଏହାର ପିକଅପ ଭଲଥିବା ବେଳେ…
Read More...