Browsing Tag

rourakela news

ଜାତୀୟ ‘ହୋ’ ଯୁବକ ସମ୍ମିଳନୀ ୨୦୨୨ ନଭେମ୍ବର ୫ ଏବଂ ୬ରେ ହେବା ନେଇ କେନ୍ଦ୍ରୀୟ କମିଟିର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଜାତୀୟ 'ହୋ' ଯୁବ ସମ୍ମିଳନୀ (ଦିସୁମ୍ ହୋ ଯୁଏନ୍ ଯୁମୁର-ଏନଏଚୱାଇଏନ) ଆସନ୍ତା ନଭେମ୍ବର ମାସ ୫ ଓ ୬ ତାରିଖରେ ରାଉରକେଲା ହୋ ଯୁବ ଗୋଷ୍ଠୀ ପକ୍ଷରୁ ଆୟୋଜନ ହେବ ବୋଲି ନିଷ୍ପତ୍ତି ହୋଇଛି । ରାଉରକେଲାର ସେକ୍ଟର-୨ ଠାରେ ଏଥିପାଇଁ ଏକ ପ୍ରସ୍ତୁତି ବୈଠକ…
Read More...

ରାଉରକେଲା ମହାବିଦ୍ୟାଳୟରେ ପଞ୍ଚସୂତ୍ରୀ ସ୍ୱଚ୍ଛତା କାର୍ଯ୍ୟ ଯୋଜନା ସଂପର୍କିତ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ 'ରାଉରକେଲା କଲେଜ'ରେ ସ୍ୱାସ୍ଥ୍ୟ ସ୍ୱଚ୍ଛତା ଏବଂ ପାନୀୟ ଜଳ ବିଭାଗ ତରଫରୁ ଅଧ୍ୟାପକ ଅଜିତ ବେକ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମହାତ୍ମାଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ଶିକ୍ଷା ପରିଷଦ ସହଯୋଗରେ 'ପଞ୍ଚସୂତ୍ରୀ ସ୍ୱଚ୍ଛତା କାର୍ଯ୍ୟ…
Read More...

ସମ୍ପର୍କର ‘ନାଟ୍ୟ ପ୍ରବନ୍ଧ ମାନସ’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସମ୍ପର୍କ ସପ୍ତାହକ ଭିତରେ ଦୁଇ ଦୁଇଟି ଅପୂର୍ବ ସଫଳତାର ସିଢି ଆରୋହଣ କରିବା ସହିତ ରାଉରକେଲାକୁ ଗୌରବାନ୍ୱିତ କରିଛି । ସମ୍ପର୍କର ପ୍ରାଣ ପ୍ରତିଷ୍ଠାତା ନାଟ୍ୟକାର, ନିର୍ଦ୍ଦେଶକ, ଅଭିନେତା ତଥା ନାଟ୍ୟଚର୍ଚ୍ଚା…
Read More...

ଗୁଣ୍ଡୁଚି ପକ୍ଷରୁ ନିଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସ୍ୱେଚ୍ଛାସେବୀ ସେବାଧର୍ମୀ ଅନୁଷ୍ଠାନ ଗୁଣ୍ଡୁଚି ପକ୍ଷରୁ ଗରିବ ଲୋକଙ୍କ ପାଇଁ ଏକ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ବାସନ୍ତୀ କଲୋନୀ ସ୍ଥିତ ଅତିଥି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରକ୍ତଚାପ, ମଧୁମେହ, ଇସିଜି ଆଦି ପରୀକ୍ଷାମାନ…
Read More...

ପ୍ଲାନେଟ୍ ଆର୍ଥ ସୌରଶକ୍ତି ଆଧାରିତ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ୟୟବହୁଳ ବିଦ୍ୟୁତ ଶକ୍ତି ବ୍ୟବହାରକୁ ନିୟନ୍ତ୍ରଣ କରି ପରିବେଶ ସୁରକ୍ଷା ପାଇଁ ବିକଳ୍ପ ରୂପେ ସୌରଶକ୍ତି ପ୍ରକୃତିର ଆଶୀର୍ବାଦ ବୋଲି ଅବହିତ କରାଯାଇଛି । ସୂର୍ଯ୍ୟାଲୋକରୁ ବିଭିନ୍ନ ଉପାୟରେ ସୌରଶକ୍ତି ସଂଗ୍ରହ କରି ଦୈନନ୍ଦିନ ବ୍ୟବହାର ପାଇଁ ସ୍ୱଳ୍ପ…
Read More...

ଫା ଫାଉଣ୍ଡେସନର ଉଦ୍‌ଘାଟନ ଓ ସେବା ପାଇଁ ମାରୁତି ଭ୍ୟାନ ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଫା ଫାଉଣ୍ଡେସନ ନାମକ ଏକ ସ୍ୱେଚ୍ଛାସେବୀ ସଂଗଠନର ଶୁଭ ଉଦ୍‌ଘାଟନ ସହିତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଜନ ସଚେତନତା ସୃଷ୍ଟି ପାଇଁ ଫା ଫାଉଣ୍ଡେସନ ତରଫରୁ ଏକ ନୂତନ ମାରୁତି ଭ୍ୟାନକୁ ଲୋକାର୍ପିତ କରାଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା…
Read More...

ରୋଟାରୀଆନ ଆଲେକଜାଣ୍ଡାର ଡିସୌଜାଙ୍କୁ ଶିକ୍ଷାବିତ୍ ସମ୍ମାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ ଇଣ୍ଡିଆ ସାକ୍ଷରତା ମିଶନରେ ନ୍ୟାସନାଲ ବିଲଡର ଆୱର୍ଡ ଦେବାର ବ୍ୟବସ୍ଥା ଅଛି । ଏଥିପାଇଁ ରୋଟାରୀ କ୍ଲବ ଷ୍ଟିଲ ସିଟି ତରଫରୁ ଶିକ୍ଷାବିତ୍‌ ରୋଟାରୀଆନ ଆଲେକଜାଣ୍ଡାର ଡିସୌଜାଙ୍କୁ ଶିକ୍ଷାବିତ୍ ସମ୍ମାନ ପ୍ରଦାନ କରାଯାଇଛି । ରାଉରକେଲା କ୍ଲବ ଠାରେ…
Read More...

ସମ୍ବର୍ଦ୍ଧିତ ହେବେ ସହିଦ ପରିବାର

ରାଉରକେଲା, (ସସ୍ମିତା ପ୍ରଦାନ) : ଦେଶମାତୃକାର ସେବାକରି ସହିଦ ହୋଇଥିବା ପରିବାର ବର୍ଗଙ୍କୁ ଆସନ୍ତା ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜଭବନ ପ୍ରେକ୍ଷାଳୟଠାରେ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସେକ୍ଟର ୨ ସେହେନାଇ ମଣ୍ଡପଠାରେ ଉଦାହରଣ ଅନୁଷ୍ଠାନ…
Read More...

ଇସ୍ପାତ ସାହିତ୍ୟ ସଂସଦର ନାରୀକବି ସମ୍ମିଳନୀ

ନାରୀ ମନସ୍ତତ୍ତ୍ବର ନିଖୁଣ ଚିତ୍ରଣ ଓଡିଆ ଉପନ୍ୟାସକୁ କାଳଜୟୀ କରିପାରିଛି ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ନାରୀକବି ସମ୍ମିଳନୀ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ଉପସଭାପତି ରଶ୍ମିବାଳା ରାଉତରାୟଙ୍କ…
Read More...

ପୋଷାକ ବିତରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ସରକାରୀ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ ନୂତନ ସରକାରୀ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଉର୍ବଶୀ ଦାଶ ଏବଂ ଶିକ୍ଷକ ଏମ୍‌ଡି ମୋହିବଙ୍କ ତତ୍ତ୍ୱାବଧାନରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିବା…
Read More...