Browsing Tag

rourakela news

ପୋଷାକ ବିତରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଦାନ) : ମାଲଗୋଦାମ ସ୍ଥିତ ସରକାରୀ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟଠାରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁରାଣୀ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ରା ବ୍ଲକ…
Read More...

କୃଷି ଓ କୃଷକର ଉନ୍ନତି କଳ୍ପେ ସଚେତନତା କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ଯୋଜନା ଅଧୀନରେ ଦଶ ହଜାର କୃଷକ ଉତ୍ପାଦକ ସଂଗଠନ ଓ ତାର ସୁପରିଚାଳନା ତଥା ବିକାଶ ସମ୍ପର୍କରେ ଏକ ସଚେତନତା କର୍ମଶାଳା ସ୍ୱେଚ୍ଛାସେବୀ ସଂଗଠନ 'ଲାଲ'ର ଜିଲ୍ଲା ସଂଯୋଜକ ଅରୁଣ କୁମାର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଲାଠିକଟା…
Read More...

ଇସ୍ପାତ ସହରରେ ଦେବ ବିନ୍ଧାଣୀଙ୍କ ପୂଜାର୍ଚ୍ଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ଦେବ ବିନ୍ଧାଣୀ ଶ୍ରୀ ଶ୍ରୀ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ ହୋଇଯାଇଛି । ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସହ ସ୍ମାର୍ଟ ସିଟିର ବିଭିନ୍ନ ଅନୁଷ୍ଠାନ ଗୁଡିକରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା କରାଯାଇଛି । ଏହି କ୍ରମରେ…
Read More...

୫୦ ଥର ରକ୍ତଦାନ ପାଇଁ ମେଟ୍ରୋ ଟିଭି ତରଫରୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସିଭିକ ସେଣ୍ଟରଠାରେ ମେଟ୍ରୋ ଟିଭି ତରଫରୁ ଏକ ସମ୍ବର୍ଦ୍ଧନା ମହୋତ୍ସବ ପାଳିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ରାଉରକେଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ଏକଜୁଟ କରାଯାଇ ସମ୍ବର୍ଦ୍ଧନା ଜ୍ଞାପନ…
Read More...

ନିଟ୍ରା ତରଫରୁ ଇଞ୍ଜିନିୟରସ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାକ୍ତନ ଆର୍‌ଇସି ବା ବର୍ତ୍ତମାନର ଏନ୍‌ଆଇଟିରୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ହୋଇଥିବା ନିଟ୍ରା ତରଫରୁ ଇଞ୍ଜିନିୟରସ ଦିବସ ସ୍ଥାନୀୟ ରାଉରକେଲା କ୍ଲବ ଠାରେ ପାଳିତ ହୋଇଯାଇଛି । ନିଟ୍ରା ରାଉରକେଲା ଚାପ୍ଟରର ଅଧ୍ୟକ୍ଷ ଇଂ ବିମଳ…
Read More...

ଆଦର୍ଶ ପାଠାଗାର ତରଫରୁ ବିଭିନ୍ନ ପ୍ରତିଯୋଗିତା ଆସନ୍ତା ୧୮ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ତଥା ପୁରାତନ ସାହିତ୍ୟନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ଆସନ୍ତା ନଭେମ୍ବର ମାସ ୨୩ ତାରିଖ ଦିନ ସଂଧ୍ୟା ୬ଘଟିକା ସମୟରେ ଆଦର୍ଶ ସାହିତ୍ୟ ଘରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ କରାଯିବ । ଏହି ଅବସରରେ ଉତ୍କଳମଣିଙ୍କ…
Read More...

ଜାତୀୟ ସ୍ତରର କୁଇଜ୍‌ ପ୍ରତିଯୋଗିତାରେ ରାଉରକେଲା ଛାତ୍ରଙ୍କ ସଫଳତା

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ଜାତୀୟ ସ୍ତରର କୁଇଜ୍‌ ପ୍ରତିଯୋଗିତା ଇନ୍‌କ୍ୟୁବି-୨୦୨୨ରେ ରାଉରକେଲା ସ୍ଥିତ ଏନ୍‌ଆଇଟି ବା ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନର କ୍ରିଷ୍ଣା ଆଦିତ୍ୟ ମହାନ୍ତି ଓ ସିଦ୍ଧାର୍ଥ ରାୟ ଉପବିଜେତା ହୋଇଛନ୍ତି । ଏନ୍‌ଆଇଟି ରାଉରକେଲାର ଇନ୍‌କୁଇଜିଟିଭ୍ ପକ୍ଷରୁ…
Read More...

ସ୍ୱରାଗିଣୀ ଅନୁଷ୍ଠାନର ଖୁଦୁରୁକୁଣୀ ମେଲଣ- ୨୦୨୨ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀ ତରଫରୁ ମା' ଖୁଦୁରୁକୁଣୀ ମେଲଣ- ୨୦୨୨ ସେକ୍ଟର ୨୦ସ୍ଥିତ କମ୍ୟୁନିଟି ସେଣ୍ଟର୍‌ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସ୍ୱରାଗିଣୀର ସଭାପତି ସ୍ୱର୍ଣ୍ଣପ୍ରଭା ପଲେଇଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ…
Read More...

ଉତ୍କଳ ସାଂସ୍କୃତିକ ପରିଷଦର ୩୨ତମ ବୋଇତ ବନ୍ଦାଣ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୨ତମ ବୋଇତ ବନ୍ଦାଣ ଉତ୍ସବ ୨୦୨୨ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୨ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଅଭୟ ମହାପାତ୍ରଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ…
Read More...

ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରୀୟ ମହାସଭା ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରୀୟ ମହାସଭାର ବୈଠକ ଉପସଭାପତି ସୁରେନ୍ଦ୍ର କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶାରଦୀୟ ଦୁର୍ଗା ପୂଜା ଖଡ୍ଗଭବନରେ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଦଶହରାରେ ପୂର୍ବଭଳି…
Read More...