Browsing Tag

rourakela news

କୃଷକ ଉତ୍ପାଦକ ସଂଗଠନ ଗଠନରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ରାଉରକେଲା, (ସସ୍ମିତା ପ୍ରଧାନ) : କୁତ୍ରା ବ୍ଲକ ଅନ୍ତର୍ଗତ କୃଷି ଭବନ ପରିସରରେ କେନ୍ଦ୍ରୀୟ ଯୋଜନା ଅଧୀନରେ କୃଷକ ଉତ୍ପାଦକ ସଂଗଠନ ଗଠନ ଓ ତାର ବିକାଶ ସମ୍ପର୍କରେ ଏକ କର୍ମଶାଳା ସ୍ୱେଚ୍ଛାସେବୀ ସଂଗଠନ 'ଲାଲ'ର ଜିଲ୍ଲା ସଂଯୋଜକ ଅରୁଣ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ସିଆର୍‌ପିଏଫ୍‌ ଡିଆଇଜିଙ୍କ ରାଉରକେଲା ଗସ୍ତ ଅବସରରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସିଆର୍‌ପିଏଫ୍‌ ଡିଆଇଜି ଦୟାନିଧି ତନ୍ତୀ ସସ୍ତ୍ରିକ ରାଉରକେଲାରେ ପହଞ୍ଚିବା ପରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସେକ୍ଟର ୧୬ ସ୍ଥିତ ନାଗ୍ରା ତନ୍ତୀ ସମାଜ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ତନ୍ତୀ ଓ ତାଙ୍କ…
Read More...

ଓଡିଆ ଭାଷା ବିକାଶ ମଞ୍ଚର କବି ବିନୋଦଚନ୍ଦ୍ର ନାୟକ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୧ସ୍ଥିତ ଡିଭାଇନ ଲାଇଫର ମିଳିତ ଆନୁକୂଲ୍ୟରେ ଗ୍ରାମପଥର କବି ବିନୋଦଚନ୍ଦ୍ର ନାୟକଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁନନ୍ଦା…
Read More...

ଆସନ୍ତା ୧୦ରେ ସମ୍ବାଦ ସାହିତ୍ୟ ଘର ରାଉରକେଲା ତରଫରୁ ସମ୍ବର୍ଦ୍ଧିତ ହେବେ ସୌମ୍ୟରଂଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘର ରାଉରକେଲାର ବାର୍ଷିକୋତ୍ସବ ୨୦୨୨ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆସନ୍ତା ୧୦ତାରିଖ ଦିନ ଦିବା ୧୦ଘଟିକା ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଖଣ୍ଡପଡା ବିଧାୟକ ତଥା ସମ୍ବାଦ ସାହିତ୍ୟ ଘର…
Read More...

ସହରର ବିଭିନ୍ନ ଅନୁଷ୍ଠାନରେ ଗୁରୁ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ଶ୍ରୀକୃଷ୍ଣ କଳା ପରିଷଦ ପକ୍ଷରୁ ଧାମରା ସଂଘଠାରେ ଗୁରୁ ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ପ୍ରତାପ କିଶୋର ବିଶ୍ୱାଳଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଅଜିତ କୁମାର ସେନାପତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନାଟ୍ୟଗୁରୁ…
Read More...

ଗୋପବନ୍ଧୁ ପାଠାଗାରରେ ଗୁରୁଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ପାଠାଗାରର ସଭାପତି ଇଂ ନବଘନ ସାହୁଙ୍କ ଅଧ୍ୟକ୍ଷତା ସାଧାରଣ ସଂପାଦକ ହରିହର ଶତପଥୀଙ୍କ ଆବାହକତ୍ୱ ତଥା ଉପସଭାପତି ବିଭୁତି ଭୂଷଣ ଦାସଙ୍କ ସଂଯୋଜନାରେ ଆୟୋଜିତ ଏହି…
Read More...

ଇସ୍ପାତ ନଗରୀରେ ଭକ୍ତି ଓ ଶ୍ରଦ୍ଧାରେ ପାଳିତ ହେଲା ଗୁରୁଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନାଫୁଲ ସାହିତ୍ୟ ସଂସଦ ତରଫରୁ ଛେଣ୍ଡ ଧାମରା ସଂଘଠାରେ ଗୁରୁଦିବସ ପାଳନ ଅବସରରେ ଆଦର୍ଶ ଗୁରୁ ଗୌରବ ସମ୍ମାନ ପର୍ବ ପାଳିତ ହୋଇଯାଇଛି । ସଂସଦର ସଭାପତି ବିଜୟ କୁମାର ସାହୁଙ୍କ ସଭାପତିତ୍ୱ ଓ କୋଷାଧ୍ୟକ୍ଷ ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ତତ୍ୱ ତଥା…
Read More...

ପଦାରେ ପଡିଲା ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମର ଅବ୍ୟବସ୍ଥା : ଭୋକରେ ଡହଳ ବିକଳ ହୋଇ ଫେରିଲେ ଛାତ୍ରଛାତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଣ୍ଡିଆ ବ୍ଲକ ବାଙ୍କୀ ପଞ୍ଚାୟତ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗତକାଲି ଅନୁଷ୍ଠିତ ହୋଇଥିବା ଅହିଂସା ରଥର ସ୍ୱାଗତ କାର୍ଯ୍ୟକ୍ରମରେ ହୋଇଥିବା ବ୍ୟାପକ ଅବ୍ୟବସ୍ଥା ଆଜି ପଦାରେ ପଡ଼ିଥିବା ବେଳେ ଏହାକୁ ନେଇ ସୃଷ୍ଟି ହୋଇଥିବା ଭୟଙ୍କର…
Read More...

ଭାରତୀୟ ଜୀବନ ବୀମା ନିଗମ ଅଭିକର୍ତ୍ତା ସଂଘର ଧାରଣା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶାଖା ଦ୍ୱାରା ସର୍ବ ଭାରତୀୟ ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ୱାନରେ ସଂଘ ତରଫରୁ ସେପ୍ଟେମ୍ବର ୧ ତାରିଖଠାରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଧାରଣା କାର୍ଯ୍ୟକ୍ରମ ଚାଲୁ ରହିଛି । ବିମାଧାରୀ ଓ ଏଜେଣ୍ଟ ମାନଙ୍କର ବିଭିନ୍ନ ପ୍ରକାରର ସମସ୍ୟାକୁ…
Read More...

ଗୁରୁଦିବସ ସମାରୋହ

ଗୁରୁ ହେଉଛନ୍ତି ଆଲୋକ ବର୍ତ୍ତିକା ତଥା ସମାଜ ଗଠନର ସ୍ଥପତି ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁ ହେଉଛନ୍ତି ଆଲୋକ ବର୍ତ୍ତିକା ତଥା ସମାଜ ଗଠନର ସ୍ଥପତି । ଶିଷ୍ୟ ମୁକ୍ତି ନପାଇଲା ପର୍ଯ୍ୟନ୍ତ ଗୁରୁ ମୁକ୍ତି ପାଇପାରିବା ନାହିଁ । ଗୁରୁଙ୍କୁ ପ୍ରାପ୍ତ ହେଲେ ଭଗବାନଙ୍କୁ ପାଇପାରିବା…
Read More...