Browsing Tag

rourakela news

ବିର୍ସାମୁଣ୍ଡା ନୋଡାଲ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାଶଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ କ୍ୱାରୀ ସାଇଡିଂରେ ଥିବା ବିର୍ସାମୁଣ୍ଡା ନୋଡାଲ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାଶଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର…
Read More...

ସୁନ୍ଦରଗଡ଼ ମାଟିର ପୁଅ ହେଲେ କେନ୍ଦ୍ରୀୟ ସୁରକ୍ଷା ବଳର ଡିଆଇଜି

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲାର ସବଡେଗାରେ ଜନ୍ମିତ ଓଡ଼ିଆ ପୁଅ ଦୟାନିଧି ତନ୍ତୀ ଆଜି କେନ୍ଦ୍ରୀୟ ସୁରକ୍ଷା ବଳ (ସିଆରପିଏଫ)ର ଡିଆଇଜି ପଦବୀରେ ଅଧିଷ୍ଠିତ ହୋଇପାରିଛନ୍ତି । ଏହା ସୁନ୍ଦରଗଡ଼ ଏବଂ ଓଡିଶା ପ୍ରତି ଗର୍ବ ଓ ଗୌରବର ବିଷୟ ହୋଇପାରିଛି । କେନ୍ଦ୍ରୀୟ ସୁରକ୍ଷା…
Read More...

ୱାଇଏମଏଫଆଇ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରେକଲା, (ସସ୍ମିତା ପ୍ରଧାନ) : ୟୁଥ୍ ମୁଭ୍‌ମେଣ୍ଟ ଫେଡେରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ସ୍ୱାଧୀନତାର ୭୫ ବର୍ଷ ଅମୃତ ମେହୋତ୍ସବ ପାଳନ ଅବସରରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ରବିବାର ଦିନ ସ୍ଥାନୀୟ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ସ୍କୁଲର…
Read More...

ବରିଷ୍ଠ ଶିକ୍ଷକ ଭାସ୍କର ନନ୍ଦଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ପ୍ରାଥମିକ ବିଦ୍ୟାଳୟ (କ) ସେକ୍ଟର ୧୬ର ବରିଷ୍ଠ ଶିକ୍ଷକ ତଥା ଜାତୀୟ ରେଫ୍ରି ଭାସ୍କର ନନ୍ଦଙ୍କୁ ବିଦ୍ୟାଳୟ ତରଫରୁ ଅବସରକଳୀନ ଉଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଦୁଇଟି ପର୍ଯ୍ୟାୟରେ ଶ୍ରୀ ନନ୍ଦଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ପ୍ରଥମ…
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (କେପିଏନ୍‌ଏସ୍‌) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେକେ ରାଓଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ…
Read More...

ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମବାର୍ଷିକ ଓ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ବିଭିନ୍ନ ଉତ୍ସବ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହଯୋଗୀ ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମବାର୍ଷିକୀ ତଥା ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ସେକ୍ଟର-୫ ସ୍ଥିତ ଶ୍ରୀଅରବିନ୍ଦ ଯୋଗ ମନ୍ଦିର ଓ ବିଦ୍ୟାଳୟ ଆନୁକୂଲ୍ୟରେ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଓ ଉତ୍ସବ ଏଠାକାର ସ୍କୁଲମାନଙ୍କରେ…
Read More...

ପ୍ରଗତି ଉତ୍କଳ ସଂଘର ବର୍ଷା ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ତରଫରୁ ବର୍ଷା ସାହିତ୍ୟ ଆସର ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ରଶ୍ମିରଂଜନ ବୋଇତାଇଙ୍କ ସଭାପତିତ୍ୱ ସାଧାରଣ ସଂପାଦକ ରାଧାମୋହନ ନାୟକଙ୍କ ଆବାହକତ୍ୱ ଓ ସାଂସ୍କୃତିକ ସଂପାଦକ ଅଶୋକ…
Read More...

ଯୁବ ହଷ୍ଟେଲ୍‌ସ୍‌ ପକ୍ଷରୁ ବିଶ୍ୱ ବ୍ୟାଘ୍ର ଦିବସ ପାଳିତ

ରାଉରକେଲା, (କେପିଏନ୍‌ଏସ୍‌) : ଭାରତୀୟ ଯୁବ ହଷ୍ଟେଲ୍‌ସ୍‌ ରାଉରକେଲା ଶାଖା ଆନୁକୁଲ୍ୟରେ ବିଶ୍ୱ ବ୍ୟାଘ୍ର ଦିବସ ପାଳିତ ହୋଇଯାଇଛି । ପରିବେଶର ସନ୍ତୁଳନ ରକ୍ଷା ଉଦ୍ଦେଶ୍ୟରେ ଆୟୋଜିତ ଏହି ଦିବସ ଅବସରରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପିଲାମାନଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ…
Read More...

ଆମ ପୁଲିସ ତରଫରୁ ସେକ୍ଟର ୧୯ ଥାନା ପ୍ରଭାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା ପୁଲିସ ତରଫରୁ ସେକ୍ଟର ୧୯ ଥାନା ପ୍ରଭାରୀ ମାନସ ସ୍ୱାଇଁଙ୍କୁ ସେକ୍ଟର ୧୫ ଥାନାକୁ ବଦଳି କରାଯାଇଛି । ଏହି ଅବସରରେ ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ଏକ ନିରାଡମ୍ବର ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଆମ ପୁଲିସ…
Read More...

ରୋଟାରୀ କ୍ଲବ ଷ୍ଟିଲ ସିଟି ତରଫରୁ ବନମହୋତ୍ସବ ସପ୍ତାହ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ସଭାପତି ରୋଟାରୀଆନ ଆନାବେଲ ଡିସୌଜାଙ୍କ ନେତୃତ୍ଵରେ କୋଏଲନଗର ବି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରଠାରେ ବନମହୋତ୍ସବ ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...