Browsing Tag

rourakela news

ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟକୁ ନେଇ ଚିତ୍ରାଙ୍କନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟ ବସ୍ତୁକୁ ଆଧାର କରି ଚିତ୍ରାଙ୍କନ ପ୍ରତିଯୋଗିତାରେ ସେକ୍ଟର ୫ସ୍ଥିତ ଶ୍ରୀଅରବିନ୍ଦ ସ୍କୁଲଠାରେ ରାଉରକେଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ସ୍କୁଲର ଅଧ୍ୟକ୍ଷ ଗୋଦାବରୀଶ…
Read More...

ଯୁବ ହଷ୍ଟେଲ ଓ କେୟାର ହସ୍ପିଟାଲ ତରଫରୁ ନିଃଶୁକ୍ଳ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ଓ କେୟାର ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଯୁଵ ହଷ୍ଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । କରୋନା ଅନ୍ତରାଳରେ ସ୍ୱାସ୍ଥ୍ୟ ସମ୍ପନ୍ନ ରହିବା ପାଇଁ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ…
Read More...

ଓୟୁଡବ୍ଲୁଜେ ପକ୍ଷରୁ ରାଜ୍ୟସ୍ତରୀୟ ସାମ୍ବାଦିକ ମହାଧିବେଶନ ଓ ୭ମ ପ୍ଲାନେରୀ ସେସନ୍ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଇଓଡବ୍ଲୁଜେ ସହବନ୍ଧିତ ଓୟୁଡବ୍ଲୁଜେ ପକ୍ଷରୁ ରାଜ୍ୟସ୍ତରୀୟ ସାମ୍ବାଦିକ ମହାଧିବେଶନ ଓ ୭ମ ପ୍ଲାନେରୀ ସେସନ୍ ଗତ ୨୨ ତାରିଖ ଦିନ ଝାରସୁଗୁଡାର ହୋଟେଲ କିଙ୍ଗ୍ ପ୍ୟାଲେସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ସୁସ୍ଥ ସମାଜ ଗଠନରେ…
Read More...

ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ ବଣେଇ ବ୍ଲକର ବାବୁନୁଆଗାଁଠାରେ କୃଷକଙ୍କ ନିମନ୍ତେ କରାଯାଇଥିଲା । ଷ୍ଟେଟ ବ୍ୟାଙ୍କର ବଣେଇ ଶାଖା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଣେଇ ଓ ଗୁରୁଣ୍ଡିଆ ବ୍ଲକର କୃଷି, ଓଡିଶା…
Read More...

ରାଉରକେଲା କଳାକାର ଆସୋସିଏସନର ପ୍ରଥମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଭିନ୍ନ ସଂଗଠନର କଳାକାରଙ୍କୁ ନେଇ ନବଗଠିତ ରାଉରକେଲା କଳାକାର ଆସୋସିଏସନର ପ୍ରଥମ ବାର୍ଷିକୋତ୍ସବ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶଙ୍କର ଜେନାଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ଲୁଲୁ ସାହୁଙ୍କ…
Read More...

ସ୍ୱର୍ଗତ ସୋମନାଥ ମିଶ୍ରଙ୍କ ଶ୍ରଦ୍ଧାଞ୍ଜଳି ସଭା

ପ୍ରଫେସର ଡ. ସୋମନାଥ ମିଶ୍ର ଥିଲେ ନିଷ୍ଠାବାନ ପ୍ରଶାସକ, ଦେଶ ଭକ୍ତ ଯୋଦ୍ଧା ଓ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତିତ୍ୱ ରାଉରକେଲା, (ସସ୍‌ସ୍ମିତା ପ୍ରଧାନ) : ପ୍ରଫେସର ଡ. ସୋମନାଥ ମିଶ୍ର ଥିଲେ ଜଣେ ଶିକ୍ଷାବିତ୍, ବୈଜ୍ଞାନିକ, ଜ୍ଞାନଯୋଗୀ, କର୍ମଯୋଗୀ, ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ସମର୍ପିତ…
Read More...

ସ୍ୱସ୍ତି ସାହିତ୍ୟ ସଂସଦର ସଦସ୍ୟ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକୋତ୍ସବ ଉପଲକ୍ଷେ ସଦସ୍ୟ ସମାରୋହ ଓ ଭାବ ବିନିମୟ କାର୍ଯ୍ୟକ୍ରମ ସେକ୍ଟର ୭ ସ୍ଥିତ ମଧୁ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ମହେନ୍ଦ୍ର କୁମାର…
Read More...

ପ୍ରାକ୍ତନ ଛାତ୍ର ସଂସଦ ତରଫରୁ ଆଇନ ମହାବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟର ପ୍ରାକ୍ତନ ଛାତ୍ର ସଂସଦ ତରଫରୁ ଆଇନ ମହାବିଦ୍ୟାଳୟ ପରିସର ଓ ମହିଳା ହଷ୍ଟେଲ ସମ୍ମୁଖରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ଛାତ୍ର ସଂସଦର ସଭାପତି ଡ. ସୁମନ ଦତ୍ତଙ୍କ ପୌରହିତ୍ୟ ଓ ସାଧାରଣ ସଂପାଦକ…
Read More...

କଲ୍‌ଚରାଲ୍‌ ଏକାଡେମୀର ୩୧ତମ ପତ୍ର ପତ୍ରିକା ଦିବସ ପାଳିତ

ଗଣମାଧ୍ୟମ ମଧ୍ୟରେ ଐକ୍ୟବଦ୍ଧତା ରହିବା ଦରକାର : ପ୍ରାଧ୍ୟାପକ ଅଭିରାମ ବିଶ୍ୱାଳ ରାଉରକେଲା, (ସସ୍ମିତା ପ୍ରଧାନ) : କଲ୍‌ଚରାଲ୍‌ ଏକାଡେମୀ ତରଫରୁ କର୍ମବୀର ଗୌରୀଶଙ୍କର ଜୟନ୍ତୀ ଉପଲକ୍ଷେ ୩୧ତମ ପତ୍ର ପତ୍ରିକା ଦିବସ ସମାରୋହରେ ରାଷ୍ଟ୍ର ଓ ଗଣମାଧ୍ୟମ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ…
Read More...

ହାପି ମୋମେନ୍ଟସ୍ ଇଣ୍ଡିଆର ନବମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ହାପି ମୋମେନ୍ଟସ୍ ଇଣ୍ଡିଆର ନବମ ପ୍ରତିଷ୍ଠା ଦିବସ ଓ ସମ୍ବର୍ଦ୍ଧନା ସଭା ବସ୍ତିଆ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତା ଓ ମୋନାଲିସା ସାହୁଙ୍କ ସଂଯୋଜନାରେ…
Read More...