Browsing Tag

rourakela news

ଯଦୁନାଥ ଦାସ ଥିଲେ ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ

ସମାଜ ସେବୀ ଯଦୁନାଥ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାରମ୍ଭିକ ଜୀବନରେ ବହୁ ଘାତ ପ୍ରତିଘାତର ସମ୍ମୁଖୀନ ହୋଇ ମଧ୍ୟ ନିଜର ଅଦମ୍ୟ ପ୍ରଚେଷ୍ଟା ତଥା ଦୃଢ଼ ମନୋବଳ ଯୋଗୁଁ ଯଦୁନାଥ ଦାସ ସଫଳତାର ଶୀର୍ଷରେ ପହଞ୍ଚି ପାରିଥିଲେ । ମାତ୍ର ତାଙ୍କର…
Read More...

କ୍ଲିନ୍ ଆଣ୍ଡ ଗ୍ରୀନ ଏବଂ ମିଶନ ସନ୍‌ଡେ ତରଫରୁ ମିଳିତ ସଫେଇ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପୂର୍ବ ନିର୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସିଭିଲ ଟାଉନ୍ ସ୍ଥିତ କେତିକେ ହସ୍ପିଟାଲ ସାମନା ଏବିଏମ୍‌ ପାର୍କରେ କ୍ଲିନ୍ ଆଣ୍ଡ ଗ୍ରୀନର ରବିବାସରୀୟ ସଫେଇ କାର୍ଯ୍ୟକ୍ରମ ସଭାପତି ଡାକ୍ତର ଦେବେନ୍ଦ୍ର ସେଠୀ ଓ ସମ୍ପାଦକ ପ୍ରଦୀପ ଦାସଙ୍କ ପୌରାହିତ୍ୟରେ…
Read More...

ସ୍ୱସ୍ତି ଝଙ୍କାର ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାରସ୍ୱତ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକ ଉତ୍ସବ ତଥା ସ୍ୱସ୍ତି ଝଙ୍କାର ଆୟୋଜିତ ଛଅଦିନ ଧରି ହେବାକୁ ଥିବା ୨୩ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଗତକାଲି ସ୍ଥାନୀୟ ସିଭିକ୍‌ ସେଣ୍ଟରଠାରେ ଉଦ୍‌ଘାଟିତ…
Read More...

ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ । ଶନିବାର…
Read More...

ରାଉରକେଲା ବିକାଶ ମଞ୍ଚ ତରଫରୁ ୪ସି ବିମାନ ବନ୍ଦର ପାଇଁ ଦାବୀପତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗତ ଦୁଇ ଦିନ ଧରି ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । ଆଗାମୀ ହକି ବିଶ୍ୱକପ ଉପଲକ୍ଷେ ହେଉଥିବା ବିପିୟୁଟି ପରିସରରେ ନିର୍ମାଣାଧୀନ ହକି ଷ୍ଟାଡିୟମ ଓ ଅନ୍ୟାନ୍ୟ…
Read More...

ସଦଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବରେଣ୍ୟ ଆଧ୍ୟାତ୍ମିକ ଗୁରୁ ତଥା ସନ୍ଥ ପରମ ପୂଜ୍ୟ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମ ମହୋତ୍ସବ ସ୍ଥାନୀୟ ଆର୍ଟ ଅଫ୍ ଲିଭିଂ ପରିବାର ଦ୍ଵାରା ମହାସମାରୋହରେ ପାଳିତ ହୋଇଯାଇଛି । ଗୁରୁଦେବଙ୍କ ଜନ୍ମୋତ୍ସବ ପାଳନ ଉପଲକ୍ଷେ ଦିବସ ବ୍ୟାପୀ ବିଭିନ୍ନ…
Read More...

ରାଉରକେଲା କଲେଜ ‘ଗଭର୍ଣ୍ଣିଙ୍ଗ ବଡ଼ି’ର ପ୍ରଥମ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲାର ସର୍ବ ପୁରାତନ କଲେଜ, 'ରାଉରକେଲା କଲେଜ-ରାଉରକେଲା' ଏବଂ 'ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ-ରାଉରକେଲା'ର ୩୬୦ ଡିଗ୍ରୀ ବିକାଶ ନିମିତ୍ତ ବିଗତ ବର୍ଷ ନଭେମ୍ବର ମାସରେ ଏକ ପ୍ରବନ୍ଧକ ମଣ୍ଡଳ (ଗଭର୍ଣ୍ଣିଙ୍ଗ ବଡ଼ି)କୁ ରାଜ୍ୟ…
Read More...

ଉଦ୍‌ଘୋଷିକା ମୀନାକ୍ଷୀ ଧରଙ୍କ ପ୍ରଥମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଜଣାଶୁଣା ଉଦ୍‌ଘୋଷିକା, ଅଭିନେତ୍ରୀ, ଗାୟିକା ତଥା ସଂଗଠିକା ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ମୀନାକ୍ଷୀ ଧରଙ୍କ ପ୍ରଥମ ସ୍ମୃତି ଚାରଣ ସଭା କୋଏଲନଗର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ…
Read More...

ରାଉରକେଲା ବିକାଶ ମଞ୍ଚର ଚତୁର୍ଥ ଜନ ସଚେତନତା ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବିକାଶ ମଞ୍ଚ ତରଫରୁ ଚତୁର୍ଥ ଜନ ସଚେତନତା ଶିବିର କୋଏଲନଗର ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଯାଇଛି । ଇଂ ଅଭୟ କୁମାର ଦାସଙ୍କ ସଭାପତିତ୍ୱ ଓ ଡଃ ସୁମନ ଦତ୍ତଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ଦତ୍ତ ରାଉରକେଲା…
Read More...

ମାତୃପ୍ରେମୀ ଇନ୍ଦୁମତୀ ଦାଶଙ୍କ ସପ୍ତମ ପୁଣ୍ୟତିଥି ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକଟର-୫ ସ୍ଥିତ ଅରବିନ୍ଦ ଯୋଗମନ୍ଦିରର ଏନେକ୍ସ ହଲରେ ଶିକ୍ଷାବିତ ତଥା ସମାଜସେବୀ ଡକ୍ଟର କିଶୋରୀ ଦାଶଙ୍କ ଶ୍ରୀମା ଶ୍ରୀଅରବିନ୍ଦଙ୍କ ଚରଣ ଆଶ୍ରିତା ଦିବଙ୍ଗତା ମାଆ ଇନ୍ଦୁମତୀ ଦାଶଙ୍କ ସପ୍ତମ ପୁଣ୍ୟାତିଥି ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଶ୍ରୀମା…
Read More...