Browsing Tag

rourakela news

ଜଗଦା ସ୍ଥିତ ଆଣ୍ଟି ନିର୍ମଳ ନର୍ସରୀ ସ୍କୁଲର ଗ୍ରୀଷ୍ମକାଳୀନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ନିର୍ମଳ ଏଜୁକେସନ ଟ୍ରଷ୍ଟର ଜଗଦା ସ୍ଥିତ ଆଣ୍ଟି ନିର୍ମଳ ନର୍ସରୀ ସ୍କୁଲର ଗ୍ରୀଷ୍ମକାଳୀନ ଶିବିର ଗତ ୬ ତାରିଖରୁ ଆରମ୍ଭ ହୋଇଛି । ଏହି ଶିବିର ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଏହି ଶିବିରରେ ସ୍କୁଲରେ ପଢୁଥିବା ଛାତ୍ର…
Read More...

ଗୋଚର ଜମି ପରିମାଣ ହ୍ରାସ ନିଷ୍ପତ୍ତିର ପୁନଃ ସମୀକ୍ଷା ହେଉ – କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାର ଓଡ଼ିଶା ଜମି ବନ୍ଦୋବସ୍ତ ଆଇନ-୧୯୮୩ରେ ସଂଶୋଧନ କରି ପ୍ରତ୍ୟେକ ଗାଁରେ ଆବଶ୍ୟକ ହେଉଥିବା ଗୋଚର ଜମି ପରିମାଣକୁ ଶତକଡ଼ା ୫ରୁ ୩ ଭାଗକୁ ହ୍ରାସ କରିବାକୁ ନେଇଥିବା ନିଷ୍ପତ୍ତିକୁ କଡା ବିରୋଧ କରିଛନ୍ତି ବିଶ୍ୱହିନ୍ଦୁ ପରିଷଦର ବରିଷ୍ଠ ନେତା…
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ବଚ୍ଛତା ଓ ପରିବେଶକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଇସ୍ପାତ ସରୋବର ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଦେବେନ୍ଦ୍ର ସେଠୀଙ୍କ ସଭାପତିତ୍ବ ଓ…
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀକ ଶ୍ରମିକ ଦିବସ ୨୦୨୨ ମହାସମାରୋହରେ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା ଶ୍ରମ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀକ ଶ୍ରମିକ ଦିବସ ୨୦୨୨ ମହାସମାରୋହରେ ପାଳିତ ହୋଇଯାଇଛି । ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ ଓ ରାଉରକେଲା ଅତିରିକ୍ତ…
Read More...

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମହାକବି ଜୟଦେବ ଜୟନ୍ତୀ ସମାରୋହ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ରାଉରକେଲା ପକ୍ଷରୁ ଉଦିତନଗରସ୍ଥିତ ମହାନଗର ପାଠାଗାରଠାରେ ମହାକବି ଜୟଦେବଙ୍କ ଜୟନ୍ତୀ ସମାରୋହ ପାଳନ ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲୋକ ସଂପର୍କ ଅଧିକାରୀ ସୀମା ଫତିମା ଏକ୍କାଙ୍କ…
Read More...

ରାଉରକେଲା ବିକାଶ ମଞ୍ଚର ଜନ ସଚେତନତା ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ ମଇ ଏକ ତାରିଖ ଦିନ ରାଉରକେଲା ବିକାଶ ମଞ୍ଚ ତରଫରୁ ଅନ୍ୟ ଏକ ଜନ ସଚେତନତା ଶିବିର ବାସନ୍ତୀ କଲୋନୀର ଜଗନ୍ନାଥ ମନ୍ଦିର ସାମ୍ନାରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ସମାଜସେବୀ ତଥା ଜଗନ୍ନାଥ ମନ୍ଦିରର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ଦାସ ଏହି ସମାବେଶରେ…
Read More...

ବାସନ୍ତୀ ପାଠାଗାର ଆନୁକୂଲ୍ୟରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଓ…

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର ତରଫରୁ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଠାଗାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସଭାପତି ପ୍ରଫେସର ଜେ କେ ରାଓଙ୍କ ଅଧ୍ୟକ୍ଷତା,…
Read More...

କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନର ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ହନୁମାନ ବାଟିକା ପରିସରରେ ‘କେନ୍ଦ୍ରୀୟ ମାନବ ଅଧିକାର ସୁରକ୍ଷା ସଙ୍ଗଠନ’ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକତା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସଙ୍ଗଠନର ସୁନ୍ଦରଗଡ଼ ଜିଲ୍ଲା ଆବାହିକା ଲଳିତା ଲାକ୍ରା ଓ ସହ ଆବାହକ ତଥା ସମାଜସେବୀ ରଣଧିର…
Read More...

ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳର ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘର, ରାଉରକେଲା ଓ ଉତ୍କଳ ନବଜୀବନ ମଣ୍ଡଳ ତଥା ସୁନ୍ଦରଗଡ ଅଟୋ ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେ ବିଶ୍ବ ଶ୍ରମିକ ଦିବସ ପାଳନ ଅବସରରେ ସେକ୍ଟର ୭ସ୍ଥିତ ସିୟର କାର୍ଯ୍ୟାଳୟଠାରେ ଆଲୋଚନାଚକ୍ର, ସମ୍ବର୍ଦ୍ଧନା, ପୁସ୍ତକ ଉନ୍ମୋଚନ ଓ ପ୍ରଗତିଶୀଳ…
Read More...

ଅଦ୍ୱୈତ ପ୍ରସାଦ ବିଶ୍ୱାଳଙ୍କ ପ୍ରଥମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବରିଷ୍ଠ ସାମ୍ବାଦିକ, ଲେଖକ, ସ୍ତମ୍ଭକାର ତଥା ସଂଗଠକ ଅଦ୍ୱୈତ ପ୍ରସାଦ ବିଶ୍ୱାଳଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ସେକ୍ଟର ୫ସ୍ଥିତ କଲଚରାଲ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ସଭାପତି ଡଃ ପ୍ରଭାତ କୁମାର…
Read More...