Browsing Tag

rourakela news

ପାଣି ପାଇଁ ଡହକ ବିକଳ ହେଉଛନ୍ତି ଗାଈଗୋରୁ : ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଭିଏଚ୍‌ପି ନେତା

ରାଉରକେଲା, (ସସ୍ମିତା ପ୍ରଧାନ) : ମାତ୍ରାଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ଟୋପାଏ ପାଇଁ ବୁଲା ଗାଈଗୋରୁ ତଥା ଜୀବଜନ୍ତୁମାନେ ଡହକ ବିକଳ ହେଉଥିବା ବେଳେ ଏଥିପ୍ରତି ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱହିନ୍ଦୁ ପରିଷଦର ବରିଷ୍ଠ ନେତା ଶାନ୍ତନୁ କୁସୁମ । ଆଜି ଏହି ପରିପ୍ରେକ୍ଷୀରେ ଶ୍ରୀ…
Read More...

ସ୍ୱେଚ୍ଛାସେବୀ ଅନୁଷ୍ଠାନର ନିଆରା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ଓ ସ୍ବେଛାସେବୀ ଅନୁଷ୍ଠାନ ଉଇ ଫର ୟୁ ୟୁଥ୍ କ୍ଲବ ତରଫରୁ ଏକ ନିଆରା କାର୍ଯ୍ୟକ୍ରମ କରାଯାଇଅଛି । ଲାଠିକଟା ସ୍ଥିତ ରାଧାକୃଷ୍ଣ ଦୃଷ୍ଟିହୀନ ବିଦ୍ୟାଳୟରେ ଅନୁଷ୍ଠାନ ପକ୍ଷରୁ "ସାମୁହିକ ଜନ୍ମ ଉତ୍ସବ" ପାଳନ କରାଯାଇଅଛି । ଏହି…
Read More...

ଝାଡଖଣ୍ଡ ଉତ୍କଳୀୟ ଓ ମୂଳବାସୀ ସାଂସ୍କୃତିକ ପରିଷଦର ମିଳିତ ଆନୁକୂଲ୍ୟରେ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସମ୍ମିଳନୀ ଚାଇବସା ଶାଖା ଓ ଝାଡ଼ଖଣ୍ଡ ଉତ୍କଳୀୟ ଓ ମୂଳବାସୀ ସାଂସ୍କୃତିକ ପରିଷଦର ମିଳିତ ଆନୁକୂଲ୍ୟରେ ଚାଇବସାଠାରେ ମଧୁବାବୁଙ୍କ ୧୭୪ତମ ଜୟନ୍ତୀ ପାଳିତ ହୋଇଯାଇଅଛି । ଏଥିରେ ଉଭୟ ସଂସ୍ଥାର କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ରହି ଉତ୍କଳ ଗୌରବ…
Read More...

ରାଉରକେଲା ବିକାଶ ମଞ୍ଚ ତରଫରୁ ବିମାନବନ୍ଦର ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଏୟାରପୋର୍ଟ ଅଥରିଟିର ଆଞ୍ଚଳିକ ନିର୍ଦ୍ଦେଶକ ମନୋଜ କୁମାର ଗଙ୍ଗଲ ଓ ତାଙ୍କ ସହ ଟେକ୍ନିକାଲ ଟିମ୍‌ ରାଉରକେଲା ଏୟାରପୋର୍ଟ ଅଂଚଳରେ ଭିତ୍ତିଭୂମିର ତଦାରଖ ପାଇଁ ଆସିଥିବା ଅବସରରେ ରାଉରକେଲା ବିକାଶ ମଞ୍ଚର ଉପଦେଷ୍ଟା ଅଭୟ କୁମାର ଦାସଙ୍କ ନେତୃତ୍ୱରେ,…
Read More...

ପ୍ରଗତି ଉତ୍କଳ ସଂଘ ତରଫରୁ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ମଧୁବାବୁ ଓଡିଆ ସ୍ୱାଭିମାନ ଓ ଅସ୍ମିତାର ପ୍ରତୀକ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅଜୟ କୁମାର ନାୟକଙ୍କ…
Read More...

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀରେ ସହରର ବିଭିନ୍ନ ସଂଗଠନ ତରଫରୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ ଅବସରରେ ଇସ୍ପାତ ନଗରୀର ବିଭିନ୍ନ ସାହିତ୍ୟାନୁଷ୍ଠାନ, ସାମାଜିକ, ସାଂସ୍କୃତିକ ଓ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ରାଉରକେଲା ମଧୁସୂଦନ ମାର୍ଗରେ ଥିବା ମଧୁବାବୁଙ୍କ…
Read More...

ଓଡ଼ିଶାର ଜନକ ମଧୁସୂଦନଙ୍କୁ ଓଡିଆ ଭାଷା ବିକାଶ ମଞ୍ଚର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଦ୍ବାରା ଉତ୍କଳ ଗୌରବ ମଧୁସୂଦନଙ୍କୁ ୧୭୪ତମ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇ ଓଡ଼ିଆ ଭାଷା ବିକାଶ ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ର କହିଲେ ଓଡ଼ିଆ ଜାତିର ଅସ୍ମିତା ଓଡ଼ିଶା ଭୂମିର ଗୌରବ ଓଡ଼ିଆ ସ୍ବାଭିମାନର…
Read More...

ଚେତନାର ଅଭିଯାତ୍ରୀ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କଥାକାର ମନୋଜ ଦାସଙ୍କ ପ୍ରଥମ ପୁଣ୍ୟତିଥି ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୫ ସ୍ଥିତ ଶ୍ରୀ ଅରବିନ୍ଦ ଯୋଗମନ୍ଦିର ଆନୁକୂଲ୍ୟରେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କଥାକାର ମନୋଜ ଦାସଙ୍କ ପ୍ରଥମ ପୁଣ୍ୟତିଥି ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଏକ ସ୍ୱତନ୍ତ୍ର ଶ୍ରଦ୍ଧାଞ୍ଜଳି ପାଠ୍ୟଚକ୍ରର ଆୟୋଜନ ସହିତ "ମନୋଜ ଦାସଙ୍କ କାଳଜୟୀ…
Read More...

ରାଉରକେଲା ବିକାଶ ମଞ୍ଚର ଦ୍ୱିତୀୟ ସଚେତନତା ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ତଥା ସୁନ୍ଦରଗଡ ଜିଲ୍ଲାର ସାମୂହିକ ବିକାଶ ପାଇଁ ରାଉରକେଲା ବିକାଶ ମଞ୍ଚ ପକ୍ଷରୁ ଦ୍ୱିତୀୟ ସଚେତନତା ସମାବେଶ ଛେଣ୍ଡ ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଛକଠାରେ ଅନୁଷ୍ଠିତ ହୋଇଯାଇଛି । ଏନେଇ ମଞ୍ଚର ଆବାହକ ଡଃ ସୁମନ ଦତ୍ତଙ୍କ ଆବାହକତ୍ୱ ଓ ଇଂ ଅଭୟକୁମାର…
Read More...

ଆଜି ରାଉରକେଲା ବିକାଶ ମଞ୍ଚର ସଚେତନତା ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ତଥା ସୁନ୍ଦରଗଡ ଜିଲ୍ଲାର ସାମୂହିକ ବିକାଶ ପାଇଁ ରାଉରକେଲା ବିକାଶ ମଞ୍ଚ ପକ୍ଷରୁ ଆସନ୍ତାକାଲି (ମଙ୍ଗଳବାର) ଛେଣ୍ଡ ବିଏସ୍‌ଏନ୍‌ଏଲ୍‌ ଛକଠାରେ ଦ୍ଵିତୀୟ ପର୍ଯ୍ୟାୟ ସଚେତନତା ସମାବେଶ କରାଯିବ ବୋଲି ଜଣାପଡ଼ିଛି । ଏନେଇ ମଞ୍ଚର ଆବାହକ ଡଃ ସୁମନ…
Read More...