Browsing Tag

rourakela news

ବିଭାଗୀୟ ଅଧ୍ୟାପକ ସମୁହଙ୍କ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ସ୍ଥିତ ରାଉରକେଲା କଲେଜ, ରାଉରକେଲା ବିଭାଗୀୟ ଅଧ୍ୟାପକ ସମୁହଙ୍କ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା ବାର୍ ଆସୋସିଏସନ୍‌ର…
Read More...

ସଙ୍ଗୀତ ତରଙ୍ଗ ପକ୍ଷରୁ ‘ଓଡ଼ିଶା ମୋ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ପ୍ରତିଷ୍ଠିତ ସାଂସ୍କୃତିକ ନ୍ୟାସ ତଥା ସଙ୍ଗୀତ ଅନୁଷ୍ଠାନ ସଙ୍ଗୀତ ତରଙ୍ଗ ଆନୁକୂଲ୍ୟରେ ସିଭିକ ସେଣ୍ଟର ଠାରେ ଏକ ମନୋରମ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏପ୍ରିଲ ମାସରେ ଉତ୍କଳ ଦିବସ ପଡ଼ିଥିବାରୁ ଏପ୍ରିଲ ତୃତୀୟ ରବିବାର ଅନୁଷ୍ଠିତ…
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଲେନିନ୍‌ ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ ଏକା‌ଡେମୀ ପରିସରରେ ଲେନିନ୍‌ଙ୍କ ଜୟନ୍ତୀ ସମାରୋହ ସହିତ ବୌଦ୍ଧିକ ଆଲୋଚନା ଏବଂ ସ୍ବଦେଶାନୁରାଗ ସମ୍ବଳିତ କ୍ରାନ୍ତିକାରୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଭାଷା ବିକାଶ ମଞ୍ଚର ସାଧାରଣ…
Read More...

ବ୍ରହ୍ମାକୁମାର ରାମନାଥ ଭାଇଙ୍କ ସହିତ ଆଲୋଚନା କଲେ କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଗସ୍ତରେ ଆସିଥିବା ମାଉଣ୍ଟ ଆବୁ ସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ରାଷ୍ଟ୍ରୀୟ ଧାର୍ମିକ ବିଭାଗ ମୁଖ୍ୟ ରାଜଯୋଗୀ ବ୍ରହ୍ମାକୁମାର ରାମନାଥ ଭାଇଙ୍କୁ ବାସନ୍ତୀ କଲୋନୀ ସ୍ଥିତ ସେବାକେନ୍ଦ୍ରରେ ସାକ୍ଷାତ କରିଥିବା ବେଳେ…
Read More...

ସମାଜର ବିକାଶ ପାଇଁ ବିଜ୍ଞାନକୁ କେବଳ ଭାରତ ବ୍ୟବହାର କରିପାରିବ : ରାଜ୍ୟପାଳ

ରାଜଗାଙ୍ଗପୁର/ରାଉରକେଲା, (ସସ୍ମିତା ପ୍ରଧାନ) : ବିଜ୍ଞାନକୁ ବିନାଶରେ ନୁହେଁ ବିକାଶରେ କେବଳ ଆମ ଭାରତ ବର୍ଷ ହିଁ ବ୍ୟବହାର କରିପାରିବ । ଧ୍ୱଂସ ପାଇଁ ମିସାଇଲ ତିଆରି କରିବା ପରିବର୍ତ୍ତେ ବିକାଶ ପାଇଁ ମିସାଇଲ ତିଆରି କରିବା ଦରକାର । ଏହା ଭାରତ ବର୍ଷ ପାଇଁ ସମ୍ଭବ । ଏହା କେବଳ ଭାରତର…
Read More...

ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆତ୍ମସୁରକ୍ଷା ତାଲିମ ଶିବିର ୨୦୨୧- ୨୨ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତା ଓ କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ବନ୍ଦନା ସୋରେନଙ୍କ ମଂଚ…
Read More...

ଓଡ଼ିଶାରେ ଓଡ଼ିଆ ଭଦ୍ରଲୋକ ଡାକଘରେ ହଟହଟା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ର ୧୮ ତାରିଖ ଦୁଇଟା ପଇଁଚାଳିଶ ମିନିଟ୍ ସମୟରେ ଏକ ରେଜିଷ୍ଟ୍ରି ଚିଠି ପାଇଁ ଚାରି ନମ୍ବର ଡାକଘରର ବିଭାଗୀୟ କର୍ମଚାରୀଙ୍କୁ ପ୍ରଦାନ କରିଥିଲେ । ଦାୟିତ୍ଵରେ ଥିବା କର୍ମଚାରୀ ହିନ୍ଦୀରେ…
Read More...

ହିନ୍ଦୁ ସଂଗଠିତ ନହେଲେ ସମ୍ବିଧାନ ମଧ୍ୟ ଆମକୁ ରକ୍ଷା କରିପାରିବ ନାହିଁ – ତୋଗାଡିଆ

ରାଉରକେଲା, (ସସ୍ମିତା ପ୍ରଧାନ) : କାଶ୍ମୀରଠାରୁ କୈରାନା ଯାଏ ଦିନକୁଦିନ ହିନ୍ଦୁମାନଙ୍କ ପଳାୟନ ଜାରୀ ରହିଥିବା ବେଳେ ଏ ଦେଶର ବିଭିନ୍ନ ଭାଗରେ ହିନ୍ଦୁମାନଙ୍କ ଜୀବନଧାରା ଦୁର୍ବିସହ ହେଉଛି । ଯେଉଁଠି ହିନ୍ଦୁ ମାନଙ୍କ ସଂଖ୍ୟା ହ୍ରାସ ପାଉଛି, ସେଠି ହିନ୍ଦୁ ହତ୍ୟା, ବଳାତ୍କାର ତଥା ଅମାନୁଷିକ…
Read More...

ବାସୁଦେବପୁର ଜନକଲ୍ୟାଣ ପରିଷଦ ଆନୁକୂଲ୍ୟରେ ଜାତୀୟ କବି ବାଞ୍ଛାନିଧି ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ- ସାଂସ୍କୃତିକ ଅନୁଷ୍ଠାନ ବାସୁଦେବପୁର ଜନକଲ୍ୟାଣ ପରିଷଦ ଆନୁକୂଲ୍ୟରେ ଛେଣ୍ଡ କଲୋନୀ ସ୍ଥିତ ହୃଷିକେଶ ରାୟ ମହାବିଦ୍ୟାଳୟ ପରିସରରେ ଜାତୀୟ କବି ବାଞ୍ଛାନିଧି ମହାନ୍ତିଙ୍କ ୧୨୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ…
Read More...

ଓମ୍‌ଫେଡ୍‌ର ପ୍ରଦୂଷଣ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପ୍ରଧାନପାଲି ଅଞ୍ଚଳର ଜନ ସାଧାରଣମାନେ ବିଭିନ୍ନ ସମସ୍ୟା ନେଇ ପ୍ରଦୂଷଣ ବିଭାଗ ଯାଇଥିଲେ । ପାଖରେ ଥିବା ଫାକ୍ଟ୍ରିରୁ ଅନବରତ କଳା ଧୂଆଁ ବାହାରି ସ୍ଥାନୀୟ ଅଂଚଳରେ ବାୟୁ ପ୍ରଦୂଷଣ କରୁଛି । ଯାହାଦ୍ୱାରା କି ଛୋଟ ପିଲା ଓ ବୟସ୍କମାନେ ବିଭିନ୍ନ ରୋଗର…
Read More...