ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ବରିଷ୍ଠ ସଦସ୍ୟ ବିଜୟ କୁମାର ବରାଳଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର!-->…
Read More...
Read More...