Browsing Tag

rourakela news

ଗଜ ରକ୍ଷା ଜନ ସୁରକ୍ଷା ନେଇ ପଥପ୍ରାନ୍ତ ନାଟକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନଖଣ୍ଡ ପକ୍ଷରୁ ଗଜ ରକ୍ଷା ଜନ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ବୀରମିତ୍ରପୁର ରେଞ୍ଜ ଓ ବିଶ୍ରାରେ ଆଜି ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଡ଼ିଏଫଓ ଯଶୋବନ୍ତ ସେଠିଙ୍କ ନିର୍ଦେଶ କ୍ରମେ ହାତିବାରୀ ହାଟ (ବଜାର) ଓ ନୂଆଗାଁ ହାଟ ଠାରେ
Read More...

ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ତୃତୀୟ ଦିବସ

ସଂକଳ୍ପର ସଦଗତି ଓ ସାରନା ନବ ଯୁବକ ସଂଘର ଚନ୍ଦ୍ରାଦିତ୍ୟ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ତୃତୀୟ ଦିବସରେ ଦୁଇଟି ନାଟକ ମଞ୍ଚସ୍ଥ ହୋଇଯାଇଛି । ପ୍ରଥମଟି ସଂକଳ୍ପ ପ୍ରାୟୋଜିତ ନାଟକ ସଦଗତି ଓ ଦ୍ୱିତୀୟଟି ସରନା ନବଯୁବକ ସଂଘର
Read More...

ଇସ୍ପାତ ସାହିତ୍ୟ ସଂସଦର ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦର ୫୬ତମ ପ୍ରତିଷ୍ଠା ଦିବସ ସେକ୍ଟର ୭ ସ୍ଥିତ ନିଜସ୍ଵ କାର୍ଯ୍ୟାଳୟ ପରିସରରେ ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ପ୍ରାକ୍ତନ ସଭାପତି କବି
Read More...

ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସ

କୋଶଲ ନାଟକ ପରିଷଦର ଦେବତା ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସରେ ସେକ୍ଟର ୬ କୋଶଲ୍ ନାଟକ ପରିଷଦ ତରଫରୁ ନାଟକ ଦେବତା ମଞ୍ଚସ୍ଥ ହୋଇଥିଲା । ନାଟକର କାହାଣୀ ହେଲା ମଣିଷ ଏକ ସାମାଜିକ ପ୍ରାଣୀ । ମଣିଷର ମୃତ୍ୟୁ ପରେ
Read More...

ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ଭିନ୍ନକ୍ଷମଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ପ୍ରୋତ୍ସାହନ ଆବଶ୍ୟକ ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ କଲ୍ୟାଣ ଅନୁଷ୍ଠାନ ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର (ଆର୍‌ଆର୍‌ଆର୍‌ସି) ଏବଂ ସ୍ୱତନ୍ତ୍ର ବିଦ୍ୟାଳୟ ଆଶାଦୀପର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ
Read More...

ଶ୍ରଦ୍ଧାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭିନ୍ନକ୍ଷମଙ୍କ ପ୍ରତି ସମର୍ପିତ ଅନୁଷ୍ଠାନ ଶ୍ରଦ୍ଧା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡ. ରାମକୃଷ୍ଣ ବିଶ୍ୱାଳଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ କାର୍ତ୍ତିକଚନ୍ଦ୍ର ପାଣ୍ଡବଙ୍କ ଆବାହକତ୍ୱ ଓ କାର୍ଯ୍ୟକାରୀ
Read More...

୨୯ ତମ ଗୀତା ଯଜ୍ଞ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ଶ୍ରୀ ବିଶ୍ଵନାଥ ଓ ହନୁମାନ ମନ୍ଦିର ଆନୁକୂଲ୍ୟରେ ୨୯ ତମ ଗୀତା ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପୂଜକ ମାନସ ରଞ୍ଜନ ପଣ୍ଡାଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂଜକ ଭାବେ ମାନସ ରଞ୍ଜନ ପଣ୍ଡା, ବଳରାମ ପଣ୍ଡା ଓ ଜ୍ଞାନରଞ୍ଜନ
Read More...

ରାଉରକେଲା କଲେଜର ୩୯ତମ କ୍ରୀଡା ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ୱି-ଦିବସୀୟ ୩୯ତମ ବାର୍ଷିକ କ୍ରୀଡା ଓ ଦୌଡ଼-କୁଦ ପ୍ରତିଯୋଗିତା ଉତ୍ସାହପୂର୍ଣ୍ଣ ପରିବେଶରେ ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ କରକମଳରେ ଉଦଘାଟିତ ହୋଇଯାଇଛି । ସେ ତାଙ୍କ ବକ୍ତବ୍ୟରେ
Read More...

ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବ ଉଦଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷାକତା ଏବଂ ଆର୍‌ଏସ୍‌ପି ଆନୁକୂଲ୍ୟରେ ୨୭ଟି ନାଟ୍ୟ ଅନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବ ସ୍ଥାନୀୟ ସିଭିକ ସେଣ୍ଟର ଠାରେ
Read More...

ଏକାମ୍ର ପ୍ରତିଭା ରତ୍ନ ସମ୍ମାନ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଅଫ୍ ଇଣ୍ଡିଆ ତରଫରୁ ଏକାମ୍ର ପ୍ରତିଭା ରତ୍ନ ସମ୍ମାନ ସମାରୋହ ଭୁବନେଶ୍ୱରର ଗୀତଗୋବିନ୍ଦ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵ ଓ ସଂଯୋଜନାରେ ଆୟୋଜିତ ଏହି
Read More...