Browsing Tag

rourakela news

ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ପଣା ବଣ୍ଟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ଜଗଦା ସ୍ଥିତ ମାନବ ସେବା ଆଶ୍ରମରେ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ସଫଳତାର ସହିତ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଦୀପ୍ତି ସୁନ୍ଦରାୟଙ୍କ ସହିତ ଲିନା ତ୍ରିପାଠୀ, ଗରିମା ପତ୍ରୀ, ଅପୂର୍ବ ପାଣ୍ଡେ,
Read More...

ଆଦର୍ଶ ପାଠାଗାରର ବିଷୁବ ମିଳନ ୨୦୨୬

ଚଳିତ ବର୍ଷ ବିଷୁବ ସମ୍ମାନରେ ସମ୍ମାନିତ ହେଲେ ପ୍ରଫେସର ସବିତା ପ୍ରଧାନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସର୍ବ ପୂରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ବିଷୁବ ମିଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସେକ୍ଟର ୭ ମଧୁମଣ୍ଡପ ଠାରେ ପାଠାଗାରର ସଭାପତି
Read More...

ଡିଏଭି ପବ୍ଲିକ ସ୍କୁଲରେ ଓଡ଼ିଆ ନବବର୍ଷ ଏବଂ ଆମ୍ବେଦକର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଆ ପଞ୍ଜିକାର ଗଣନା ଅନୁସାରେ ବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ପ୍ରତିବର୍ଷ ଏହି ସଂକ୍ରାନ୍ତିକୁ ଡ. ଏ ଏନ୍. କେ ଡିଏଭି ପବ୍ଲିକ ସ୍କୁଲ, ରାଉରକେଲାର ଅଧ୍ୟକ୍ଷ ଲୋକନାଥ ପ୍ରଧାନଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ
Read More...

ଶାରଳା ପରିବାରର ମା’ ଶାରଳାଙ୍କ ପୂଜା

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଶାରଳା ପରିବାର ତରଫରୁ ସେକ୍ଟର ୨୦ ସ୍ଥିତ ଶ୍ରୀ ଶ୍ରୀ ସୋମନାଥ ମନ୍ଦିର ଠାରେ ମା' ଶାରଳାଙ୍କ ପୂଜା, ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଭଜନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ପ୍ରଭାତ କିଶୋର ସ୍ୱାଇଁ
Read More...

ରାଉରକେଲାରେ ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଓ ବାବାସାହେବ ଡ଼ଃ ଆମ୍ବେଦକର ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାର ବିଭିନ୍ନ ଅନୁଷ୍ଠାନ ତଥା ସ୍ଥାନରେ ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଓ ବାବାସାହେବ ଡ଼ଃ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଭିନ୍ନ ସ୍ଥାନରେ ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ,
Read More...

ବାବା ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ଓ ଆମ୍ବେଦକର ସ୍ମୃତି କମିଟିର ମିଳିତ ଆନୁକୂଲ୍ୟରେ ଡା. ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ରାଉରକେଲାରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଇଟିଡିଏ ସମ୍ମିଳନୀ କକ୍ଷରେ ଏକ କାର୍ଯ୍ୟକ୍ରମ
Read More...

ନାରୀ ଶକ୍ତି ବନ୍ଦନ ଅଧିନିୟମ : ଏକ ନୂତନ ଯୁଗର ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ଗଣତାନ୍ତ୍ରିକ ଇତିହାସରେ ନାରୀ ଶକ୍ତି ବନ୍ଦନ ଅଧିନିୟମ, ୨୦୨୩ ଏକ ଯୁଗାନ୍ତକାରୀ ପଦକ୍ଷେପ ଭାବରେ ଉଭା ହୋଇଛି । ଏହି ବିଷୟକୁ ନେଇ ଆଜି ରାଉରକେଲା ଜିଲ୍ଲା ବିଜେପି ପକ୍ଷରୁ ସେକ୍ଟର-୩ କାର୍ଯ୍ୟାଳୟରେ ନାରୀ ଶକ୍ତି ବନ୍ଦନ ପରିପ୍ରେକ୍ଷୀରେ ଏକ
Read More...

ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟର ସ୍ୱର୍ଗତ ସଦାନନ୍ଦ ତ୍ରିପାଠୀଙ୍କ ବିୟୋଗରେ ଶୋକସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ବାଗ୍ମୀ, ସାହିତ୍ୟିକ, ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ, ଇସ୍ପାତ୍ ସାହିତ୍ୟ ସଂସଦର ପ୍ରାକ୍ତନ ସାଧାରଣ ସମ୍ପାଦକ ସ୍ୱର୍ଗତ ସଦାନନ୍ଦ ତ୍ରିପାଠୀଙ୍କ ବିୟୋଗରେ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଏକ ଶୋକସଭା ଅନୁଷ୍ଠିତ
Read More...

ଆଦର୍ଶ ପାଠାଗାରର ମହାବିଷୁବ ମିଳନ ଆସନ୍ତା ୧୪ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମହା ବିଷୁବ ସଂକ୍ରାନ୍ତି ପାଳନ ଆସନ୍ତା ୧୪ ତାରିଖ ଦିନ ସନ୍ଧ୍ୟା ସାଢ଼େ ଛଅ ଘଟିକା ସମୟରେ ସେକ୍ଟର ୭ ସ୍ଥିତ ପ୍ରଗତି ଉତ୍କଳ ସଂଘ ପରିସରରେ ଥିବା ମଧୁମଣ୍ଡପ ଠାରେ ପାଳନ କରାଯିବ । ଏନେଇ କୋଏଲ
Read More...

ମା’ ତୋ ବିନା ଓ ଅଭୁଲା ସ୍ମୃତି କାର୍ଯ୍ୟକ୍ରମ ଆସନ୍ତା ୧୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାଇ ସରଗମ ମ୍ୟୁଜିକାଲ ଏଣ୍ଡ ସୋସିଆଲ ଟ୍ରଷ୍ଟ ଆନୁକୂଲ୍ୟରେ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ମା' ତୋ ବିନା ଓ ଅଭୁଲା ସ୍ମୃତି ଆସନ୍ତା ୧୬ ତାରିଖ ଦିନ ସନ୍ଧ୍ୟା ୬ ଘଟିକା ସମୟରେ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ
Read More...