Browsing Tag

rourakela news

ଗୋକର୍ଣ୍ଣିକାର ସମାବର୍ତ୍ତନ ଉତ୍ସବରେ ରାଉରକେଲାର ୪ ଜଣ ସମ୍ବର୍ଦ୍ଧିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋକର୍ଣ୍ଣିକା ସାହିତ୍ୟାନୁଷ୍ଠାନ ତରଫରୁ ଜାରକା ସ୍ଥିତ ସିଭିକ ସେଣ୍ଟରଠାରେ ୪୭ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ରାଉରକେଲାର ୪ଜଣ ବିଶିଷ୍ଟ ସାରସ୍ୱତ ସାଧକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଯାହା ସହରବାସୀଙ୍କୁ ଆହ୍ଲାଦିତ କରିଛି । ଏହି ସମାବର୍ତ୍ତନ…
Read More...

ଆଇନ ମହାବିଦ୍ୟାଳୟର ଆନ୍ତର୍ଜାତୀୟ ମାନବାଧିକାର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବନ୍ଧମୁଣ୍ଡା ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ତୁଷାରକାନ୍ତ…
Read More...

ପ୍ରଗତି ଉତ୍କଳ ସଂଘର ନାରୀ କବି ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ନାରୀ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅଜୟ କୁମାର ନାୟକଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ରାଧାମୋହନ ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ଧାମରା ସଂଘ ଦ୍ୱାରା କାନ୍ତକବିଙ୍କ ଜୟନ୍ତୀ ପାଳିତ

କାନ୍ତକବିଙ୍କ ଉଚ୍ଚାଙ୍ଗ ସାହିତ୍ୟ ଭୂମିରୁ ଭୂମା ପର୍ଯ୍ୟନ୍ତ ପରିବ୍ୟାପ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଧାମରା ସଂଘ ତରଫରୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୩ତମ ଜୟନ୍ତୀ ପାଳନ ହୋଇଯାଇଛି । ସଂଘର ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ…
Read More...

ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାରସ୍ୱତ ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଓ ସ୍ୱସ୍ତି ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ୱତ ସମାବେଶ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ମହେନ୍ଦ୍ର କୁମାର ପଟ୍ଟନାୟକଙ୍କ ସଭପତିତ୍ୱ ଓ ସାଧାରଣ ସଂପାଦକ ରାଜୀବ ପାଣିଙ୍କ ଆବାହକତ୍ୱ ତଥା…
Read More...

‘ତୋ ନାଁରେ ମୋ ନାଁକୁ ଦେଇଛି ଯୋଡି’ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ତ୍ରିନାଥ ବାଟିକା ଆନୁକୂଲ୍ୟରେ ତ୍ରିନାଥ ନାଟ୍ୟ ପରିଷଦ ତରଫରୁ 'ତୋ ନାଁରେ ମୋ ନାଁକୁ ଦେଇଛି ଯୋଡି' ମଞ୍ଚସ୍ଥ ହୋଇଯାଇଛି । ଏହି ନାଟକକୁ ଗଣେଶ ରାଉତ ରଚନା କରିଥିବାବେଳେ ନିର୍ଦ୍ଦେଶନା ଦେଇଥିଲେ ଅରୁଣ ପଟ୍ଟନାୟକ । ସହନିର୍ଦ୍ଦଶନା ସମ୍ବିତ ଶେଖର…
Read More...

ଜଗଦା ୱେଲଫେୟାର ଆସୋସିଏସନ୍ ତରଫରୁ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ୱେଲଫେୟାର ଆସୋସିଏସନ୍ ତରଫରୁ ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତ ଓ ଅନ୍ୟ ୧୩ଜଣ ସହିଦଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଆସୋସିଏସନ୍‌ର ଅଧ୍ୟକ୍ଷ ଅଶୋକ କକ୍କଡଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ…
Read More...

କଳିଙ୍ଗ ଇସ୍ପାତ ଶ୍ରମିକ ସଂଘ ସଭାପତିଙ୍କ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : କଳିଙ୍ଗ ଇସ୍ପାତ ଶ୍ରମିକ ସଂଘର ସଭାପତି ଅନିଲ ମିଶ୍ରଙ୍କ ଆଇଜିଏଚ୍‌ଠାରେ ବିୟୋଗ ଘଟିଛି । ତାଙ୍କର ଶେଷକୃତ୍ୟ ବେଦବ୍ୟାସ ଠାରେ କରାଯାଇଛି । ସଂଘର କାର୍ଯ୍ୟକାରୀ ସଭାପତି ଚିତ୍ତରଂଜନ ଜେନାଙ୍କ ସଭାପତିତ୍ବରେ ଶୋକସଭା ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ…
Read More...

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ରିଜର୍ଭ ପୁଲିସ ଲାଇନର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୩ତମ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।…
Read More...

ନିବେଦିତା ତନ୍ତୀ ହେଲେ ବିଜେପି ଏସ୍‌ସି ମୋର୍ଚ୍ଚାର ଉପସଭାପତି

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ସାଂଗଠନିକ ଜିଲ୍ଲା ବିଜେପି ସଭାପତି ଲତିକା ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏସ୍‌ସି ମୋର୍ଚ୍ଚା ଜିଲ୍ଲା ସଭାପତି ରୋହିତ କୁମାର ତନ୍ତୀ ନିବେଦିତା ତନ୍ତୀଙ୍କୁ ଏସ୍‌ସି ମୋର୍ଚ୍ଚାର ଉପସଭାପତି ଭାବେ ନିଯୁକ୍ତି ଦେଇଛନ୍ତି । ସାଂସଦ ଜୁଏଲ ଓରାମ ଏଥିପାଇଁ…
Read More...