Browsing Tag

rourakela news

ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ, ରାଜନୀତି ବିଷାରଦ, ସାମ୍ବାଦିକ ଓ ସାହିତ୍ୟ ତ୍ରିବେଣୀଧାରା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୨ତମ ଜୟନ୍ତୀ ସେକ୍ଟର ୫ ଗୁଣ୍ଡିଚା ମନ୍ଦିରଠାରେ ପାଳିତ ହୋଇଯାଇଛି । ସୁନ୍ଦରଗଡ ସାଂସଦ ତଥା…
Read More...

ଲେଖାଲେଖିର ୧୦ମ ସାହିତ୍ୟ ମେଳା ଅନୁଷ୍ଠିତ

ଆତ୍ମାର ସ୍ୱଚ୍ଛତା କବିତାର ଚରିତ୍ର : ଅପର୍ଣ୍ଣା ମହାନ୍ତି ରାଉରକେଲା, (ସସ୍ମିତା ପ୍ରଧାନ) : ଆତ୍ମାର ସ୍ୱଚ୍ଛତା କବିତାର ଚରିତ୍ର । ଯେଉଁ ସୃଷ୍ଟି କିଛି ସମୟ ପାଇଁ ମନକୁ ଆନ୍ଦୋଳିତ କରେ ସେ ଭଲ କବିତା ବୋଲି ଲେଖାଲେଖି ୧୦ମ ସାହିତ୍ୟ ମେଳାରେ ଅତିଥିମାନେ ମତପ୍ରକାଶ କରିଥିଲେ ।…
Read More...

ହନୁମାନ ମନ୍ଦିରରେ ପ୍ରସାଦ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ କୋଏଲନଗର ସ୍ଥିତ ଶ୍ରୀ ଶ୍ରୀ ହନୁମାନ ମନ୍ଦିରଠାରେ ପ୍ରସାଦ ବିତରଣ କରାଯାଇଥିଲା । ବହୁ ସଂଖ୍ୟାରେ ମହିଳା ଶ୍ରଦ୍ଧାଳୁ ମନ୍ଦିର ପରିସରରେ ମୁରୁଜ ପକାଇବା ସହ ଉଭୟ ପୁରୁଷ ଓ ମହିଳା ଭକ୍ତମାନେ ଭଜନ କୀର୍ତ୍ତନରେ…
Read More...

ଓଡିଶା ସାଂସ୍କୃତିକ ପରିଷଦ ପୁନେ ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ବାହାରେ ରହୁଥିବା ଓଡିଆମାନଙ୍କ ମଧ୍ୟରେ ଓଡିଆ ସଂସ୍କୃତିର ଜାଗରଣ, ପ୍ରୋତ୍ସାହନ, ପ୍ରଚାର ପ୍ରସାର ଓ ବନ୍ଧୁତ୍ୱର ବିକାଶ ଓ ନିଃସ୍ବାର୍ଥପର ସେବା ପାଇଁ ସୃଷ୍ଟି ହୋଇଥିବା ଓଡିଶା ସାଂସ୍କୃତିକ ପରିଷଦ ପୁନେ(ପୂର୍ବ) ପକ୍ଷରୁ ବୋଇତବନ୍ଦାଣ ଉତ୍ସବ…
Read More...

ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ସେକ୍ଟର ୨ ଦୁର୍ଗାପୂଜା ପଡ଼ିଆଠାରେ ୩୧ତମ ପ୍ରତୀକାତ୍ମକ ବୋଇତବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ ଯୋଗୁଁ ଗତବର୍ଷ ଭଳି ଏଥର ମଧ୍ୟ ନିରାଡମ୍ବର ତଥା କୋଭିଡ ନିୟମ…
Read More...

ନବାଗତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ପ୍ରଥମ ବର୍ଷର ନବାଗତମାନଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଜାତା ପ୍ରଧାନ ଏହି ଉତ୍ସବକୁ ଉଦ୍‌ଘାଟନ କରି ଆଶୀର୍ବଚନ ଓ…
Read More...

ଡ୍ରିମ ଟିମ୍ ଫାଉଣ୍ଡେସନ୍‌ର ଷଷ୍ଠ ଉତ୍ସାହ ୨୦୨୧ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଶିଶୁ ଦିବସ ଉପଲକ୍ଷେ ଡ୍ରିମ ଟିମ୍ ଫାଉଣ୍ଡେସନର ଷଷ୍ଠ ଉତ୍ସାହ ୨୦୨୧ କାର୍ଯ୍ୟକ୍ରମ ସିଭିଲଟାଉନସିପ୍‌ ପାଣିଗ୍ରାହୀ କମ୍ପ୍ଲେକ୍ସଠାରେ ପାଳିତ ହୋଇଯାଇଛି । ଡ୍ରିମ ଟିମ୍ର ଅଧ୍ୟକ୍ଷ ଅମୀୟ ଦାସ ଓ ଟ୍ରଷ୍ଟି ପଦ୍ମିନୀ…
Read More...

ବିର୍ସାମୁଣ୍ଡା ନୋଡାଲ ବିଦ୍ୟାପୀଠରେ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କ୍ୱାରୀସାଇଟ୍ ବିର୍ସାମୁଣ୍ଡା ନୋଡାଲ ବିଦ୍ୟାପୀଠରେ ଧରତୀ ଆବା ବୀର ବିର୍ସାମୁଣ୍ଡାଙ୍କ ୧୪୬ତମ ଜୟନ୍ତୀ ବିଦ୍ୟାପୀଠ ପରିସରରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ଜିଲ୍ଲା…
Read More...

ରାଉରକେଲାରେ ପାଳନ ହେଲା ଜାତୀୟ ପ୍ରେସ୍ ଦିବସ ୨୦୨୧

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ ୨୦୨୧ ଉଦିତନଗର ସ୍ଥିତ ଆଇଟିଡିଏ ହଲଠାରେ ପାଳିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ସୀମା ଫତିମା ଏକ୍କାଙ୍କ ଅଧ୍ୟକ୍ଷତା ଓ ମହେନ୍ଦ୍ର…
Read More...

ସ୍ୱରବ୍ରହ୍ମର ଶିଶୁ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ସ୍ବରବ୍ରହ୍ମ ତରଫରୁ ଶିଶୁ ଦିବସ ଝିରପାଣିଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଗୁରୁ ନରସିଂହ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ନୃତ୍ୟ, ସଂଗୀତ, ଚିତ୍ରକଳା ଓ…
Read More...