Browsing Tag

rourakela news

ସେକ୍ଟର ୧୬ ଡିଏଭି ବିଦ୍ୟାଳୟରେ ବିଜ୍ଞାନ, ଗଣିତ ଓ ଚିତ୍ରାଙ୍କନ ପ୍ରଦର୍ଶନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ ସ୍ଥିତ ଡିଏଭି ବିଦ୍ୟାଳୟରେ ବିଜ୍ଞାନ, ଗଣିତ ଓ ଚିତ୍ରାଙ୍କନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ପ୍ରଦତ୍ତ ବିଷୟକୁ ଆଧାର କରି ପ୍ରଥମରୁ ଦଶମଶ୍ରେଣୀ ଛାତ୍ରଛାତ୍ରୀ ସ୍ୱପ୍ରସ୍ତୁତ ଚାର୍ଟ, ମଡେଲ, ଛବି ଓ କ୍ରାଫ୍ଟ ସହ ବହୁ
Read More...

ଆସନ୍ତା ୧୧ରେ ଆନ୍ତର୍ଜାତୀୟ ବକ୍ତା ସିଷ୍ଟର ଶିବାନୀଙ୍କ ପାଇଁ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ବ୍ରହ୍ମାକୁମାରୀ କେନ୍ଦ୍ରରେ ସଂସ୍ଥାର ନିର୍ଦ୍ଦେଶିକା ରାଜଯୋଗିନୀ ବିମଳା ଦିଦିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସେ ସାମ୍ବାଦିକଙ୍କୁ ସୂଚନା ପ୍ରଦାନ କରି କହିଲେ ଯେ, ଆନ୍ତର୍ଜାତୀୟ ଖ୍ୟାତନାମା
Read More...

ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ତରଫରୁ କରୱାଚୌଥ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ତରଫରୁ ୧୨୧ତମ ଖୁସି ବାଣ୍ଟିବାର ଦିନ ପାଳନ ଅବସରରେ କରୱାଚୌଥ କାର୍ଯ୍ୟକ୍ରମ ଝିରପାଣି ସ୍ଥିତ ସାଇନିଂ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵରେ ଆୟୋଜିତ ଏହି
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଭାଇବ୍ରାଣ୍ଟର ଡିଜିଟାଲ ଓଜନ ମାପ ଯନ୍ତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଜଲଦା ସି ବ୍ଲକ ହାଟ ଠାରେ କିଛି ଆର୍ଥିକ ଅନଗ୍ରସର ବ୍ୟବସାୟୀଙ୍କୁ ଡିଜିଟାଲ ଓଜନ ମାପ ଯନ୍ତ୍ର ପ୍ରଦାନ କରାଯାଇଛି । ରୋଟାରୀଆନ୍‌ ପ୍ରଦ୍ୟୁମ୍ନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ପଦ୍ମଶ୍ରୀ ଚନ୍ଦ୍ରଶେଖର ରଥଙ୍କ ଜୟନ୍ତୀ ପାଳିତ

ଆତ୍ମଦର୍ଶନରେ ପୂର୍ଣ୍ଣତା ଆସିଥାଏ : ପ୍ରଫେସର ଦାସ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ପଦ୍ମଶ୍ରୀ ଚନ୍ଦ୍ରଶେଖର ରଥଙ୍କ ୯୫ତମ ଜୟନ୍ତୀ ସଂଘ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ଆବାହକ ଭାରତ ଭୂଷଣ
Read More...

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧନେ) : ବିଶ୍ୱ ମାନସିକ ସ୍ଵାସ୍ଥ୍ୟ ଦିବସ ଅବସରରେ ପାନପୋଷ ତାଲୁକ ତଥା ପାନପୋଷ ଉପଖଣ୍ଡର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ମୁକ୍ତି ରଞ୍ଜନ ଶତପଥୀ ଶ୍ରଦ୍ଧା ଅନୁଷ୍ଠାନ ପରିଦର୍ଶନ କରିଥିଲେ । ଏହି ଅବସରରେ ସେ ଶ୍ରଦ୍ଧାର ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ତଥା
Read More...

ଧର୍ମପରାୟଣ ମହିଳାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର - ୬ ଅଞ୍ଚଳର ଜୈନେକ ଧର୍ମପରାୟଣ ମହିଳା ବସନ୍ତ କୁମାରୀ ପଟ୍ଟନାୟକଙ୍କ ବିୟୋଗରେ ଏକାଦଶାହ କର୍ମ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ସଭା ସେକ୍ଟର - ୬ ସ୍ଥିତ ଶାରଳା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ କଳା ପରିଷଦ ସଂକଳ୍ପ ରାଉରକେଲାର
Read More...

ମିଲେଟ୍ ଆଧାରିତ “ଉତ୍ତମ ଖାଦ୍ୟ ଓ ମାନବ ଜାତି” ଉପରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇନଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଇଣ୍ଡିଆ), ରାଉରକେଲା ଲୋକାଲ ସେଣ୍ଟର ଠାରେ "ମାନବିକତା ପାଇଁ ବାସ ସ୍ଥାନ : ଏସ.ଡି.ଜି. ହାସଲ କରିବାରେ ମିଲେଟ୍ ଆଧାରିତ ଉତ୍ପାଦଗୁଡିକର ପୁଷ୍ଟିକରଣ ଓ ପୁଷ୍ଟିହୀନତାକୁ ମୁକାବିଲା କରିବା" ବିଷୟରେ
Read More...

ସଂଗୀତ ତରଙ୍ଗ ମ୍ୟୁଜିକ କ୍ଲବର ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ ସହରର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବ୍" ର ପ୍ରତିଭା ସମ୍ପନ୍ନ କଳାକାରମାନେ ସେକ୍ଟର ୨ ସ୍ଥିତ ମାକ୍ସମୁଲର ଭବନ ଠାରେ ଆୟୋଜିତ ଏକ ସଙ୍ଗୀତ ସନ୍ଧ୍ୟାରେ ବଲିଉଡର ବିଗତ ଦିନର ପ୍ରଖ୍ୟାତ ପ୍ରଛଦପଟ
Read More...

ତ୍ରିନାଥ ସିଂହଙ୍କ ‘ଦୁଇଫର୍ଦ୍ଦ ଆକାଶ’ ଉପନ୍ୟାସ ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଅଗ୍ରଣୀ ପ୍ରକାଶନ ସଂସ୍ଥା 'ଟାଇମ୍ ପାସ୍' ଦ୍ଵାରା ଭୁବନେଶ୍ଵର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶି ଗବେଷଣା କେନ୍ଦ୍ରର ଉତ୍କଳ ରଙ୍ଗମଞ୍ଚ ଠାରେ ଆୟୋଜିତ ବହିବର୍ଷା କାର୍ଯ୍ୟକ୍ରମରେ ଜଣାଶୁଣା ଓଡ଼ିଆ କବି ତ୍ରିନାଥ ସିଂହଙ୍କ ଉପନ୍ୟାସ
Read More...