Browsing Tag

rourakela news

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ସୁବାସ ମହାପାତ୍ରଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ନିୟମ ବହିଃଭୂତ କାର୍ଯ୍ୟକରି ହରଡ଼ଘଣାରେ ଅଧିକାରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ନିୟମ ବହିଃଭୂତ କାର୍ଯ୍ୟକରି ହରଡ଼ଘଣାରେ ଏବେ ମିସନ ବାତ୍ସଲ୍ୟର କଣ୍ଟ୍ରାକ୍ଟ ଚୁଆଲ ଅଧିକାରୀ । ସୂଚନାଯୋଗ୍ୟ ଯେ ରାଉରକେଲା ସ୍ୱତନ୍ତ୍ର କାରାଗାର ପରିସରରେ ଥିବା ସୁରକ୍ଷିତ ଆଶ୍ରୟକେନ୍ଦ୍ର ମିସନ ବାତ୍ସଲ୍ୟର ଚୁକ୍ତି ବିଷୟକ ଅଧିକ୍ଷକ ଉମେଶ କୁମାର ସାବତ
Read More...

ଜାତୀୟ ସ୍ତରୀୟ ଆଲୋଚନା ଚକ୍ର : ସାରସ୍ୱତ ମହାକୁମ୍ଭ ଏବଂ ନାଗରିକ ସମ୍ମାନ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ପକ୍ଷରୁ ଜାତୀୟ ସ୍ତରୀୟ ଆଲୋଚନାଚକ୍ର ଏବଂ ସଦସ୍ୟ ସମ୍ମାନ ସମାରୋହ ସମ୍ବଲପୁର ସ୍ଥିତ ଓଡିଶା ସାଂସ୍କୃତିକ ସମାଜ ଭବନ ପରିସରରେ ମହା ଆଡ଼ମ୍ବର ସହ ପାଳିତ ହୋଇଯାଇଛି ।
Read More...

ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର : ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌

ରାଉରକେଲା : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁନ୍ଦରଗଡ ଜିଲ୍ଲା କାଂଶବାହାଲଠାରେ ଥିବା ଶଙ୍ଖ ନଦୀର ଜଳସ୍ତର ବୃଦ୍ଧି ପାଉଛି । ସେଥିପାଇଁ ମନ୍ଦିରା ଡ୍ୟାମ୍‌ର ୪ଟି ଗେଟ୍‌ ଖୋଲି ଦିଆଯାଇଛି । ଡ୍ୟାମ୍‌କୁ ୧୭,୯୭୨ କ୍ୟୁସେକ ଜଳ ପ୍ରବେଶ କରିଥିବା ବେଳେ ୧୭,୮୭୦ କ୍ୟୁସେକ ଜଳ ଛଡ଼ା ଯାଉଛି ।
Read More...

ରୋଟାରୀ କ୍ଲବ୍ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ପୁରସ୍କାର ଓ ଧନ୍ୟବାଦ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ପୁରସ୍କାର ଏବଂ ଧନ୍ୟବାଦ ଅର୍ପଣ କାର୍ଯ୍ୟକ୍ରମ ଛେଣ୍ଡ ସ୍ଥିତ ମେଫେୟାର ହକି ଗ୍ରାମଠାରେ ଅନୁଷ୍ଠିତ ହୋଇଯାଇଛି । ଭାଇବ୍ରାଣ୍ଟର ସଭାପତି ରୋଟାରୀଆନ ପ୍ରଶାନ୍ତ ରଞ୍ଜନ ପାତ୍ରଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ
Read More...

ୱାଇଏମଏଫଆଇ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ ମୁଭମେଣ୍ଟ ଫେଡେରେସନ ଅଫ ଇଣ୍ଡିଆ ପକ୍ଷରୁ ଚଳିତ ବର୍ଷ ବିଭିନ୍ନ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ଏନଆଇଟି ସ୍ଥିତ ତୀର ଅଡ଼ିଟୋରିୟମଠାରେ ସମ୍ବର୍ଦ୍ଧିତ କରାଯାଇଛି ।ଏଥିରେ ଏନଆଇଟିର ରେଜିଷ୍ଟାର ପ୍ରଫେସର ରୋହନ ଧୀମାନ
Read More...

ସାମୁହିକ ଜନ୍ମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ଜଗଦା ସ୍ଥିତ ମାନବ ସେବା ପ୍ରତିଷ୍ଠାନଠାରେ ଜୁନ୍ ମାସରେ ଜନ୍ମଗ୍ରହଣ କରିଥିବା ସଦସ୍ୟ, ସମାଜସେବୀ ଓ ଅନ୍ତେବାସୀଙ୍କୁ ନେଇ ୧୧୪ ତମ ସାମୁହିକ ଜନ୍ମ ଦିବସ ପାଳନ କରାଯାଇଥିଲା । ଅନ୍ୱେଷାର ସଭାପତି କଳ୍ପନା ଶତପଥୀଙ୍କ
Read More...

ଶୋଇଥିବା ବେଳେ କାମୁଡ଼ିଲା ସାପ : ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା : ସାପ କାମୁଡ଼ାରେ ଗଡ଼ିଲା ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡ କ. ବଲାଙ୍ଗ ଥାନା ନୂଆତନ୍ତରା ଗାଁରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଶୁକଦେବ ନାଏକ । ସୂଚନା ମୁତାବକ, ନୂଆତନ୍ତରା ଗାଁର ଶୁକଦେବ ନାଏକ ଶନିବାର ରାତିରେ ଖାଇ ସାରି ଶୋଇଥିଲେ ।
Read More...

ଜରୁରୀକାଳୀନ ପରବର୍ତ୍ତୀ ସ୍ଥିତି ପ୍ରତିଋପ ଯୁବ ସଂସଦ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୫୦ ବର୍ଷ ତଳର ଜରୁରୀ କାଳୀନ ପରିସ୍ଥିତିର ପରବର୍ତ୍ତୀ କାଳୀନ ସଂସଦର ଆଲୋଚନାଚକ୍ରର ପ୍ରତିଋପ ଯୁବ ସଂସଦ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ବିଜେପି ଯୁବମୋର୍ଚ୍ଚା ତରଫରୁ ଅଙ୍କୁଶ ବର୍ମାଙ୍କ ଆବାହକତ୍ଵରେ ଆୟୋଜିତ ଏହି ପ୍ରତିଋପ କର୍ମଶାଳାରେ ଇପ୍ସିତା
Read More...

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ମାରିଦେଲା ସ୍ୱାମୀ : ପୋଲିସ ଖୋଜୁଛି କାରଣ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଅଘଟଣ । ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ମାରିଦେଲା ସ୍ୱାମୀ । ମୃତ ସ୍ତ୍ରୀଙ୍କ ନାମ ସବିତା ମୁଣ୍ଡା ହୋଇଥିବା ବେଳେ ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖିଛି ପୋଲିସ । ଖବର ଅନୁଯାୟୀ, ଟାଙ୍ଗରପାଲି ଥାନା ଅଞ୍ଚଳର
Read More...