Browsing Tag

rourakela news

ଲୋକପ୍ରିୟ ବିଜ୍ଞାନ ସାହିତ୍ୟ ସମାଜକୁ ସଚେତନ କରିଥାଏ ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ବିଜ୍ଞାନ ସାହିତ୍ୟ ଆଲୋଚନାଚକ୍ର…

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଜ୍ଞାନ ସାହିତ୍ୟ ଆଲୋଚନାଚକ୍ର, ପୁସ୍ତକ ଉନ୍ମୋଚନ ଏବଂ ବିଜ୍ଞାନ ଭିତ୍ତିକ କବିତା ପାଠ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ…
Read More...

କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୨୦ ସ୍ଥିତ କୋଏଲ ବିଦ୍ୟାପୀଠର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ବିଦ୍ୟାପୀଠ ପରିସରରେ ପାଳିତ ହୋଇଯାଇଛି । ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି…
Read More...

ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ଆଗାମୀ କାର୍ଯ୍ୟକ୍ରମ ପାଇଁ ଖସଡା ପ୍ରସ୍ତୁତି କୋଏଲ ନଗର ସ୍ଥିତ ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଇଂ…
Read More...

ଲାଠିକଟା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି…
Read More...

ନମିତା ବୁଖରା : ଶିକ୍ଷା ପାଇଁ ସମର୍ପିତ ପ୍ରାଣ ଟିଏ

ରାଉରକେଲା, (ସସ୍ମିତା ପ୍ରଧାନ) : ସାଂପ୍ରତିକ ପରିସ୍ଥିତିରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦାୟୀତ୍ଵବୋଧତାକୁ ନେଇ ଅନେକ ପ୍ରଶ୍ନ ଉଠୁଥିବା ବେଳେ ଏହାର ଏକ ବ୍ୟତିକ୍ରମ ହେଉଛନ୍ତି ସୁନ୍ଦରଗଡ଼ ମାତୃବିହାର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ଶିକ୍ଷୟିତ୍ରୀ…
Read More...

ରାଉରକେଲାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ୨୦ ୟୁନିଟ୍ ରକ୍ତ ସଂଗ୍ରହ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ହସ୍ପିଟାଲରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳ ରାଉରକେଲା ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ଅନୁମତିକ୍ରମେ…
Read More...

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲାର କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନର କାର୍ଯ୍ୟକାରିଣୀ ବୈଠକ ସେକ୍ଟର ୬ ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ସେପ୍ଟେମ୍ବର ୧୪ ତାରିଖ ସନ୍ଧ୍ୟା ସମୟରେ ହିନ୍ଦୀ ଦିବସ ସମାରୋହ ସିଭିକ୍ ସେଣ୍ଟରରେ ଆୟୋଜନ କରିବ ପାଇଁ ସ୍ଥିର…
Read More...

ସେଲ୍ ମେଡିକ୍ଲେମ୍ ଯୋଜନା ୨୦୨୬-୨୭ ନବୀକରଣ, ଗ୍ୟାପ୍ କେସ୍ ପୂର୍ବତନ କର୍ମଚାରୀଙ୍କୁ ମିଳିଲା ସୁଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ସେଲ୍ ପକ୍ଷରୁ ମେଡିକ୍ଲେମ୍ ଯୋଜନା ୨୦୨୬-୨୭କୁ ଆଉ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି । ଏହି ଯୋଜନା ୧୧ ଜୁଲାଇ ୨୦୨୬ ଠାରୁ ୧୦ ଜୁଲାଇ ୨୦୨୭ ପର୍ଯ୍ୟନ୍ତ ଲାଗୁ ରହିବ ଏବଂ ଏହାକୁ ଏମ୍/ଏସ୍ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ଲିମିଟେଡ୍ ସହିତ ନବୀକରଣ…
Read More...

ଭାରତ ବିକାଶ ପରିଷଦର ୬୪ତମ ପ୍ରତିଷ୍ଠା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ବିକାଶ ପରିଷଦ ରାଉରକେଲା ଶାଖା ତରଫରୁ ଅନୁଷ୍ଠାନର ୬୪ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ରାଉରକେଲା କ୍ଲବ ଠାରେ ପାଳିତ ହୋଇଯାଇଛି । ପରିଷଦର ସଭାପତି ମଧୁସୂଦନ ମହାପାତ୍ରଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀଙ୍କ ସଂଯୋଜନାରେ ଆୟୋଜିତ…
Read More...

ବିପଦପୂର୍ଣ୍ଣ ଗର୍ଭାବସ୍ଥାର ସଫଳ ଚିକିତ୍ସା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆପୋଲୋ ହସ୍ପିଟାଲ୍ ଠାରେ ବିପଦପୂର୍ଣ୍ଣ ଗର୍ଭାବସ୍ଥାର ସଫଳ ଚିକିତ୍ସା କରାଯାଇଛି । ସୂଚନାଯୋଗ୍ୟ ଯେ, ରାଉରକେଲାରେ ବହୁମୁଖୀ ଚିକିତ୍ସା ପଦ୍ଧତି ମାଧ୍ୟମରେ ଗୁରୁତର ହୃଦ୍‌ରୋଗରେ ପୀଡ଼ିତ ମହିଳାଙ୍କ ଉଚ୍ଚ-ବିପଦପୂର୍ଣ୍ଣ ଗର୍ଭାବସ୍ଥାର ସଫଳ…
Read More...