Browsing Tag

rourakela news

ନିର୍ମଳ ମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ନଭେମ୍ବର ୨୬ ତାରିଖରେ ସମ୍ବିଧାନ ଦିବସ ପାଳନ ସମାରୋହ ୨୦୨୫

ରାଉରକେଲା, (ସସ୍ମିତା ପ୍ରଧାନ) : ନିର୍ମଳ ମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ନଭେମ୍ବର ୨୬ ତାରିଖ ଦିନ ଝିରପାଣି ଫୁଟବଲ ପଡିଆରେ ସମ୍ବିଧାନ ଦିବସ ପାଳନ ସମାରୋହ ଆୟୋଜିତ ହେବ ବୋଲି ଆଜି ସେକ୍ଟର-୧୩ କମ୍ୟୁନିଟି ସେଣ୍ଟରଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପର ମାଷ୍ଟର୍ ପ୍ଲାନ୍ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଡ୍ରେନେଜ୍ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ତଥା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ସକାଶେ ଖୁବ୍ ଶୀଘ୍ର ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ଏଥି ପୂର୍ବରୁ ପ୍ରକଳ୍ପର ମାଷ୍ଟର୍ ପ୍ଳାନ୍ ଓ ସବିଶେଷ
Read More...

କର୍କଟ ସଚେତନତା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସିଭିଲ ଟାଉନସିପ ସ୍ଥିତ କ୍ୟାରିୟର ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଠାରେ ଏକ ଦିନିକିଆ କର୍କଟ ରୋଗ ଚିହ୍ନଟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରଶାସକ ଡକ୍ଟର ଉମାକାନ୍ତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜାତୀୟ କବି ବୀରକିଶୋର ଦାସଙ୍କ ଜୟନ୍ତୀ ଓ ସାହିତ୍ୟକୃତି ଉପରେ ଆଲୋଚନା କରାଯାଇଥିଲା
Read More...

ଦ୍ୱିଦିବସୀୟ ଶିଶୁ ମେଳା ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଠାରେ ଦ୍ୱିଦିବସୀୟ ଶିଶୁ ମେଳା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଶର୍ମିଷ୍ଠା କବିଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ମାର୍ଗଦର୍ଶନରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

“ଉଡାନ” କ୍ୟାମ୍ପରେ ଯୋଗଦେଲେ ରାଉରକେଲାର ୧୫ ସ୍କାଉଟ ଗାଇଡ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ସ୍କାଉଟ ଗାଇଡ ରାଜ୍ୟ ମୁଖ୍ୟାଳୟରେ ନଭେମ୍ବର ୧୮ରୁ ରାଜ୍ୟ ସ୍କାଉଟ ମୁଖ୍ୟ କମିଶନର ଡ. କାଳୀ ପ୍ରସାଦ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ହୋଇଛି ଉଡ଼ାନ କ୍ୟାମ୍ପ । ଏଥିରେ ରାଜ୍ୟର ୨୫ଟି ଜିଲ୍ଲାରୁ ୭୫୦ ସ୍କାଉଟଗାଇଡ, ସ୍କାଉଟ୍ ମାଷ୍ଟର ଏବଂ ଗାଇଡ
Read More...

ଖୁସି ଓ ଶାନ୍ତି ରହିବାର ଉପାୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ସ୍ଥିତ ଶ୍ରୀ ଶ୍ରୀ ରବିଶଙ୍କର ବିଦ୍ୟାମନ୍ଦିର ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ତରଫରୁ ଖୁସି ଓ ଶାନ୍ତି ରହିବାର ଉପାୟ ଉପରେ ଏକ କର୍ମଶାଳା ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ନିର୍ଦ୍ଦେଶକ କ୍ୟାପଟେନ ଆଲୋକେଶ
Read More...

ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କର ଜନ୍ମ ଶତ ବାର୍ଷିକୀ ଅବସରରେ ସମଗ୍ର ବିଶ୍ୱରେ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଶ୍ରୀ ସତ୍ୟସାଇ ସେବା ସଂଗଠନ, ଓଡ଼ିଶା ଏବଂ ଶ୍ରୀ ସତ୍ୟସାଇ ସେବା ସମିତି ରାଉରକେଲା ଆନୁକୂଲ୍ୟରେ ଆସନ୍ତା ନଭେମ୍ବର ୨୩ ତାରିଖ ରବିବାର
Read More...

ଆସେକାରେ ଅଲଚିକିର ଶତବର୍ଷ ପାଳନ ଆସନ୍ତା ୨୩ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସେକାର ରାଉରକେଲା ଶାଖା, ନହା ତିର୍ଲା ଗାଓଁତା ଓ ଆସେକା ଜୁୱାନ ଗାଓଁତା ଦ୍ୱାରା ମିଳିତ ଭାବେ ଚଳିତ ନଭେମ୍ବର ୨୩ ଓ ୨୪ ତାରିଖରେ ଦୁଇ ଦିନ ବ୍ୟାପି ମହାଆଡ଼ମ୍ବର ସହ ଅଲଚିକି ସୃଜନର ଶତ ବାର୍ଷିକୀ ରାଉରକେଲାର ସିଭିକ ସେଣ୍ଟର୍ ଠାରେ ପାଳିତ ହେବ ବୋଲି
Read More...

ରାଉରକେଲା କଲେଜରେ ବିଶ୍ୱ ଦର୍ଶନ ଶାସ୍ତ୍ର ଦିବସ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଦର୍ଶନ ଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଶାସ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱ ଓ ପ୍ରାଧ୍ୟାପକ ରଞ୍ଜିତ କୁମାର ପ୍ରଧାନଙ୍କ ସଂଯୋଜନାରେ
Read More...