Browsing Tag

rourakela news

ବିପିୟୁଟିର ଦ୍ୱିଦିବସୀୟ ଗବେଷଣା କନକ୍ଲେଭ ୨୦୨୫ ଉଦଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡସ୍ଥିତ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର କ୍ୟାମ୍ପସରେ ଦୁଇ ଦିନିଆ ବିପିୟୁଟି ଗବେଷଣା କନକ୍ଲେଭ ୨୦୨୫ ସଫଳତାର ସହ ଉଦ୍‌ଘାଟିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟର ନେତାଜୀ ସୁଭାଷ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିବା ଉଦଘାଟନୀ ସମାରୋହରେ
Read More...

ରାଉରକେଲାରେ ‘ସୁରତରଙ୍ଗ’ର ୪୧ତମ ଅଡିସନ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂଗମ କଳା ଗୃପ ଦ୍ୱାରା ଓଡିଶାର ବିଭିନ୍ନ ସହରରେ ଆୟୋଜିତ ଅଡିସନ ଶୃଙ୍ଖଳାର ଅଂଶ ଭାବେ ରାଉରକେଲାର ସେକ୍ଟର ୧୬ ସ୍ଥିତ ସରକାରୀ ହାଇସ୍କୁଲ ଠାରେ ଭାରତର ବୃହତ୍ତମ ସଂଗୀତ ପ୍ରତିଯୋଗିତା ସୁରତରଙ୍ଗର ୪୧ତମ ସଂଗୀତ ଅଡିସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
Read More...

ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

୧,୦୭,୨୯,୫୯୩ ଟଙ୍କାର କୃଷି ଯନ୍ତ୍ରପାତି ବିକ୍ରୟ ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ମେଳା ପଡିଆ ଠାରେ ତିନି ଦିନ ଧରି ଚାଲିଥିବା ପାନପୋଷ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆଜି ଉଦଯାପିତ ହୋଇଯାଇଛି । ରଘୁନାଥପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀ ଏହି କାର୍ଯ୍ୟକ୍ରମରେ
Read More...

ମହାସମାରୋହରେ ଅନୁଷ୍ଠିତ ହେଲା ସୋମନାଥ ଜ୍ୟୋତିର୍ଲିଙ୍ଗଙ୍କ ଦର୍ଶନ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆର୍ଟ ଅଫ୍ ଲିଭିଂ ପରିବାର ଆନୁକୂଲ୍ୟରେ ଗତ ୧୮ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଭଞ୍ଜ ଭବନ ପ୍ରାଙ୍ଗଣରେ ସୋମନାଥ ମହାଦେବଙ୍କ ପ୍ରାଚୀନ ତଥା ମୂଳ ଜ୍ୟୋତିର୍ଲିଙ୍ଗଙ୍କ ଦର୍ଶନ ମହୋତ୍ସବ ତଥା ରୁଦ୍ରାଭିଷେକ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆର୍ଟ
Read More...

୨୦ତମ ଶିଶୁ ମହୋତ୍ସବ-୨୦୨୫ : ସ୍ପନ୍ଦନ ରାଉରକେଲା ସହ ଯୋଡ଼ିହେଲା ଗୃହସ୍ଥୀ ଉଦ୍ୟୋଗ ପ୍ରାଇଭେଟ୍ ଲିମିଟେଡ୍

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନାର ଆନୁକୂଲ୍ୟରେ ଏବଂ ଗୃହସ୍ଥୀ ଉଦ୍ୟୋଗ ପ୍ରାଇଭେଟ୍ ଲିମିଟେଡର ସହଯୋଗରେ ସ୍ପନ୍ଦନ, ରାଉରକେଲା ଦ୍ୱାରା ଆୟୋଜିତ ୨୦ତମ ଶିଶୁ ମହୋତ୍ସବ-୨୦୨୫ ରାଉରକେଲା ସିଭିକ ସେଣ୍ଟର ଠାରେ ସଫଳତାର ସହ ସମାପ୍ତ ହୋଇଛି । ନଭେମ୍ବର ୧୬ରୁ ୧୮
Read More...

ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଭାସୀ ଯୋଗେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ତମ ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର) ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଇସ୍ପାତ ମନ୍ତ୍ରୀଙ୍କ ସହ ରାଉରକେଲା ଶ୍ରମିକ ସଂଘ ଏବଂ ଗାଙ୍ଗପୁର ମଜଦୂର ମଞ୍ଚର ପ୍ରତିନିଧିଙ୍କ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶ୍ରମିକ ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ବେହେରା ଏବଂ ଗାଙ୍ଗପୁର ମଜଦୂର ମଞ୍ଚର ସାଧାରଣ ସମ୍ପାଦକ ଗୋପାଳ ଦାସଙ୍କ ନେତୃତ୍ୱରେ ଉଭୟ ୟୁନିଅନର ଏକ ପ୍ରତନିଧିମଣ୍ଡଳୀ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ ଡି କୁମାର ସ୍ୱାମୀଙ୍କୁ ରାଉରକେଲା ହାଉସ
Read More...

ଉତ୍କଳ ସ୍ନେହୀ ମହିଳା ସମିତିର ବେଦବ୍ୟାସ ଅଗ୍ନି ବାବା ଆଶ୍ରମରେ ସେବା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ସ୍ଥିତ ଅଗ୍ନି ବାବା ଆଶ୍ରମରେ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ଏକ ସେବା ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଦବ୍ୟାସ ଗୁରୁକୁଳ ଆଶ୍ରମର ଶତାଧିକ ଅନ୍ତେବାସୀ ମାନଙ୍କ ସହ ମହିଳା ସମିତିର ସଦସ୍ୟାମାନେ ଭାବ
Read More...

ରାଉରକେଲା ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ ଯୋଗ କେନ୍ଦ୍ରର ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର ଓ ରାଉରକେଲା ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘର ମିଳିତ ଆନୁକୂଲ୍ୟରେ ପରିଚାଳିତ ଏହି ଯୋଗ କେନ୍ଦ୍ରର ୨୬ତମ ବାର୍ଷିକ ଉତ୍ସବ କେନ୍ଦ୍ରର ପରିଚାଳକ ବରିଷ୍ଠ ଯୋଗ ଶିକ୍ଷକ କପିଳେଶ୍ୱର ମହାରଣାଙ୍କ
Read More...

ରାଉରକେଲା ସୋସିଆଲ ସୋସାଇଟି ତରଫରୁ ଶିଶୁ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସିନିଅର ସୋସିଆଲ ସୋସାଇଟି, ସେକ୍ଟର ୧୭ ଓ ରାଉରକେଲା ସୋସିଆଲ ସୋସାଇଟି ତରଫରୁ ଶିଶୁ ଦିବସ ପାଳନ ଓ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଚେସ୍ ସଂଯୋଜକ ପ୍ରକାଶ କୁମାର ସାହୁ ଓ କାର୍ଯ୍ୟକ୍ରମର ଆବାହକ ଗୌରାଙ୍ଗ ଚରଣ
Read More...