Browsing Tag

rourakela news

ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଆୟୋଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ସେକ୍ଟର–୭ ସ୍ଥିତ ବୀର ସୁରେନ୍ଦ୍ର ସାଏ ପଲ୍ଲୀ ବସ୍ତିରେ ଏକ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଓ ଚକ୍ଷୁ ପରୀକ୍ଷା ଶିବିର ସଫଳତାର ସହିତ ଆୟୋଜିତ ହୋଇଯାଇଛି । ଏହି ଶିବିରରେ ହାଇଟେକ୍ ମେଡିକାଲ୍ କଲେଜର ଡାକ୍ତର ଅନନ୍ତ ଗୋଏଲ,
Read More...

ବରଟୋଲି ଭାଗବତ ଅଗଣାର ଚତୁର୍ଥ ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରାମ ନବମୀ ଅବସରରେ ବରଟୋଲି ଶ୍ରୀ ଶ୍ରୀ ରାମେଶ୍ୱର ବାଟିକା ଠାରେ ଭାଗବତ ଅଗଣା ତାର ଚତୁର୍ଥ ବାର୍ଷିକ ଉତ୍ସବ ପାଳନ କରିଛି । ବରଟୋଲି ସାଂସ୍କୃତିକ ପରିଷଦର ସଭାପତି ରମାକାନ୍ତ ସୂତାର ଓ ଭାଗବତ ଅଗଣାର ସଭାପତି ସୁପ୍ରଭା ଆଚାର୍ଯ୍ୟଙ୍କ ଆବାହକତ୍ୱ ତଥା
Read More...

ଉଦିତ ନଗର ପଡ଼ିଆରେ ଅଗ୍ନିଶମ ବାହିନୀର ମକ୍ ଡ୍ରିଲ୍

ଆଧୁନିକ ପ୍ରଯୁକ୍ତିରେ ଅଗ୍ନିନିର୍ବାପଣ ଓ ଉଦ୍ଧାର କୌଶଳର ପ୍ରଦର୍ଶନ ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ନିକାଣ୍ଡ ଭଳି ଜରୁରୀ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ରାଉରକେଲା ଅଗ୍ନିଶମ ବାହିନୀ ପକ୍ଷରୁ ଉଦିତ ନଗର ପଡ଼ିଆ ଠାରେ ଏକ ମକ୍ ଡ୍ରିଲ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
Read More...

ବିଶ୍ୱ ନାଟ୍ୟଦିବସ ଅବସରରେ ଜାତୀୟ ନାଟକ ମହୋତ୍ସବ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ନାଟ୍ୟଦିବସ ଅବସରରେ ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସଂପର୍କ ଆୟୋଜିତ ଜାତୀୟ ନାଟକ ମହୋତ୍ସବ- ୨୦୨୬ର ଉଦଯାପନ ଦିବସଟି ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦ୍ୱାରା ସମାପନ ହୋଇଯାଇଛି । ସକାଳ ଆଠ ଘଟିକାରେ ଏକତ୍ର ରାଉରକେଲାର ମିଳିତ ଆନୁକୂଲ୍ୟରେ
Read More...

ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା

ରାଉରକେଲା, (ସସ୍ମିତା ପ୍ରଧାନ) : ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳକାୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଆନ୍ତଃ ଆଇନ ମହାବିଦ୍ୟାଳୟରେ ଦୁଇ ଦିନିଆ ମୁଟ କୋର୍ଟ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଯେଉଁଥିରେ ୩୬ଟି ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ଏଥିରେ ରାଉରକେଲା ଆଇନ
Read More...

ନାଟକ ନୂଆ ଦିଗନ୍ତ : ସମାଜକୁ ଦେଲା ନୂତନ ବାର୍ତ୍ତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସଂପର୍କ ଆୟୋଜିତ ଜାତୀୟ ନାଟକ ମହୋତ୍ସବର ପଞ୍ଚମ ସନ୍ଧ୍ୟାର ଉତ୍ସବକୁ ରାଉରକେଲାର ଲୋକସମ୍ପର୍କ ଅଧିକାରୀ ସୀମା ଫତିମା ଏକ୍କା ଉଦ୍‌ଘାଟନ କରିଥିଲେ । ରାଉରକେଲା ଇସ୍ପାତ କାରଖାନାର ଅବସରପ୍ରାପ୍ତ ମହାପ୍ରବନ୍ଧକ ଗୋପୀନାଥ
Read More...

ଜଗଦା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ଜଗଦା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସକ ଡାକ୍ତର ରବି ନାରାୟଣ ବେହେରା ମୁଖ୍ୟ ଅତିଥି ଭାବରେ
Read More...

ନାୟିକା ରାଉରକେଲା ତରଫରୁ ପଖାଳ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ମହିଳା ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ନାୟିକା ରାଉରକେଲା ତରଫରୁ ବିଶ୍ୱ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦିକା କନକଲତା ଦାସଙ୍କ ଆବାହକତ୍ୱ ତଥା ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ମାର୍ଚ୍ଚ ୨୮ରେ ରାଉରକେଲା ହନୁମାନ ଆଖଡା ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ବର୍ଷ ମାର୍ଚ୍ଚ ୨୭ ତାରିଖରେ ଶ୍ରୀ ରାମନବମୀ ଉତ୍ସବ ଅନୁଷ୍ଠିତ ହେଉଥିବାବେଳେ, ରାଉରକେଲା ସହରର ବିଭିନ୍ନ ପୂଜା ମଣ୍ଡପରେ ଶ୍ରୀ ହନୁମାନଙ୍କ ସହ ଶ୍ରୀରାମଙ୍କ ପୂଜା ଅନୁଷ୍ଠିତ ହେବ । ଶ୍ରୀ ରାମ ନବମୀରେ ବିଭିନ୍ନ ହନୁମାନ ଆଖଡା କମିଟି ପକ୍ଷରୁ ଶ୍ରୀ
Read More...

ରାଉରକେଲା ହନୁମାନ ବାଟିକାର ମୁଖ୍ୟରାସ୍ତାରୁ ଯାନବାହାନ ପାର୍କିଂ ହଟାଇ ଦିଆଯିବ : ରାମ ନବମୀରୁ କାର୍ଯ୍ୟକାରୀ ହେବ ନୂତନ…

ରାଉରକେଲା, (କେପିଏନ୍‌ଏସ୍‌) : ହନୁମାନ ବାଟିକା ପଶ୍ଚିମ ଓଡ଼ିଶାର ଏକ ପ୍ରସିଦ୍ଧ ଧାର୍ମିକ ଏବଂ ପର୍ଯ୍ୟଟନସ୍ଥଳୀ - ରାଉରକେଲାରେ ଅବସ୍ଥିତ, ଯାହା ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ପାଳିତ ହୁଏ - ଭକ୍ତ ଏବଂ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
Read More...