ଦର୍ଲିପାଲି ନିରାମୟ ହସ୍ପିଟାଲରେ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁନ୍ଦରଗଡ଼ ଓ ଏନ.ଟି.ପି.ସି ଦର୍ଲିପାଲି ସ୍ଥିତ ନିରାମୟ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ଫାଇଲେରିଆ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ!-->…
Read More...
Read More...