Browsing Tag

rourakela news

କୋଏଲ କ୍ଲବ ତରଫରୁ ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଦୀ କୂଳରେ କୋଏଲ କ୍ଲବ ବୋଇତ ବନ୍ଦାଣ କମିଟି ପକ୍ଷରୁ ସେକ୍ଟର-୨୦ ସ୍ଥିତ ବୈକୁଣ୍ଠଘାଟ ଠାରେ ବୋଇତ ବନ୍ଦାଣ ଉତ୍ସବ ପାଳନ କରାଯାଇଥିଲା । ଏହି ଅବସରରେ ମୁଖ୍ୟଅତିଥି ଭାବେ ରାଉରକେଲା ଇସ୍ପାତ କାରଖାନାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନୀଲ କୁମାର ଓ
Read More...

ରାଉରକେଲା ଗୁରୁଦ୍ଵାର ପକ୍ଷରୁ ଗୁରୁ ନାନକଙ୍କ ୫୫୬ତମ ଜନ୍ମୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ରେଳ ଷ୍ଟେସନ ନିକଟବର୍ତ୍ତୀ ଗୁରୁଦ୍ଵାରରେ ଗୁରୁ ନାନକଙ୍କ ୫୫୬ତମ ଜନ୍ମୋତ୍ସବ (ପ୍ରକାଶ ଉତ୍ସବ) ମହାସମାରୋହରେ ପାଳିତ ହୋଇଯାଇଛି । ରାଉରକେଲା ଗୁରୁଦ୍ଵାରରେ ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇଥିବା ଗୁରୁ ନାନକଙ୍କ ଜନ୍ମଦିନ ପାଳନ ଅବସରରେ ପ୍ରତ୍ୟେକ
Read More...

ଓଡିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ରାଉରକେଲାର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉତ୍କଳର ସଂସ୍କୃତି ଓ ପରମ୍ପରାକୁ ନେଇ ସେକ୍ଟର-୨ ଉତ୍କଳ ସାଂସ୍କୃତିକ ପରିଷଦ, ସିଭିଲ ଟାଉନସିପ୍ ଅଞ୍ଚଳ ସ୍ଥିତ ସିଭିଲ ଟାଉନସିପ୍ ସାଂସ୍କୃତିକ ପରିଷଦ,
Read More...

ବନ୍ଦେ ମାତରଂ ଜାତୀୟ ସଙ୍ଗୀତର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସମଗ୍ର ଦେଶରେ ବନ୍ଦେ ମାତରଂ ଜାତୀୟ ସଙ୍ଗୀତର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶର ୧୫୦ଟି ସ୍ଥାନରେ ଏହି ଉତ୍ସବ ଚଳିତ ମାସ ୭ ତାରିଖ ଦିନ ପାଳନ କରିବା ପାଇଁ ରାଷ୍ଟ୍ରୀୟ ସ୍ତରରେ ନିଷ୍ପତି ନିଆଯାଇ ଥିବାବେଳ ଓଡ଼ିଶାରେ ୫ଟି ସ୍ଥାନରେ ଏହାକୁ ପାଳନ କରାଯିବ ।
Read More...

ସେକ୍ଟର-୧୬ ଧବଳେଶ୍ଵର ମନ୍ଦିରରେ ୬୨ତମ ଅଷ୍ଟପ୍ରହରୀ ନାମ ଯଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ରାଉରକେଲା ସେକ୍ଟର-୧୬ର ଧବଳେଶ୍ୱର ମନ୍ଦିର ପରିସରରେ ମନ୍ଦିର କମିଟି ଦ୍ୱାରା ୬୨ତମ ଅଷ୍ଟପ୍ରହରୀ ନାମ ଯଜ୍ଞର ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିପାଇଁ ମନ୍ଦିର ପରିସରକୁ ରଙ୍ଗୀନ ଆଲୋକ ଏବଂ ଫୁଲରେ ସଜାଯାଇଥିଲା ।
Read More...

ଆମ ଆଦମୀ ପାର୍ଟିର ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆମ ଆଦମୀ ପାର୍ଟି ତରଫରୁ ଆଦିବାସୀ ମାନଙ୍କ ଉପରେ ହେଉଥିବା ଅନ୍ୟାୟ ଓ ଅନୀତି ବିରୁଦ୍ଧରେ ଏକ ସାମ୍ବାଦିକ ସମ୍ମିଳନୀ ବାସନ୍ତୀ କଲୋନୀ, ରାଉରକେଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟତଃ ଗତ ଏପ୍ରିଲ ମାସରେ ବନ୍ଧମୁଣ୍ଡା ନିକଟବର୍ତ୍ତୀ
Read More...

ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟର ହକାଥନ୍ ୨୦୨୫ ସଫଳତାର ସହ ପରିସମାପ୍ତି

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ବିପିୟୁଟି ହାକାଥନ ୨୦୨୫ର ଗ୍ରାଣ୍ଡ ଫାଇନାଲ ସଫଳତାର ସହିତ ପରିସମାପ୍ତି ଘଟିଛି । ଏଥିରେ ଓଡ଼ିଶା ରାଜ୍ୟର ପ୍ରାୟ ୨୫୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ୫୦୫ଟି ପଞ୍ଜିକୃତ ଦଳ
Read More...

୩୫ତମ ବୋଇତ ବନ୍ଦାଣ ଉତ୍ସବର ପ୍ରଥମ ଦିବସ

ପ୍ରାର୍ଥନା, ପ୍ରଚେଷ୍ଟା, ପ୍ରତୀକ୍ଷା, ପ୍ରେରଣାକୁ ଗୁରୁତ୍ୱାରୋପ ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ଉତ୍କଳ ସାଂସ୍କୃତିକ ପରିଷଦର ୩୫ତମ ବୋଇତ ବନ୍ଦାଣ ଉତ୍ସବର ପ୍ରଥମ ଦିବସରେ ଉଦଘାଟକ ଭାବେ ବିଶିଷ୍ଟ ଶିଳ୍ପପତି ଇଂ ଦିପ୍ତୀରଞ୍ଜନ ପଟ୍ଟନାୟକ, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି
Read More...

ମନ୍ଦିର ପ୍ରତିଷ୍ଠାତାଙ୍କ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ଶ୍ରୀଜଗଦ୍ଧାତ୍ରୀ ମନ୍ଦିରର ପ୍ରତିଷ୍ଠାତା ସଦସ୍ୟ ତଥା ସେକ୍ଟର ୨ ସୁଶିଳାବତୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ କର୍ମଚାରୀ ସୁବାସ ଚନ୍ଦ୍ର ମହାପାତ୍ରଙ୍କ ୬୧ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଛି । ସେ କିଛି ମାସ
Read More...

ସ୍ଵାଭିମାନୀ ଓଡ଼ିଆଣୀର କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳାଙ୍କ ଦ୍ୱାରା ଗଠିତ ସାମାଜିକ ଅନୁଷ୍ଠାନ ସ୍ୱାଭିମାନୀ ଓଡ଼ିଆଣୀ ତରଫରୁ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ରାଉରକେଲା କ୍ଲବ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମାନସୀ ଦାସ ମହାପାତ୍ରଙ୍କ ଆବାହକତ୍ୱ ଓ ସ୍ମିତା ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...