Browsing Tag

rourakela news

ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ପକ୍ଷରୁ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ଓ ଟେକୱାଲା କେ ୩ ସଲ୍ୟୁସନ ପ୍ରାଇଭେଟ ଲିମିଟେଡ଼ର ମିଳିତ ଆନୁକୂଲ୍ୟରେ ଡିକୋଡ଼ିଙ୍ଗ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଏକ ଆଲୋଚନା ଚକ୍ର ସ୍ଥାନୀୟ ମାକ୍ସମୁଲାର ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ଯାଜ୍ଞସେନୀ ତରଫରୁ ପ୍ରବନ୍ଧ, ଗଳ୍ପ, କବିତା ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ନିମନ୍ତେ ଯାଜ୍ଞସେନୀ ଅନୁଷ୍ଠାନ ତରଫରୁ ସେକ୍ଟର ୬ ସ୍ଥିତ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠାନର ଉପଦେଷ୍ଟା ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ପିଲାମାନଙ୍କ ମଧ୍ୟରେ ପ୍ରବନ୍ଧ, ଗଳ୍ପ ଓ
Read More...

ରାଉରକେଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ସମସ୍ତଙ୍କ ମିଳିତ ସହଯୋଗରେ ଦୁର୍ନୀତି ମୁକ୍ତ ସମାଜ ଗଠନ କରା ଯାଇପାରିବ : ବ୍ରିଜେଶ ରାଏ ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ମିଳିତ ସହଯୋଗରେ ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ
Read More...

୩୫ତମ ବୋଇତ ବନ୍ଦାଣ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର୨ ଉତ୍କଳ ସାଂସ୍କୃତିକ ପରିଷଦର ୩୫ ତମ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସେକ୍ଟର ୨ ଦୁର୍ଗା ପୂଜା ପଡ଼ିଆଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ସାମ୍ବାଦିକ
Read More...

ନଭେମ୍ବର ୧ ଓ ୨ ତାରିଖରେ ବିପିୟୁଟି ହାକାଥନ୍-୨୦୨୫ ଓ ଟେକ୍ କାର୍ନିଭାଲର ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ନଭେମ୍ବର ୧ ଓ ୨ ତାରିଖ ଦିନ ବିଶ୍ୱବିଦ୍ୟାଳୟ ପରିସରରେ ହାକାଥନ୍‌-୨୦୨୫ର ଦ୍ୱିତୀୟ ସଂସ୍କରଣ ଏବଂ ଟେକ୍ କାର୍ନିଭାଲ ୨୦୨୫ର ଶୁଭାରମ୍ଭ ହେବ ବୋଲି ଆଜି ବିପିୟୁଟି ସମ୍ମିଳନୀ କକ୍ଷରେ ଆୟୋଜିତ ଏକ
Read More...

ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବଙ୍ଗତ ଉଦଘୋଷିକା ମିନାକ୍ଷୀ ଧରଙ୍କ ୫୭ତମ ଜୟନ୍ତୀ ଅବସରରେ ମିନାକ୍ଷୀ ଧର ଫାଉଣ୍ଡେସନ ତରଫରୁ ଏକ ଆଲୋଚନାଚକ୍ର କଲ୍ଚରାଲ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ମୁଖ୍ୟ ତଥା ଆବାହକ ନଳିନୀକାନ୍ତ ଧରଙ୍କ ଆବାହକତ୍ୱ ଓ ନିରୁପମା ପତିଙ୍କ
Read More...

ରାଉରକେଲା ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ପକ୍ଷରୁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ ଉଦ୍‌ଘାଟିତ

ରାଉରକେଲା ସହରର ନଜର ରଖିବ ୨୨୦ ପୋଲିସ୍ ସିସିଟିଭି କ୍ୟାମେରା ରାଉରକେଲା, (ସସ୍ମିତା ପ୍ରଧାନ) : ସାର୍ବଜନୀନ ସୁରକ୍ଷା ବୃଦ୍ଧି ଓ ଟେକ୍ନୋଲୋଜି ଭିତ୍‌ତ୍ତିକ ପୋଲିସିଂକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ, ରାଉରକେଲା ପୋଲିସ ପକ୍ଷରୁ ଆଜି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏକ ଇଣ୍ଟିଗ୍ରେଟେଡ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ଉପସଭାପତି ଅଜୟ କୁମାର ପ୍ରଧାନଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ଆମ ପୁଲିସର ସାଇବର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଇନ୍ସପେକ୍ଟର ଦେଜାଲିନ୍ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର ମୁଖ୍ୟ ଡ. ସୁମନ ଦତ୍ତ ସ୍ୱାଗତ ଭାଷଣ ସହ ସାଇବର
Read More...

ରୋଟାରୀ କ୍ଲବର ପଥ ପଦର୍ଶକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା କୁଇନ୍ସ ଓ କ୍ୟାରିୟର ମ୍ୟାପ୍‌ର ମିଳିତ ଆନୁକୂଲ୍ୟରେ ପଥ ପଦର୍ଶକ (ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସହ ଛାତ୍ର ଛାତ୍ରୀଙ୍କ ଭାବ ବିନିମୟ) କାର୍ଯ୍ୟକ୍ରମ ସେକ୍ଟର ୧୮ ସ୍ଥିତ ଉପହାର ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି ।
Read More...