ପ୍ରଗତି ଉତ୍କଳ ସଂଘ ପକ୍ଷରୁ ବିଜୁ ପଟ୍ଟନାୟକ ଜୟନ୍ତୀ ଓ କବିତା ଆସର
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ "ପ୍ରଗତି ଉତ୍କଳ ସଂଘ" ଆନୁକୂଲ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମଜୟନ୍ତୀ ସହ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...