ଓଡ଼ିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ପୁଣ୍ୟାତ୍ମା ଗୋପବନ୍ଧୁଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ଶହେ ଅଠଚାଳିଶତମ ଜୟନ୍ତୀ ଅବସରରେ ଆମ୍ବାଗନସ୍ଥିତ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ଭକ୍ତିପୂର୍ଣ୍ଣ କୁସୁମାଞ୍ଜଳି ଅର୍ପଣ କରାଯାଇଛି । ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ!-->…
Read More...
Read More...