Browsing Tag

rourakela news

ସାହିତ୍ୟ ପରିଷଦର ଭାଗବତ ସଂଧ୍ୟା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ନିର୍ମଳ ମୁଣ୍ଡା ନଗର ଶାଖା, ଛେଣ୍ଡ ଓ ଅବସରପ୍ରାପ୍ତ କର୍ମଚାରୀ ସଂଘ, କଳିଙ୍ଗ ବିହାରର ମିଳିତ ଆନୁକୂଲ୍ୟରେ ବିଶେଷ କାର୍ଯ୍ୟକ୍ରମ ଭାଗବତ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି । "ସାମ୍ପ୍ରତିକ ସମୟରେ ଭାଗବତର ଭୂମିକା" ଶୀର୍ଷକରେ
Read More...

ଗାନ୍ଧୀଙ୍କ ୧୫୬ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ସ୍ଥିତ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ତରଫରୁ ଗାନ୍ଧୀଜୀଙ୍କ ୧୫୬ତମ ଜୟନ୍ତୀ ପାଳନ କରାଯାଇଛି । ଅନୁଷ୍ଠାନର ଆବାହିକା ଭଗବତୀ ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ ବ୍ରଜେନ୍ଦ୍ର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ବାର ହାତ ଖଡ୍ଗ ଶୋଭାଯାତ୍ରା ଓ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା, ଇସ୍ପାତ ନଗର କମିଟି ତରଫରୁ ପ୍ରସିଦ୍ଧ ୧୨ ହାତ ଖଡ୍ଗ ଶୋଭାଯାତ୍ରା ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରୁ ବାହାରି ସେକ୍ଟର ୨ ବିଜୁ ପଟ୍ଟନାୟକ ଛକ ନିକଟରେ ପହଞ୍ଚି ସେଠାରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
Read More...

ଯୁଗଦ୍ରଷ୍ଟା ସାହିତ୍ୟ ସାଧକ ରାଧାନାଥ ରାୟଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଆ ଭାଷା ବିକାଶ ମଞ୍ଚ ଓ ଡିଭାଇନ ଲାଇଫ୍ ଏକାଡେମୀ, ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଧୁନିକ ଓଡ଼ିଆ ସାହିତ୍ୟର ଯୁଗଦ୍ରଷ୍ଟା କବିବର ରାଧାନାଥ ରାୟଙ୍କ ଜୟନ୍ତୀ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ଦାସଙ୍କ ସଭାପତିତ୍ଵରେ ଅନୁଷ୍ଠିତ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରସନ୍ନ କୁମାର ସାବତଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ଧାମରା ସଂଘରେ ଲୁଣିଆ ଓ ଇରମ ଶହୀଦ ସ୍ମୃତି ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଧାମରା ସଂଘ ପକ୍ଷରୁ ସଂଘ ପରିସରରେ ଲୁଣିଆ ଓ ଇରମ ଶହୀଦ ସ୍ମୃତି ଦିବସ ପାଳନ ହୋଇଯାଇଛି । ସଂଘର ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ ଭଗବାନ ରାଉତଙ୍କ ଆବାହକତ୍ୱ ଓ ସହ ସମ୍ପାଦକ ଅକ୍ଷୟ କୁମାର ଦାସଙ୍କ
Read More...

ସିପିଆଇଏମ୍ ପକ୍ଷରୁ ମହାନ୍ ସ୍ଵାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂହଙ୍କ ୧୧୭ତମ ଜନ୍ମ ଜୟନ୍ତୀ ପାଳିତ

ଶହୀଦ ଭଗତ ସିଂହ ଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଯୁବ ଛାତ୍ର ସମାଜକୁ ଆହ୍ୱାନ ‌ ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ମହାନ ସ୍ଵାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂହଙ୍କ ୧୧୭ତମ ଜନ୍ମ ଜୟନ୍ତୀ ଅବସରରେ ସିପିଆଇଏମ୍ ରାଉରକେଲା ଆଂଚଳିକ କମିଟି, ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେସନ,
Read More...

ରାଉରକେଲା କଲେଜର ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଓଡ଼ିଆ ବିଭାଗ ତରଫରୁ ଯୁକ୍ତ ୩ ନବାଗତ ଛାତ୍ର-ଛାତ୍ରୀମାନଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି । କଲେଜ ପରିସରରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମଟି ବିଭାଗୀୟ ମୁଖ୍ୟା ପ୍ରାଧ୍ୟାପିକା
Read More...

ଭାଗବତ ଅଗଣାରେ ଭାଗବତ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ବରଟୋଲି ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ୱର ବାଟିକା ଆନୁକୂଲ୍ୟରେ ଭାଗବତ ଅଗଣା ଏବଂ ବରଟୋଲି ସାଂସ୍କୃତିକ ପରିଷଦ ତରଫରୁ ଏକ ଭାଗବତ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି । ଲୌକିକ ଅମୃତଧାରା: ଭାଗବତ ଶୀର୍ଷକ ଏହି ଭାଗବତ ଆଲୋଚନା ଚକ୍ର କାର୍ଯ୍ୟକ୍ରମଟି ଅକ୍ଷୟ
Read More...

ଶାରଦୀୟ ଦୂର୍ଗା ପୂଜା ପାଇଁ ସହର ଉତ୍ସବ ମୁଖର

ରାଉରକେଲା, (ସସ୍ମିତା ପ୍ରଧାନ) : ଶାରଦୀୟ ଦୂର୍ଗା ପୂଜା ପାଇଁ ଏବେ ଇସ୍ପାତ ନଗରୀ ଉତ୍ସବ ମୁଖର ହୋଇଉଠିଛି । ରାଜ୍ୟର ଏକ ପ୍ରମୁଖ ସହର ଭାବେ ରାଉରକେଲା ୫୦ ଦଶକରୁ ଦୁର୍ଗା ପୂଜା ପାଳନ କରିଆସୁଛି । ଚଳିତ ବର୍ଷ ଇସ୍ପାତ ସହରାଞ୍ଚଳରେ ୧୦୯ଟି ଦୁର୍ଗା ମେଢ ଓ ବଣାଇ ଅଞ୍ଚଳରେ ୧୨ଟି ମେଢ ତିଆରି
Read More...